ଆମ ଜିଲା ଖବର

କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧନା

ପାଲଲହଡା,୧୦।୫(ଡି.ଏନ.ଏ.) - ପାଲଲହଡା ଉପଖଣ୍ଡର ଯୁବ ସଙ୍ଗଠନ ୟୁଥ୍‌ ଫର୍‌ ପାଲଲହଡା ପକ୍ଷରୁ କରୋନା ଯୋଦ୍ଧା ତଥା ଉପଖଣ୍ଡ ଚିକିତ୍ସାଳୟର ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି।…

6 years ago

ପୋଲିସ କରୁଛି ପାତରଅନ୍ତର

ଅନୁଗୋଳ ଅଫିସ, ୧୦।୫ - ଗ୍ରୀନ୍‌ ଜୋନ୍‌ରେ ଥିବା ଅନୁଗୋଳ ଜିଲାରେ କଟକଣାକୁ କୋହଳ କରାଯାଇଛି। ଦୋକାନ ବଜାର ଖୋଲିଥିବାରୁ ଗ୍ରାମାଞ୍ଚଳରୁ ଲୋକେ ବଜାରକୁ ଆସି ବିଭିନ୍ନ…

6 years ago

ପ୍ରବାସୀ ଫେରନ୍ତା ସଙ୍ଗରୋଧକୁ ନେଇ ଦ୍ୱନ୍ଦ୍ୱ, ଲୋକଙ୍କୁ ବୁଝାଇବାରେ ପ୍ରଶାସନ ନାକେଦମ୍‌

ଖପ୍ରାଖୋଲ, ୧୦ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳକୁ ଏବେ ପ୍ରବାସୀଙ୍କ ଫେରିବା ଲାଗି ରହିଛି। ବ୍ଲକରୁ ୧୪ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଫେରିବା ଆଶା କରାଯାଉଥିବାବେଳେ…

6 years ago

ବନ୍ଦ ହେଲା ଜେଲ ଫାଟକ, ଲାଗିବ କ୍ୟାମେରା

ଅନୁଗୋଳ ଅଫିସ, ୧୦।୫ - ରାଜ୍ୟ ଜେଲ ବିଭାଗ ନିର୍ଦ୍ଦେଶକ ସନ୍ତୋଷ ଉପାଧ୍ୟାୟ ସମସ୍ତ ଜେଲ୍‌ ପାଇଁ ଜାରି କରିଥିବା କଟକଣା ଅନୁଗୋଳରେ ପାଳନ କରାଯାଉ ନ…

6 years ago

ଲାଭ କମାଇନି ଲକ୍‌ଡାଉନ

(ଅଜିତ କୁମାର ଧଳ) ଛେଣ୍ଡିପଦା, ୧୦ା୫ - ସରକାର କଟକଣା ଲଗାଇଥିବାରୁ ପୂର୍ବପରି ରାସ୍ତାରେ ଚାଲୁନି ଗାଡ଼ି। ହେଲେ ଯେଉଁ ଅଳ୍ପ କେତେଜଣ ଯାତାୟାତ କରୁଛନ୍ତି ସେମାନେ…

6 years ago

ଚିନ୍ତା ବଢ଼ାଉଛି ପଡୋଶୀ ଗଞ୍ଜାମ ଜିଲା:  କନ୍ଧମାଳର ସମସ୍ତ ପ୍ରବେଶ ପଥରେ ଯାଞ୍ଚ କଡାକଡି

ଫୁଲବାଣୀ ଅଫିସ, ୧୦ା୫- କରୋନା ସଂକ୍ରମଣରେ ଗଞ୍ଜାମ ଜିଲା ରେକର୍ଡ ଭାଙ୍ଗିଛି। ସୁରଟରେ ଥିବା ପ୍ରବାସୀ ଓଡିଆ ଫେରିବା ପରେ ସେମାନଙ୍କ ମଧ୍ୟରୁ ୮୯ଜଣ ସଂକ୍ରମିତ ଥିବା…

6 years ago

ସୁରଟ ଫେରନ୍ତାଙ୍କୁ ନେଇ ଗଞ୍ଜାମ ଆତଙ୍କିତ

ବ୍ରହ୍ମପୁର ଅଫିସ,୧୦ା୫- ବିଶ୍ୱରେ କରୋନା ଏବେ ଆତଙ୍କ ସୃଷ୍ଟି କରିଛି। ଏହାକୁ ନେଇ ଲୋକେ ଭୟଭୀତ ହେବା ସହ ଆଶା ଆଶଙ୍କାରେ ଦିନ କାଟୁଛନ୍ତି। ଏହି ଧାରାରେ…

6 years ago

ଗଞ୍ଜାମର ଫେରିଛନ୍ତି ୧୯,୨୯୫

ଛତ୍ରପୁର,୧୦ା୫(ଡି.ଏନ.ଏ.)- ପ୍ରବାସୀମାନେ ଶୁକ୍ରବାର ସୁଦ୍ଧା ୧୯ଟ୍ରେନ୍‌ ଯୋଗେ ଗଞ୍ଜାମ ଜିଲା ଜଗନ୍ନାଥପୁର ଷ୍ଟେଶନରେ ଆସି ପହଞ୍ଚିଥିଲେ। ହାଇକୋର୍ଟର ସ୍ଥଗିତାଦେଶ ଯୋଗୁ ଶନିବାର କୌଣସି ଟ୍ରେନ୍‌ ଆସି ନ…

6 years ago

୫-ଟି ସଚିବ ଦେଲେ କରୋନା ମୁକାବିଲା ମନ୍ତ୍ର

ଛତ୍ରପୁର,୧୦ା୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ କରୋନା ମୁକାବିଲା କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ‘ଚିଅର୍‌ ଅପ୍‌ ଇୟୋର’ ବାର୍ତ୍ତା ଦେଇଛନ୍ତି ୫-ଟି ସଚିବ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନ।…

6 years ago

CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ଗଞ୍ଜାମ ଜିଲ୍ଲାରେ କରୋନା ତାଣ୍ଡବ ରଚିଛି। ରବିବାର ଜିଲାରେ୨୯ ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା…

6 years ago