ଆମ ଜିଲା ଖବର

ଆଗେଇପାରୁନି ଆବାସ ଯୋଜନା

ଅନୁଗୋଳ ଅଫିସ, ୨୫।୭ - ଅନୁଗୋଳ ପୌରାଞ୍ଚଳରେ ଆଗେଇ ପାରୁନି ଆବାସ ଯୋଜନା। ପୂର୍ବ ବର୍ଷ ଗୁଡ଼ିକରେ ବଣ୍ଟନ ହୋଇଥିତ୍ବା ଗୃହ ମଧ୍ୟରୁ ଅଳ୍ପ କେତୋଟିକୁ ବାଦ୍‌ଦେଲେ…

6 years ago

କରୋନା ମୁକାବିଲା ପାଇଁ ୫୨ କ୍ଲଷ୍ଟର ସଙ୍ଗରୋଧ କେନ୍ଦ୍ର

ଢେଙ୍କାନାଳ ଅଫିସ, ୨୫।୭ - ଢେଙ୍କାନାଳ ଜିଲାରେ କରୋନା ମୁକାବିଲା ସକରାତ୍ମକ ରହିଛି। ପ୍ରତିଟି ଜୀବନ ମୂଲ୍ୟବାନ ହୋଇଥିବାରୁ କୌଣସି କ୍ଷେତ୍ରରେ ଅବହେଳା କରାଯାଉନାହିଁ। ସିଂହଭାଗ ପ୍ରବାସୀ…

6 years ago

ଲୁଚକାଳି ଖେଳୁଛି ମୌସୁମୀ

କେନ୍ଦୁଝର,୨୫ା୭ (ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ କେନ୍ଦୁପୋଶି ଗ୍ରାମରେ ଦୀର୍ଘବର୍ଷରୁ କଙ୍କ୍ରିଟ କେନାଲ ନାହିଁ। ଫଳରେ ଶତାଧିକ ଧାନଚାଷୀଙ୍କ ଜମିରେ ପାଣିର ଉତ୍କଟ ସମସ୍ୟା…

6 years ago

ଠେଙ୍ଗା ଧରି ଜଗିଛନ୍ତି ଅଙ୍ଗନୱାଡ଼ି, ଆଶା କର୍ମୀ

ଭଦ୍ରକ ଅଫିସ, ୨୫ା୭- ଭଦ୍ରକ ଜିଲାରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଛି। ଶୁକ୍ରବାର ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୪୮୪ ଛୁଇଁଥିବା ବେଳେ…

6 years ago

୩୧ଯାଏ ସର୍ବସାଧାରଣଙ୍କୁ ସରକାରୀ କାର୍ଯ୍ୟାଳୟ ମନା

ବାରିପଦା ଅଫିସ, ୨୫ା୭-କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୩୧ତାରିଖ ଯାଏ ଜିଲାରେ ଥିବା ସମସ୍ତ ସରକାରୀ କାର୍ଯ୍ୟାଳୟକୁ ସର୍ବସାଧାରଣ ପ୍ରବେଶ କରିପାରିବେ ନାହିଁ। ଏନେଇ ଶୁକ୍ରବାର…

6 years ago

ଭାଜପା ନେତାଙ୍କୁ ଗଳାକାଟି ହତ୍ୟା

ଘଣ୍ଟାପଡା/କଣ୍ଟାମାଳ,୨୪।୭(ଡି.ଏନ.ଏ.)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଘଣ୍ଟାପଡା ଫାଣ୍ଡି ଅଧୀନ ଆମ୍ବଗାଁ ସମଲେଶ୍ୱରୀ ନାଳ ନିକଟ ଆମ୍ବ ବଗିଚାରୁ ଶୁକ୍ରବାର ସକାଳେ ଜିଲା ଭାଜପା ଯୁବମୋର୍ଚ୍ଚା ସମ୍ପାଦକ ଲୋକନାଥ…

6 years ago

୫ ବର୍ଷର ଶିଶୁକୁ ଝୁଣି ମାରିଲେ କୁକୁରପଲ

କୋକସରା,୨୪।୭(ଡି.ଏନ.ଏ.)-କଳାହାଣ୍ଡି ଜିଲା କୋକସରା ଥାନା ଖୁଣ୍ଟିଆ ଗାଁରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଗାଁର ଏକ ୫ ବର୍ଷର ଶିଶୁକୁ କୁକୁରପଲ ଗୋଡ଼ାଇ ଗୋଡ଼ାଇ କାମୁଡିବା…

6 years ago

କନ୍ଧମାଳରେ ଦୁର୍ବଳ ହେଉଛନ୍ତି ମାଓବାଦୀ: ଡିଜିପି

ଫୁଲବାଣୀ ଅଫିସ, ୨୪ା୭- କନ୍ଧମାଳ ଜିଲାରେ ଯବାନ-ମାଓବାଦୀଙ୍କ ମଧ୍ୟରେ ଗତ କିଛି ସପ୍ତାହ ହେବ ଗୁଳି ବିନିମୟ ଜାରି ରହିଛି। ପୂର୍ବରୁ ୫ ମାଓବାଦୀଙ୍କ ମୃତ୍ୟୁପରେ ଗୁରୁବାର…

6 years ago

ଜିଲାପାଳ କ୍ଷମତାପ୍ରାପ୍ତ ସରପଞ୍ଚଙ୍କୁ ପିଟିଲା ପୋଲିସ

କବିସୂର୍ଯ୍ୟନଗର,୨୪ା୭(ଡି.ଏନ୍‌.ଏ.)- କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ସରପଞ୍ଚମାନଙ୍କୁ ଜିଲାପାଳ କ୍ଷମତା ପ୍ରଦାନ କରିଛନ୍ତି। ମାତ୍ର ଜଣେ ସରପଞ୍ଚ ସଙ୍ଗରୋଧ କେନ୍ଦ୍ର ତଦାରଖ ସାରି ଫେରୁଥିବାବେଳେ ପୋଲିସ ମାଡ…

6 years ago

୫ ପିଲାର ବାପା କରୁଥିଲେ ଦ୍ୱିତୀୟ ବିବାହ: ତା ପରେ…

ବଲାଙ୍ଗୀର ଅଫିସ,୨୪ା୭- ବଲାଙ୍ଗୀର ସହର ଶାନ୍ତିପଡାରେ ଗୁରୁବାର ଜଣେ ଯୁବତୀଙ୍କ ବିବାହ ପାଇଁ ସମସ୍ତ ପ୍ରସ୍ତୁତି ସରିଥିଲା ା କନ୍ୟାଘର ଲୋକେ ବରପକ୍ଷଙ୍କୁ ସ୍ବାଗତ କରିବା ପାଇଁ…

6 years ago