ଆମ ଜିଲା ଖବର

ଛତିଶଗଡ଼ ଫେରିଯିବାକୁ ଜିଲାପାଳଙ୍କୁ ଆକୁଳ ନିବେଦନ କଲେ ଶ୍ରମିକ

ରାଜନଗର,୧୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ହାତିନା ଗ୍ରାମରେ ଇଟା ନିର୍ମାଣ ପାଇଁ ସୁଦୂର ଛତିଶଗଡ଼ ଚୁରେନ୍ଦ୍ରା ଜିଲାରେ ରାଜକୁମାର ବିଶ୍ୱକର୍ମା, ଲୀଳାବାଇ ଚୌହାନ୍‌, ସଂଗଲାଲ୍‌ ଚୌହାନ୍‌,…

6 years ago

କରୋନା ସମୟରେ ସମ୍ଭାବ୍ୟ ବାତ୍ୟାକୁ ନେଇ ଉପକୂଳବାସୀ ଆତଙ୍କିତ

ରାଜନଗର,୧୭ା୫(ଡି.ଏନ୍‌.ଏ.) : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଅମ୍ଫନ’କୁ ନେଇ କେନ୍ଦ୍ରାପଡ଼ା ଜିଲା ରାଜନଗର ଓ ମହାକାଳପଡ଼ା ବ୍ଲକରେ ସମୁଦ୍ରକୂଳିଆ ୪୯ଟି ଗ୍ରାମର ଲୋକେ ଆତଙ୍କିତ…

6 years ago

ମହାକାଳପଡ଼ାରେ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯

ମହାକାଳପଡ଼ା,୧୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ରବିବାର ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବ୍ଲକରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଛି। ଆଜି…

6 years ago

ହାଟଡିହୀରେ ପୁଣି ୨ କରୋନା ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୫ ଛୁଇଁଲା

ହାଟଡିହୀ,୧୭ା୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ରବିବାର ପୁଣି ୨ କରୋନା ଆକ୍ରାନ୍ତ ଚି଼ହ୍ନଟ ହୋଇଛନ୍ତି। ଜଣେ ଆନ୍ଧ୍ରପ୍ରଦେଶ ଓ ଆଉ ଜଣେ ସୁରଟ ଫେରନ୍ତା ବୋଲି…

6 years ago

ରଥଖଳାରେ ବାଡ଼ିଆପିଟା: ରଥ ଅମିନ ଓ ତାଙ୍କ ପୁଅ ଆହତ

ପୁରୀ ଅଫିସ,୧୭।୫: ରଥଖଳାରେ ବାଡ଼ିଆପିଟା। ରଥ ଅମିନ ଲକ୍ଷ୍ମଣ ମହାପାତ୍ର ଏବଂ ତାଙ୍କ ପୁଅ ସୁଧାକରଙ୍କୁ ନିସ୍ତୁକ ମାଡ଼ ମରାଯାଇଛି। ଫଳରେ ଉଭୟେ ଆହତ ହୋଇଛନ୍ତି। ସୁଧାକରଙ୍କ…

6 years ago

ତାମିଲନାଡୁରେ ଫସିଛନ୍ତି ୩୦ ଶ୍ରମିକ: ଫେରାଇ ନେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

କୃଷ୍ଣପ୍ରସାଦ,୧୭।୫(ଡି.ଏନ୍‌.ଏ.): କରୋନା ଲାଗି ଦେଶରେ ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଜାରି ରହିଛି। ଫଳରେ ପୁରୀ ଜିଲା କୃଷ୍ଣପ୍ରସାଦ ଅଞ୍ଚଳର ୩୦ଶ୍ରମିକ ତାମିଲନାଡୁରେ ଫସି ରହିଛନ୍ତି। ସେମାନଙ୍କ ଫେରିବା…

6 years ago

ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି: ବିଭାଗୀୟ ଅଧିକାରୀଙ୍କୁ ସଜାଗ ନିର୍ଦ୍ଦେଶ

ପୁରୀ ଅଫିସ,୧୭।୫: ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ସମୁଚିତ ପଦକ୍ଷେପ ଗ୍ରହଣ କରାଯାଇଛି। ବର୍ତ୍ତମାନ କରୋନା ଯେଉଁଭଳି ଭାବେ ମାଡ଼ି ଚାଲିଛି…

6 years ago

‘ରେଡ୍‌ ଜୋନ୍‌’ ବିଦ୍ୟାର୍ଥୀଙ୍କୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ମନା

କଟକ ଅଫିସ,୧୭।୫: ରେଡ୍‌ ଜୋନରେ ରହୁଥିବା ବିଦ୍ୟାର୍ଥୀଙ୍କୁ କ୍ୟାମ୍ପସ ଭିତରକୁ ପ୍ରବେଶ ମନା। ସ୍ଥିତି ଆୟତାଧିନ ନ ହେଲା ଯାଏଁ ସେମାନେ ବିଶ୍ୱବିଦ୍ୟାଳୟ ଭିତରକୁ ଆସିପାରିବେ ନାହିଁ।…

6 years ago

ଭଣ୍ଡାରିପୋଖରୀରେ ୨ ପଜିଟିଭ୍‌ ଚିହ୍ନଟ: ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫

ଭଣ୍ଡାରିପୋଖରୀ,୧୭ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ରବିବାର ୨ କରୋନା ପଜିଟିଭ୍‌ ଚିହ୍ନଟ ପରେ ବ୍ଲକରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି। ବ୍ଲକର ରହଣିଆ ଓ…

6 years ago

ସ୍ନାନପୂର୍ଣ୍ଣିମାଦିନ ହୋଇପାରେ ଅଣସର ନୀତି

ପୁରୀ ଅଫିସ,୧୭।୫: ଦୀର୍ଘବର୍ଷ ହେଲା ସ୍ନାନପୂର୍ଣ୍ଣିମା ଦିନ ମହାପ୍ରଭୁଙ୍କ ଅଣସର ନୀତି ହୋଇପାରୁନାହିଁ। ଦାରୁବିଗ୍ରହ ସ୍ନାନମଣ୍ଡପରୁ ଅଣସର ପିଣ୍ଡିକୁ ବିଜେ କରିବାରେ ବିଳମ୍ବ ଯୋଗୁ ସେହିଦିନ ଅଣସର…

6 years ago