ନୂଆପଡ଼ା ଅଫିସ,୨୪ା୪- ଜିଲା ବାହାର କିମ୍ବା ରାଜ୍ୟ ବାହାରୁ ଆସୁଥିବା ଶ୍ରମିକ କିମ୍ବା ଅନ୍ୟ ଶ୍ରେଣୀର ଲୋକଙ୍କୁ ପୃଥକ୍ ବାସରେ ରଖିବାକୁ କ୍ୱାରାଣ୍ଟାଇନ ସେଣ୍ଟର କରାଯାଉଛି। ସେଠାରେ…
ଭବାନୀପାଟଣା,୨୪।୪(ସ୍ବ.ପ୍ର)-ମହାମାରୀ କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରାଦେଶରେ ଲକ୍ ଡାଉନ ଜାରି ରହିଛି। ଏପରି ସ୍ଥିତିରେ ରାଜ୍ୟର ଆର୍ଥିକ ମେରୁଦଣ୍ଡ ସାଜିଥିବା ଚାଷୀକୂଳ ଘୋର ସଙ୍କଟ…
ଝାରସୁଗୁଡ଼ା ଅଫିସ,୨୪ା୪- ଝାରସୁଗୁଡ଼ା ଜିଲାରେ ଥିବା ସମସ୍ତ ବୃହତ୍, ମଧ୍ୟମ ଓ କ୍ଷୁଦ୍ରଶିଳ୍ପ ଅନୁଷ୍ଠାନ ତଥା ଖଣିଜ ଉପତ୍ାଦନ ପ୍ରତିଷ୍ଠାନ ନିମନ୍ତେ ଗୁରୁବାର ଜିଲା ବିପର୍ଯ୍ୟୟ ପରିଚାଳନା…
ଟିଟିଲାଗଡ଼,୨୪।୪(ଡି.ଏନ.ଏ.)-ମହାମାରୀ କରୋନା ରେଡ୍ ଜୋନ୍ ଭାବେ ପରିଚିତ ବାଲେଶ୍ୱର ଅଞ୍ଚଳର ଜଣେ ସରକାରୀ କର୍ମଚାରୀ ବଲାଙ୍ଗୀର ଜିଲା ଟିଟିଲାଗଡ଼ରେ ପହଞ୍ଚତ୍ବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା ା…
ବଲାଙ୍ଗୀର ଅଫିସ, ୨୪ା୪ - ଲଘୁ ବନଜାତ ଦ୍ରବ୍ୟ ସଂଗ୍ରହ ଜଙ୍ଗଲ ଅଞ୍ଚଳରେ ବସବାସ କରୁଥିବା ଅନୁସୂଚିତ ଜନଜାତି ଓ ପାରମ୍ପରିକ ବନବାସୀଙ୍କ ଏକ ମୁଖ୍ୟ ଉପଜୀବ୍ୟ…
ଅନୁଗୋଳ ଅଫିସ, ୨୪।୪ - ବହୁ ପୂର୍ବରୁ ସ୍ଥିର ହୋଇଥିଲା ବିବାହ। ତିଥି ଅନୁଯାୟୀ ତିନି ଦିନ ପରେ ପଡ଼ିଥାନ୍ତା ହସ୍ତଗଣ୍ଠି। ଏଥିପାଇଁ ଛୁଟି ମଧ୍ୟ ମିଳିସାରିଥିଲା…
ଢେଙ୍କାନାଳ ଅଫିସ, ୨୪।୪ - କୁଢ଼ା ହୋଇଛି ପାଚିଲା କଖାରୁ। ଦେଖିଲେ ଆଖି ଲାଖିଯିବ। ହେଲେ ଏପରି ସ୍ବାଦିଷ୍ଟ, ପୁଷ୍ଟିକର ପରିବା ନେବାକୁ କେହିନାହାନ୍ତି। ଚାଷୀ ଏବଂ…
ଖଜୁରିପଡା,୨୪ା୪(ଡି.ଏନ.ଏ.)- ଖଜୁରିପଡା ବ୍ଲକ ସୁରାଦେଇ ଗ୍ରାମରେ ଦୀର୍ଘ ୧୦ବର୍ଷ ଧରି ଜବରଦଖଲ କରି ରହି ଆସୁଥିବା ୩୭ ପରିବାରଙ୍କୁ ମାର୍ଚ୍ଚ ୭ରେ ପ୍ରଶାସନ ପକ୍ଷରୁ ଉଛେଦ କରାଯାଇଥିଲା।…
ଦାରିଙ୍ଗବାଡ଼ି,୨୪।୪(ଡି.ଏନ.ଏ)- ଲକ୍ଡାଉନ ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବିଦ୍ୟାଳୟ, ଅଙ୍ଗନୱାଡ଼ି କେନ୍ଦ୍ର ଆଦି ବନ୍ଦ ରହିଛି। ଏପ୍ରିଲ ଠାରୁ ଜୁନ୍ ପର୍ଯ୍ୟନ୍ତ…
ଭଞ୍ଜନଗର,୨୪।୪(ଡି.ଏନ.ଏ)-ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ବନାଞ୍ଚଳର ବୁଦିଲି ଗ୍ରାମକୁ ଗୁରୁବାର ସକାଳେ ଏକ ହରିଣ ପଶି ଆସିଥିଲା। ହରିଣଟିକୁ କୁକୁର ଗୋଡ଼ାଇଥିଲେ। ଖବରପାଇ ରେଞ୍ଜର…