ଯୋଡ଼ା,୧୭।୭(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଦେଇ ଯାଇଥିବା ୫୨୦ ନଂ. ଜାତୀୟ ରାଜପଥର ରଣାଶାଳ ଘାଟି ନିକଟରୁ ଗୁରୁବାର ଯୋଡ଼ା ପୋଲିସ ବିସ୍ଫୋରକ ଓ…
ପୁରୁଷୋତ୍ତମପୁର, ୧୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦିନକୁ ଦିନ ଉଗ୍ର ରୂପ ଧାରଣ କରିବାରେ ଲାଗିଛି। ଏହି କ୍ରମରେ ପୁରୁଷୋତ୍ତମପୁର ଅଞ୍ଚଳରେ ମଧ୍ୟ କରୋନା ଆକ୍ରାନ୍ତଙ୍କ…
କେନ୍ଦୁଝର,୧୭।୭(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ଶୁକ୍ରବାର ୨୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧ ଜଣ କ୍ୱାରାଣ୍ଟଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩ କରୋନା…
କୋରୁକୋଣ୍ଡା,୧୭।୭(ଡି.ଏନ୍.ଏ): ମାଲକାନଗିରି ଜିଲାରେ ଦିନକୁ ଦିନ ଉଗ୍ରରୂପ ନେଉଛି କରୋନା। ଜିଲାରେ ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶୁକ୍ରବାର ଜିଲାର ସର୍ବାଧିକ ୫୪ ଆକ୍ରାନ୍ତ ଚିହ୍ନଟ…
ଦିଗପହଣ୍ଡି,୧୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଫୁଲସୁନ୍ଦରୀ ସାହିର ସହକାରୀ ଶିକ୍ଷକ ବଂଶୀଧର ବେହେରାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର କରୋନାରେ ମୃତ୍ୟୁ ଘଟିଛି। ଏ ନେଇ ଦିଗପହଣ୍ଡି ବ୍ଲକ…
ରାଇକିଆ,୧୭।୫(ଡି.ଏନ୍.ଏ.): କନ୍ଧମାଳ ଜିଲାରୁ ଶୁକ୍ରବାର ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪ଜଣ ରାଇକିଆ ବ୍ଲକର। ତିନି ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ…
ଛତ୍ରପୁର,୧୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଶୁକ୍ରବାର ରାତି ୯ ଟାରୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ହେବ। ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଲକ୍ଡାଉନ୍ ପକ୍ରିୟା ଜାରି ରହିବ। ଅପରପକ୍ଷରେ ଗଞ୍ଜାମ…
ବରଗଡ଼ ଅଫିସ,୧୭ା୭: ବରଗଡ଼ ଜିଲାରେ ଶୁକ୍ରବାର ପୁଣି ୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନେ ସମସ୍ତେ ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ଗ୍ରାମର ବୋଲି ଜଣାପଡ଼ିଛି।…
ଦେବଗଡ଼,୧୭ା୭(ଡି.ଏନ୍.ଏ.): ସହରସ୍ଥିତ ପ୍ରଧାନପାଟ ଜଳପ୍ରପାତ ଉପରେ ଥିବା ୧ ନଂ. କୁଣ୍ଡରେ ଭିଡିଓ କଲିଂ କରୁଥିବା ସମୟରେ ପ୍ରାଣ ହରାଇଛନ୍ତି ଜଣେ ଫାର୍ମାସୀ ଛାତ୍ର । ସୂଚନାଯୋଗ୍ୟ,…
ପାରାଦୀପ,୧୭।୭(ସ୍ବ.ପ୍ର.): କରୋନା ଭୂତାଣୁ ଏବେ ହୁହୁ ହୋଇ ବଢ଼ିଚାଲିଛି। ଫଳରେ ଏହାକୁ ନେଇ ଲୋକଙ୍କ ମଧ୍ୟରେ ଭୟ ବଢ଼ୁଛି। କିନ୍ତୁ ଏହାରି ଭିତରେ ପାରାଦୀପ ମାଛଧରା ବନ୍ଦରରେ…