ବାଲେଶ୍ୱର ଅଫିସ, ୧୫।୪-ବାଲେଶ୍ୱର ଟାଉନ ବିଜୁ ଯୁବ ଓ ଛାତ୍ର ଜନତା ଦଳ ପକ୍ଷରୁ ମଙ୍ଗଳବାର ସହର ତଥା ବିଭିନ୍ନ ପଞ୍ଚାୟତରେ ଅସହାୟ ଓ ଗରିବ ଲୋକଙ୍କ…
ଖଇରା, ୧୫।୪(ଡି.ଏନ.ଏ.)-ଲକ୍ଡାଉନ ସମୟରେ ବାଲେଶ୍ୱର ଜିଲା ଖଇରା ବ୍ଲକରେ କାର୍ଯ୍ୟରତ ବିଡିଓ ଦେବେନ୍ଦ୍ର ପ୍ରସାଦ ବଳ ବିଭିନ୍ନ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରି ଚର୍ଚ୍ଚାକୁ ଆସିଛନ୍ତି। ପ୍ରଥମେ…
ସୋର, ୧୫ା୪(ଡି.ଏନ୍.ଏ.)-ମହାମାରୀ କରୋନା କୋଭିଡ଼-୧୯କୁ ରୋକିବା ପାଇଁ ଏବେ ଲକ୍ଡାଉନ୍ ନିୟମ କଡାକଡି ପାଳନ କରାଯାଉଛି। ରାଜ୍ୟ ବାହାରକୁ କିମ୍ବା ରାଜ୍ୟକୁ ଫେରୁଥିବା ଲୋକଙ୍କ ଉପରେ କଟକଣା…
ଟିଟିଲାଗଡ଼, ୧୪।୪ (ଡି.ଏନ.ଏ)- ବଲାଙ୍ଗୀର ଜିଲା ଟିଟିଲାଗଡ ଆରପିଏଫ ପକ୍ଷରୁ କରୋନା ମହାମାରୀ ସଚେତନତା ନେଇ ମଙ୍ଗଳବାର ନିଆରା ପ୍ରୟାସ ଆଲୋଚନାର ବିଷୟ ହୋଇଛି। ଆରପିଏଫର ଜଣେ…
ବିନିକା, ୧୪ା୪(ଡି.ଏନ୍.ଏ.): ସୁବଣ୍ଣର୍ର୍ପୁର ଜିଲା ବିନିକା ବ୍ଲକ ସିନ୍ଦୁରପୁର ପଞ୍ଚାୟତ ଅନ୍ତର୍ଗତ ମଣିଗାଁ ଗଁାରେ ହାତୀ ଉପଦ୍ରବ ଦେଖାଦେଇଛି। ଉଲୁଣ୍ଡା ଜଙ୍ଗଲରୁ ସିଣ୍ଡୋଳ ମହାନଦୀ ଦେଇ ଆସିଥିବା…
ଜୁନାଗଡ,୧୪।୪(ଡି.ଏନ୍.ଏ): କରୋନା ମୁକାବିଲା ପାଇଁ ଜାରି କରାଯାଇଥିବା କଟକଣା ଯୋଗୁ ଓଡିଶାର ସମସ୍ତ ସରକାରୀ, ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡିକ ବନ୍ଦ ରହିଛି। ଯାହା ଶିକ୍ଷାଦାନ ଉପରେ ଗୁରୁତର…
ଜୁନାଗଡ,୧୪।୪(ଡି.ଏନ୍.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସନ୍ୟାସୀ କୁଣ୍ଡାମାଲ ପଞ୍ଚାୟତ ବାଞ୍ଜିନାଳପଡା ପ୍ରାଥମିକ ବିଦ୍ୟାଳୟରେ ସୋମବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଅଫିସ୍ର ତାଲା ଭାଙ୍ଗି ସେଠାରେ…
ବାଲିଗୁଡା,୧୪ା୪(ଡି.ଏନ୍.ଏ.)- ବାଲିଗୁଡା ମହାସିଙ୍ଗି ଠାରେ ପଞ୍ଚାୟତ ସ୍ତରୀୟ ମହାସଂଘ ଦ୍ୱାରା କରୋନା ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ବାଲିଗୁଡା ଏସ୍ଡିପିଓ ମାନସ ରଞ୍ଜନ…
ପାପଡାହାଣ୍ଡି,୧୪ା୪(ଡି.ଏନ.ଏ.)- ଲକ୍ଡାଉନର ସମୟରେ ଅସହାୟମାନଙ୍କ ପ୍ରତି ସହାୟତାର ହାତ ବଢ଼ାଇଛନ୍ତି ଜଣେ ପ୍ରଧାନ ଶିକ୍ଷକ। ଗ୍ରାମରେ ରହୁଥିବା ଲୋକେ ଯେପରି ଭୋକ ଉପବାସରେ ନ ରହିବେ ସେ…
ବୌଦ୍ଧ, ୧୪ା୪(ସ୍ବ.ପ୍ର): କରୋନା ମହାମାରୀର ମୁକାବିଲା ପାଇଁ ମଙ୍ଗଳବାର ବୌଦ୍ଧ ଶିଶୁ ବିଦ୍ୟାମନ୍ଦିରର ପଞ୍ଚମ ଶ୍ରେଣୀ ଛାତ୍ରୀ ସୁଶ୍ରୀ ସ୍ମୃୁତି ଆରାଧନା ବେହେରା ନିଜ ସଞ୍ଚିତ ଅର୍ଥରୁ…