ଆମ ଜିଲା ଖବର

ସଂକ୍ରମିତ ଅନୁଗୋଳ ଯୁବକ ଜୀବନବୀମା ଏଜେଣ୍ଟ

ଅନୁଗୋଳ ଅଫିସ, ୧୧।୫: ସକାଳେ ରିପୋର୍ଟ ଆସିଥିବା ୧୩ ପଜିଟିଭଙ୍କ ମଧ୍ୟରୁ ଜଣେ ଅନୁଗୋଳ ସହରର ଯୁବକ ବୋଲି ଜଣାପଡ଼ିବା ପରେ ପ୍ରଶାସନ, ପୋଲିସ ଓ ସ୍ବାସ୍ଥ୍ୟ ବିଭାଗର…

6 years ago

ସମ୍ମାନିତ ହେଲେ କରୋନା ଯୋଦ୍ଧା

କାମାକ୍ଷାନଗର, ୧୧।୫(ଡି.ଏନ.ଏ.) କାମାକ୍ଷାନଗରର ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ପିପୁଲ୍ସ ଫର୍‌ ସ୍ମାଇଲ’ ପକ୍ଷରୁ ରବିବାର କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। କରୋନା ସଙ୍କଟ ସମୟରେ ସ୍ବାସ୍ଥ୍ୟ ବିଭାଗ, ପୋଲିସ…

6 years ago

କରୋନା ପାଇଁ କଇଁଚି ବନ୍ଦ: ବୃତ୍ତି ଚିନ୍ତାରେ ବାରିକ

ଭୁବନ, ୧୧।୫ (ବିପିନ ବିହାରୀ ସେଠୀ): ଜୀବନ ଆଉ ଜୀବିକା ମଝିରେ ଛିଡ଼ା ହୋଇଛି ଭୂତାଣୁ। ଦେଢ଼ମାସ ହେଲା ଦୋକାନରେ ଝୁଲୁଛି ତାଲା। କରୋନା ପାଇଁ ଚାଲୁନି…

6 years ago

ଭଦ୍ରକର ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ: ଜଳିଗଲା ୨୦ ବଖରା

ଭଦ୍ରକ ଅଫିସ,୧୧ା୫: ରବିବାର ବିଳମ୍ବିତ ରାତିରେ ଭଦ୍ରକର ଭିନ୍ନ ଭିନ୍ନ ଦୁଇଟି ସ୍ଥାନରେ ଅଗ୍ନିକାଣ୍ଡ ଘଟି ୨୦ ବଖରା ଜଳିଯାଇଛି। ଭଦ୍ରକ ପୌରପାଳିକା ଜାନୁଗଞ୍ଜ ବଢିଆ ସାହିର…

6 years ago

ଜିଲା ବାହାର ଶ୍ରମିକଙ୍କୁ ନେଇ ଠିକାସଂସ୍ଥାରେ ଉତ୍ତେଜନା

ଦାରିଙ୍ଗବାଡ଼ି,୧୧।୫(ଡି.ଏନ.ଏ)- ସରକାର ଗ୍ରୀନ୍‌ଜୋନ୍‌ରେ ଚାଷକାର୍ଯ୍ୟ ସମେତ ବିଭିନ୍ନ ଉନ୍ନୟନମୂଳକ କାମ ସାମାଜିକ ଦୂରତା ରଖି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଏକ ଠିକାସଂସ୍ଥାରେ ଜିଲା…

6 years ago

ଫୁଟିଲା ପାରିଜାତ

ବୈଶିଙ୍ଗା,୧୧ା୫(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୈଶିଙ୍ଗା ଗ୍ରାମର ରାଜୀବ କୁମାର ଜେନାଙ୍କ ବାଡ଼ିରେ ରବିବାର ସକାଳେ ଏକ ପାରିଜାତ ଫୁଲ ଫୁଟିଥିବା ଦେଖିବାକୁ ମିଳିଛି। ଖବର…

6 years ago

ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ କଲେ ଆଇସିଏମ୍‌ଆର୍‌, ଡବ୍ଲ୍ୟୁଏଚ୍‌ଓ ପ୍ରତିନିଧି ଦଳ

ଗୋପାଳପୁର,୧୧ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଦ୍ରୁତ ଗତିରେ କରୋନା ପଜିଟିଭଙ୍କ ସଂଖ୍ୟା ବଢିବାରେ ଲାଗିଛି। ରବିବାର ଡବ୍ଲ୍ୟୁଏଚ୍‌ଓ, ଆଇସିଏମ୍‌ଆର ପ୍ରତିନିଧି ଦଳ ରବିବାର ଦୁଇଟି ସଙ୍ଗରୋଧ କେନ୍ଦ୍ର ପରିଦର୍ଶନ…

6 years ago

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୧୪୪ ଧାରା ଜାରି

କେନ୍ଦୁଝର, ୧୧ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ ମହାମାରୀ କରୋନା ଭାଇରସ କୋଭିଡ୍‌-୧୯ର ସଂକ୍ରମଣ ପ୍ରତିରୋଧ ଉଦ୍ଦେଶ୍ୟରେ ଜିଲାର ସମସ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟର, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଆଇସୋଲେସନ ସେଣ୍ଟରରେ…

6 years ago

ବାଘ ଛାଲ ଜବତ ଘଟଣା: ୪ କୋର୍ଟ ଚାଲାଣ

ଠାକୁରମୁଣ୍ଡା ,୧୧ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅଧୀନସ୍ଥ ଟଙ୍ଗାବିଲାଠାରେ ଥିବା ଏକ ପରିତ୍ୟକ୍ତ ଘରେ କଲରାପତରିଆ ବାଘ ଚମଡ଼ାକୁ ବିକ୍ରି ପାଇଁ ମସୁଧା…

6 years ago

ଆଇସୋଲେଶନ ସେଣ୍ଟରକୁ ବିରୋଧ

ବିଶୋଇ,୧୧ା୫(ଡି.ଏନ୍‌.ଏ.)- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବାହାର ରାଜ୍ୟରୁ ପ୍ରବାସୀଓଡ଼ିଆ ମାନେ ନିଜ ଅଞ୍ଚଳକୁ ଆସି ପ୍ରଥମେ ଆଇସୋଲେଶନ ସେଣ୍ଟରରେ ରହିବା ନିୟମ…

6 years ago