ଆମ ଜିଲା ଖବର

ଅସ୍ତିତ୍ୱ ହରାଉଛି ରତ୍ନଚିରା

ସାକ୍ଷୀଗୋପାଳ,୧୮ା୪(ଡି.ଏନ.ଏ.): ସତ୍ୟବାଦୀ ଅଞ୍ଚଳର ଜୀବନଧାରା ଭାବେ ପରିଚିତ ରନତ୍ଚିରା ନଦୀ ଏବେ ଅସ୍ତିତ୍ୱ ହରାଇଛି। ଉପଯୁକ୍ତ ରକ୍ଷଣାବେକ୍ଷଣ ଓ ପୁନରୁଦ୍ଧାର ଅଭାବରୁ ଏହି ନଦୀ ପୋତି ହୋଇପଡୁଛି।…

6 years ago

ମଟନ ପାଇଁ ଆସି ଔଷଧ ନେବା ଆଳ

ଖୋର୍ଦ୍ଧା ଅଫିସ,୧୮ା୪: ଲକଡାଉନ ବେଳେ ମାସ୍କ ନ ପିନ୍ଧିଲେ ଓ ବିନା କାରଣରେ ବାଇକରେ ବୁଲିଲେ କଡ଼ା କାର୍ଯ୍ୟନୁଷ୍ଠାନ ହେବ ବୋଲି ସରକାରଙ୍କ ନିର୍ଦ୍ଦେଶ ରହିଛି। ତେବେ…

6 years ago

ଛାତିରୁ ଅଲଗା ହେଲା ମୁହଁ

କଟକ ଅଫିସ,୧୮ା୪: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ହୋଇଛି ଏକ ବିରଳ ଅସ୍ତ୍ରୋପଚାର। ଆକସ୍ମିକ ଦୁର୍ଘଟଣାର ଶିକାର ହୋଇଥିବା ଜଣେ ୧୪ ବର୍ଷୀୟା ବାଳିକାଙ୍କ ଛାତିରୁ…

6 years ago

ଗରିବଙ୍କୁ ରାଶନ ଦେବାକୁ ବିଧାୟକଙ୍କ ଦାବି

କଟକ ଅଫିସ୍‌,୧୮ା୪: କଟକ ମହାନଗର ନିଗମ ଅଞ୍ଚଳରେ ଅନେକ ଗରିବ ଖଟିଖିଆ, ଦିନମଜୁରିଆ, ଶ୍ରମିକ ମୂଲିଆ ରହିଛନ୍ତି, ଯେଉଁମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଖାଦ୍ୟ ସୁରକ୍ଷା…

6 years ago

କଏଦୀଙ୍କୁ କରୋନା ଭୟ: ମୁକୁଳିଲେ ୩୫ଶହ

କଟକ ଅଫିସ୍‌,୧୮ା୪: ରାଜ୍ୟରେ ଥିବା ଜେଲ୍‌ଗୁଡ଼ିକରେ ଅନ୍ତେବାସୀମାନେ କରୋନା ଭୂତାଣୁରେ ଆକ୍ରାନ୍ତ ହେବାର ଆଶଙ୍କା ସୃଷ୍ଟି ହୋଇଥିଲା। ଏଣୁ ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶରେ ଗଠିତ ଉଚ୍ଚସ୍ତରୀୟ କମିଟି ଜେଲ୍‌ଗୁଡ଼ିକର…

6 years ago

କରୋନା ନିୟମ କଡ଼ାକଡ଼ି ପାଳନ କର

ଅନୁଗୋଳ ଅଫିସ, ୧୮।୪ - ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟିର ଏକ ସ୍ବତନ୍ତ୍ର ବୈଠକ ଜିଲା କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ…

6 years ago

୨.୬ ଲକ୍ଷ ସହାୟତା ଦେଲା ଯୁବ ବିଜେଡି

ଢେଙ୍କାନାଳ ଅଫିସ, ୧୮।୪ - ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୩ତମ ଶ୍ରାଦ୍ଧ ଦିବସରେ ଢେଙ୍କାନାଳ ଜିଲା ଯୁବ ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨ଲକ୍ଷ…

6 years ago

ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ନାହିଁ

ଅନୁଗୋଳ ଅଫିସ, ୧୮।୪ - ଶୁକ୍ରବାର ଥିଲା ପ୍ରବାଦ ପୁରୁଷ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ। କରୋନା କଟକଣା ପାଇଁ ଅନୁଗୋଳ ବିଜେଡି ପକ୍ଷରୁ ଏହାକୁ ପାଳନ କରାଯାଇ…

6 years ago

ସଫେଇ କର୍ମଚାରୀଙ୍କୁ ବି ଛାଡ଼ିଲାନି ପୋଲିସ: ମାଡ଼ ପ୍ରତିବାଦରେ କାର୍ଯ୍ୟବନ୍ଦ, ମିଳିଲା କାର୍ଯ୍ୟାନୁଷ୍ଠାନ ପ୍ରତିଶ୍ରୁତି

ଫୁଲବାଣୀ ଅଫିସ, ୧୮ା୪- ଲକ୍‌ଡାଉନ୍‌ରେ ସାମାଜିକ ଦୂରତ୍ୱ ରକ୍ଷା କରିବା ନିମନ୍ତେ ପୋଲିସ ବିଭାଗର କେତେଜଣ ତଳିଆ କର୍ମଚାରୀ କିଛି ନ ବୁଝି ଲୋକଙ୍କୁ ମାଡ଼ ମାରୁଛନ୍ତି।…

6 years ago

ଏମ୍‌ଜିଏନ୍‌ଆର୍‌ଜିଏସ୍‌ରେ ଆରମ୍ଭ ହେଲା କାମ

ଦାରିଙ୍ଗବାଡ଼ି,୧୮।୪(ଡି.ଏନ.ଏ)- କରୋନା ଯୋଗୁ ଶ୍ରମିକମାନେ ବିଶେଷ କ୍ଷତିଗ୍ରସ୍ତ ହୋଇଛନ୍ତି। ସେମାନଙ୍କୁ ରୋଜଗାରକ୍ଷମ ଏବଂ ବ୍ଲକର ବିଭିନ୍ନ ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ତ୍ୱରାନ୍ନିତ କରିବାକୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ ଆରମ୍ଭ…

6 years ago