ଆମ ଜିଲା ଖବର

ଲୁଣର କୃତ୍ରିିମ ଅଭାବ ଗୁଜବ ସୃଷ୍ଟି କରି ଖାଉଟୀଙ୍କୁ ଲୁଟ୍‌ : ହୋଲସେଲରଙ୍କ ଦୋକାନରେ ଚଢ଼ାଉ

ବଲାଙ୍ଗୀର ଅଫିସ/ସଇଁତଲା,୧୪ା୫(ଡି.ଏନ୍‌.ଏ.)-କରୋନା ମହାମାରୀ ସମୟରେ ପ୍ରତ୍ୟେକ ମଣିଷ ଅନ୍ୟକୁ ସହୃଦୟତା ଦେଖାଇବାକୁ ଅନୁରୋଧ କରୁଥିଲେ ମଧ୍ୟ କେତେକ ବ୍ୟବସାୟୀ ଖାଉଟୀଙ୍କୁ ଲୁଟ୍‌ କରିବାକୁ ପଛାଉ ନାହାନ୍ତି ା…

6 years ago

ମୁମ୍ବାଇରୁ ଗଜପତିକୁ ୩ ଟ୍ରକ୍‌ରେ ଫେରୁଛନ୍ତି ପ୍ରବାସୀ

ପାରଳାଖେମୁଣ୍ଡି, ୧୪ା୫ (ସ୍ବ.ପ୍ର.)- ମହାରାଷ୍ଟ୍ରର ନଭି ମୁମ୍ବାଇରୁ ଗଜପତି ଜିଲାକୁ ଟ୍ରକ୍‌ ଯୋଗେ ୧୫୦ରୁ ଊର୍ଦ୍ଧ୍ୱ ପ୍ରବାସୀ ଓଡ଼ିଆ ଶ୍ରମିକ ଫେରୁଥିବା ଜଣାପଡିଛି ା ଏମାନଙ୍କ ମଧ୍ୟରେ…

6 years ago

୭୨ଘଣ୍ଟିଆ ଶଟ୍‌ଡାଉନ୍‌ ଘୋଷଣା

ଖଇରା,୧୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକ ଗଡପୋଖରୀ ପଞ୍ଚାୟତର ସରପଞ୍ଚ ଗଜେନ୍ଦ୍ର ପରିଡା ନିଜ ପଞ୍ଚାୟତ ଜନସାଧାରଣଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଗୁରୁବାର ୭୨ ଘଣ୍ଟିଆ ସଟଡାଉନ…

6 years ago

କୁଆପଥର ମାଡ଼ରେ ଫସଲ ନଷ୍ଟ: କ୍ଷୟକ୍ଷତି ଆକଳନ କଲା ପ୍ରଶାସନ

ଦଶମନ୍ତପୁର,୧୪ା୫( ଡି.ଏନ୍‌.ଏ. ) -କୋରାପୁଟ ଜିଲା ଦଶମନ୍ତପୁର ବ୍ଲକରେ ଗତ କୁଆପଥର ବର୍ଷାରେ କ୍ଷତିଗ୍ରସ୍ତ ଚାଷୀଙ୍କ ନିକଟରେ ପ୍ରଶାସନ ପହଞ୍ଚତ୍ଛି। ଏଥିରେ ଚାଷୀଙ୍କ ଖାଦ୍ୟଶସ୍ୟ ସହ ବହୁ…

6 years ago

କରୋନା କଟକଣା: ୪୦ ହଜାର ଛାତ୍ରୀଛାତ୍ର ଶିକ୍ଷାଦାନରୁ ବଞ୍ଚତ୍ତ ହେବେ

ମାଲକାନଗିରି,୧୪ା୫ (ଡି.ଏନ୍‌.ଏ.)-ରାଜ୍ୟରେ କରୋନା ମହାମାରୀରେ ଯେପରି ଛାତ୍ରୀଛାତ୍ରମାନେ ସଂକ୍ରମିତ ନ ହୁଅନ୍ତି ଏହାକୁ ଦଅଟେିରେ ରଖି ସରକାର ଗତ ମାର୍ଚ୍ଚ ମାସରେ ପ୍ରଥମରୁ ନବମ ଶ୍ରେଣୀ ବୃତ୍ତି…

6 years ago

ଜେଜେମା’ଙ୍କ ମୃତ୍ୟୁ ଦେଖି ଜୀବନ ହାରିଲେ ନାତି

ଚିତ୍ରଡା,୧୪ା୫(ଡି.ଏନ୍‌.ଏ.)- ଜେଜେମା’ଙ୍କ ମୃତ୍ୟୁରେ ମ୍ରିୟମାଣ ହୋଇ ନାତି ଜୀବନ ହାରିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ବରକନ୍ଦ ପଞ୍ଚାୟତର ମୂଷାଗଡିଆ…

6 years ago

ଆନ୍ଧ୍ରରୁ ଟ୍ରକ୍‌ରେ ଫେରିଲେ

ବାରିପଦା ଅଫିସ,୧୪ା୫- ଆନ୍ଧ୍ରପ୍ରଦେଶରୁ ଏକ ଟ୍ରକ୍‌ ଯୋଗେ ମୟୂରଭଞ୍ଜ ଜିଲାକୁ ୬୫ ପ୍ରବାସୀ ଓଡ଼ିଆ ଗୁରୁବାର ଫେରିଛନ୍ତି। ଅପରାହ୍ନରେ ବାରିପଦା ସହର ମଧ୍ୟ ଦେଇ ଯାଇଥିବା ୧୮…

6 years ago

କେନ୍ଦୁଝରରେ ଜଣେ ସୁସ୍ଥ ହୋଇ ଫେରିଲେ

କେନ୍ଦୁଝର,୧୪।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ପ୍ରଥମ ପଜିଟିଭ ଚିହ୍ନଟ ରୋଗୀ ସୁସ୍ଥ ହୋଇ ଗୁରୁବାର ଘରକୁ ଫେରିଛନ୍ତି। ଫଳରେ ଜିଲାରେ ଦେଖାଦେଇଥିବା କରୋନା…

6 years ago

କରୋନା ଚିକିତ୍ସା ପାଇଁ ୭ ଆୟୁଷ ଡାକ୍ତର ଚୟନ

ଅନୁଗୋଳ ଅଫିସ, ୧୪।୫- ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ନିର୍ଦ୍ଦେଶକ୍ରମେ ଏକ ସାକ୍ଷାତକାର ମାଧ୍ୟମରେ ୭ ଜଣ ଆୟୁଷ…

6 years ago

ଡାଟାବେଶରେ ମିଳିବ କଳାକାରଙ୍କ ତଥ୍ୟ: ରାଜ୍ୟ ସଂସ୍କୃତି ବିଭାଗ ପକ୍ଷରୁ ଜିଲାପାଳଙ୍କୁ ଚିଠି

ଯାଜପୁର ଅଫିସ,୧୪।୫: ରାଜ୍ୟ ସରକାର କଳାକାରମାନଙ୍କର ଏକ ଡାଟାବେଶ୍‌ ବା ତଥ୍ୟପୂର୍ଣ୍ଣ ତାଲିକା ପ୍ରସ୍ତୁତ କରିବାକୁ ଯାଉଛନ୍ତି। ପୂର୍ବରୁ ରାଜ୍ୟ ସରକାର ଜିଲା କଳା ସଂସ୍କୃତି ସଂଘ,…

6 years ago