ଆମ ଜିଲା ଖବର

ବାଳସୁଧାର ଗୃହରୁ ଅନ୍ତେବାସୀ ଚମ୍ପଟ ଘଟଣା: ୩ ଜଣଙ୍କୁ ଧରିଲା ପୋଲିସ, ୪ ଜଣଙ୍କ ପତ୍ତା ମିଳୁନି

ବ୍ରହ୍ମପୁର ଅଫିସ , ୨୧।୫ : ଗଞ୍ଜାମ ଜିଲା ବ୍ରହ୍ମପୁର ଏସ୍‌ପି ଓ ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ଠାରୁ ଅଳ୍ପ ଦୂରରେ ବାଳସୁଧାର ଗୃହ ରହିଛି…

6 years ago

ବ୍ରହ୍ମପୁର ଆଇଟିଆଇ ପ୍ରସ୍ତୁତ କଲା ସବୁଠୁ ଶସ୍ତା ଅଟୋମେଟିକ୍‌ ହ୍ୟାଣ୍ଡ ସାନିଟାଇଜର: ଭାରତର ସମସ୍ତ ଆଇଟିଆଇକୁ ଫେସ୍‌ ସିଲ ପ୍ରସ୍ତୁତି ତାଲିମ ଦେବ

ବ୍ରହ୍ମପୁର ଅଫିସ,୨୧ା୫: କରୋନା ମୁକାବିଲା ପାଇଁ ବ୍ରହ୍ମପୁର ଆଇଟିଆଇ ସ୍ବୟଂଚାଳିତ ଓ ପଦଚାଳିତ ସାନିଟାଇଜର ମେଶିନ ତିଆରି କରିଛି। ଇଲେକ୍ଟ୍ରିକାଲ ଓ ପ୍ଲମ୍ବର ସ୍କାର୍ପ ସାମଗ୍ରୀକୁ ବିନିଯୋଗ…

6 years ago

କର୍ଲାମୁଣ୍ଡା ବ୍ଲକ: ୧୪ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୫୪୩ ପ୍ରବାସୀ ଓଡିଆ

କର୍ଲାମୁଣ୍ଡା,୨୧ା୫,(ଡି.ଏନ.ଏ.)-କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କରୋନା ମୁକାବିଲା ପାଇଁ ୧୪ଟି (ଟିଏମସି) ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ତ୍ତମାନ ସୁଦ୍ଧା ୫୪୩ ଜଣ ପ୍ରବାସୀ ଓଡିଆଙ୍କୁ ରଖାଯାଇଛି। ବ୍ଲକର ମୋଟ୍‌…

6 years ago

ବନ୍ତ ବ୍ଲକ: ଘର ଉପରେ ମାଡି ବସିଲା ଗଛ

ବନ୍ତ,୨୧।୫(ଡି.ଏନ୍‌.ଏ.)-ବାତ୍ୟା ‘ଅମ୍ଫନ୍‌’ ପ୍ରଭାବରେ ଭଦ୍ରକ ଜିଲା ବନ୍ତ ବ୍ଲକର କେତେକ ସ୍ଥାନରେ ଗଛ ପଡି ଘର ଭାଙ୍ଗିଯାଇଛି। ଆପଣ୍ଡା ରାଜସ୍ବ ନୀରିକ୍ଷକ କାର୍ଯ୍ୟାଳୟ ଅଧିନ ବସନ୍ତିଆ ପଞ୍ଚାୟତ…

6 years ago

ଅମ୍ଫନ ପ୍ରଭାବ: ଚାନ୍ଦବାଲି ଅଞ୍ଚଳରେ ବିଦ୍ୟୁତ ସରବରାହ ବନ୍ଦ

ଚାନ୍ଦବାଲି,୨୧ା୫(ଡି.ଏନ.ଏ.)-ବାତ୍ୟା ଅମ୍ଫନ ପ୍ରଭାବରେ ଚାନ୍ଦବାଲିର ସମସ୍ତ ଅଞ୍ଚଳରେ ମଙ୍ଗଳବାର ସାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛ। କେତେକ ସ୍ଥାନରେ ବିଦ୍ୟୁତ ଖୁଣ୍ଟ ଉପୁଡି ପଡ଼ିବା ସହ ତାର…

6 years ago

ବୈତରଣୀ ନଦୀ ପଠାରେ ଆତଙ୍କ: ଗାଈକୁ ଟାଣି ନେଇ ମାରିଦେଲା କୁମ୍ଭୀର

ଆରଡି,୨୧ା୫,(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅମୃତମଣୋହୀ ଗ୍ରାମ ନିକଟରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବୈତରଣୀ ନଦୀ ପଠାରେ ଚରୁଥିବା ଏକ ଗାଈକୁ କୁମ୍ଭୀର…

6 years ago

ପାଣି ଯୋଗାଣରେ ବିଳମ୍ବ ଯୋଗୁ ସଂଗରୋଧ କେନ୍ଦ୍ରରେ ଭଙ୍ଗାରୁଜା: ୩ ପ୍ରବାସୀଙ୍କ ନାମରେ ଏତଲା

ଜି.ଉଦୟଗିରି, ୨୧।୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଛନ୍ତି।…

6 years ago

ପଞ୍ଜୀକରଣ ପରେ ବି ପ୍ରବାସୀଙ୍କ ଫେରିବା ବାଟ ଫିଟୁନି: ଭୋକ ଉପାସରେ ପଡ଼ିରହିଛନ୍ତି ଆନ୍ଧ୍ରରେ

ବାଲିଗୁଡ଼ା,୨୧ା୫(ଡି.ଏନ୍‌.ଏ.): ସମଗ୍ର ବିଶ୍ୱରେ ମହାମାରୀ କରୋନା କାୟା ବିସ୍ତାର କରୁଥିବା ବେଳେ ଦିନକୁ ଦିନ ମୃତ ଓ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି l…

6 years ago

ଛତ୍ରପୁର ବିଡିଓଙ୍କୁ ଆକ୍ରମଣ ଘଟଣା: ମୁଖ୍ୟ ଅଭିଯୁକ୍ତ ଗିରଫ; ଏନ୍‌ଏସ୍‌ଏ ଲଗାଇବାକୁ ଓଏଏସ୍‌ ସଂଘର ଦାବି

ଛତ୍ରପୁର, ୨୧।୫(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ଛତ୍ରପୁର ବିଡିଓ ଅମ୍ବିକା ପ୍ରସାଦ ଦାଶଙ୍କୁ ଆକ୍ରମଣ ଓ ହତ୍ୟା ଧମକ ମାମଲାରେ ସମ୍ପୃକ୍ତଙ୍କୁ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। ଗିରଫ…

6 years ago

ମହିଳାଙ୍କୁ ମେଡିକାଲ ନେବା ସମୟରେ ଓଲଟିଲା ଅଟୋ, ଆଶାକର୍ମୀଙ୍କ ସମେତ ୪ ଆହତ

ଛତ୍ରପୁର,୨୧ା୫(ଡି.ଏନ୍‌.ଏ.): ବ୍ରହ୍ମପୁର ବଡ଼ ମେଡିକାଲକୁ ଜଣେ ମହିଳାଙ୍କୁ ନେଇ ଯାଉଥିବା ବେଳେ ଗୁରୁବାର ପୂର୍ବାହ୍ନରେ ଏକ ଅଟୋ ଛତ୍ରପୁରସ୍ଥିତ ଡିଆରଡିଏ କାର୍ଯ୍ୟାଳୟ ନିକଟରେ ଭାରସାମ୍ୟ ହରାଇ ଓଲଟି…

6 years ago