ଆମ ଜିଲା ଖବର

ଖୋର୍ଦ୍ଧାରେ ୩ ନୂଆ ପଜିଟିଭ୍‌ ଚିହ୍ନଟ: ଜିଲାରେ ୫୯ ଛୁଇଁଲା ମୋଟ ଆକ୍ରାନ୍ତ ସଂଖ୍ୟା

ଖୋର୍ଦ୍ଧା ଅଫିସ,୧୭।୫: ଖୋର୍ଦ୍ଧା ଜିଲାରେ ରବିବାର ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ମୋଟ ଆକ୍ରାନ୍ତ ସଂଖ୍ୟା ୫୯ ହୋଇଛି। ତେବେ ନୂଆ ଆକ୍ରାନ୍ତଙ୍କ…

6 years ago

ଶାବଳରେ ଭୁସି ବୃଦ୍ଧ ବାପାଙ୍କୁ ହତ୍ୟା, ଅଭିଯୁକ୍ତ ପୁଅ ଫେରାର

ଚୌଦ୍ୱାର,୧୭।୫(ଡି.ଏନ୍‌.ଏ.): କଟକ ଜିଲା ଚୌଦ୍ୱାର ଥାନା ଅନ୍ତର୍ଗତ ସଫା ପଞ୍ଚାୟତର ଆଦିବାସୀ ବହୁଳ କଙ୍କାଳି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମରେ ପୁଅ ଶାବଳ…

6 years ago

କିଶୋରନଗର ବ୍ଲକ: କ୍ୱାରାଣ୍ଟାଇନରେ ରହିଲେ ୨୬

ବଇଣ୍ଡା,୧୭।୫(ଡି.ଏନ.ଏ.)-କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ବଇଣ୍ଡା ରାମଦେଓ ହାଇସ୍କୁଲଠାରେ ହୋଇଥିବା କ୍ୱାରାଣ୍ଟାଇନ ଗୃହରେ ଶନିବାର ବିଭିନ୍ନ ଜିଲାରୁ ୨୬ ଜଣଙ୍କୁ ରଖାଯାଇଛି। ସେମାନଙ୍କ ମଧ୍ୟରେ ୨୪ ଜଣ…

6 years ago

ପୁରୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ପୁରୀ ଅଫିସ, ୧୭।୫: ରାଜ୍ୟରେ କରୋନା ଆକ୍ରାନ୍ତ ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ପୁରୀ ଜିଲାରେ ବି ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ରବିବାର…

6 years ago

କୁକୁଡ଼ାଖଣ୍ଡିରେ କରୋନା ଭୟ: ଗୁଣ୍ଠବନ୍ଧ ଗାଁ ସିଲ୍‌, ଅତ୍ୟାବଶ୍ୟକୀୟ ସାମଗ୍ରୀ ଯୋଗାଇବ ବ୍ଲକ ପ୍ରଶାସନ

ବ୍ରହ୍ମପୁର ଅଫିସ,୧୭ା୫: ଗଞ୍ଜାମ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏନେଇ କୁକୁଡ଼ାଖଣ୍ଡି ବ୍ଲକ ଅଧିନସ୍ଥ ଦକ୍ଷିଣପୁର ପଞ୍ଚାୟତର ଗୁଣ୍ଠବନ୍ଧକୁ ରବିବାର ସିଲ୍‌ କରାଯାଇଛି।…

6 years ago

୨୨ ଶ୍ରମିକଙ୍କୁ ଗାଡ଼ି କରି ପଠାଇଲା ଗଞ୍ଜାମ ପୋଲିସ

ଛତ୍ରପୁର,୧୭।୫(ଡି.ଏନ.ଏ.)-ଚେନ୍ନାଇ ଓ ଆନ୍ଧ୍ରପ୍ରଦେଶର ଗୁଣ୍ଟୁର ଅଞ୍ଚଳରୁ ଚାଲି କରି ଆସୁଥିବା ୯ ଜଣ ଶ୍ରମିକଙ୍କୁ ରବିବାର ଗଞ୍ଜାମ ପୋଲିସ ଉଦ୍ଧାର କରିଛି। ପରେ ସେମାନଙ୍କୁ ଖାଦ୍ୟ ଦେବା…

6 years ago

ସମ୍ଭାବ୍ୟ ବାତ୍ୟା ମୁକାବିଲା ଲାଗି ୭୭ ଆଶ୍ରୟସ୍ଥଳୀ ପ୍ରସ୍ତୁତ: ଅନ୍ୟ ୨୭ ଆଶ୍ରୟସ୍ଥଳୀରେ ଚାଲିଛି କ୍ୱାରାଣ୍ଟାଇନ୍‌ ସେଣ୍ଟର

ଛତ୍ରପୁର,୧୭ା୫(ଡି.ଏନ୍‌.ଏ.): ସମ୍ଭାବ୍ୟ ବାତ୍ୟାର ମୁକାବିଲା ଓ ପ୍ରସ୍ତୁତି ଗଞ୍ଜାମ ଜିଲାରେ ଚାଲିଛି। ଜିଲାରେ ମୋଟ ୧୦୪ଟି ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ ରହିଛି। ଏଥିମଧ୍ୟରୁ ୨୭ଟି ଆଶ୍ରୟସ୍ଥଳୀରେ…

6 years ago

ବିଭିନ୍ନ ଦାବି ନେଇ ନାଲ୍‌କୋ ସିପିପି ଟ୍ରକଚାଳକଙ୍କ ଆନ୍ଦୋଳନ

ବଅଁରପାଳ,୧୭ା୫(ଡି.ଏନ୍‌.ଏ.): ଅନୁଗୋଳ ଜିଲା ନାଲ୍‌କୋ ସିପିପି ପ୍ଲାଣ୍ଟକୁ ପରିବହନ ପାଇଁ ଯାଉଥିବା ଟ୍ରକଚାଳକମାନେ ବିଭିନ୍ନ ଦାବି ନେଇ ରବିବାର ପ୍ଲାଣ୍ଟର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନ କରିଛନ୍ତି।…

6 years ago

ଛତିଶଗଡ଼ ଫେରିଯିବାକୁ ଜିଲାପାଳଙ୍କୁ ଆକୁଳ ନିବେଦନ କଲେ ଶ୍ରମିକ

ରାଜନଗର,୧୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ହାତିନା ଗ୍ରାମରେ ଇଟା ନିର୍ମାଣ ପାଇଁ ସୁଦୂର ଛତିଶଗଡ଼ ଚୁରେନ୍ଦ୍ରା ଜିଲାରେ ରାଜକୁମାର ବିଶ୍ୱକର୍ମା, ଲୀଳାବାଇ ଚୌହାନ୍‌, ସଂଗଲାଲ୍‌ ଚୌହାନ୍‌,…

6 years ago

କରୋନା ସମୟରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳବାସୀ ଆତଙ୍କିତ

ରାଜନଗର,୧୭ା୫(ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅମ୍ଫନ’କୁ ନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ଓ ମହାକାଳପଡ଼ା ବ୍ଲକରେ ସମୁଦ୍ରକୂଳିଆ ୪୯ଟି ଗ୍ରାମର ଲୋକେ ଆତଙ୍କିତ…

6 years ago