ରାୟଗଡ଼ା ଅଫିସ,୬ା୫: କୋରାପୁଟ-କିରୁଣ୍ଡୁଲ ରେଳ ଲାଇନର ବୋରା କେଭ୍ ନିକଟରେ ବୁଧବାର ଏକ ଦୁର୍ଘଟଣା ଘଟିଛି। ଚିରୁକାପଲ୍ଲୀ ରେଳଷ୍ଟେଶନଠାରେ ରେଳ ଲାଇନରେ ପଥର ଧସିବାରୁ ଏହି ପଥରଗୁଡିକୁ…
ଛତ୍ରପୁର, ୬।୫(ଡି.ଏନ୍.ଏ.): ଗଞ୍ଜାମ ଜିଲାର ବିଭିନ୍ନ ଥାନା ଅଞ୍ଚଳରେ ଥିବା ୨୬୮ଟି କ୍ୱାରାଣ୍ଟାଇନ ସେଣ୍ଟରରେ ୧୭ ହଜାର ୨୪୪ ଜଣ ରହିଛନ୍ତି। ଦୈନିକ ସ୍ଥାନୀୟ ଥାନା ପୋଲିସ…
ବଇଣ୍ଡା,୬ା୫(ଡି.ଏନ୍.ଏ)-ଅନୁଗୋଳ ଜିଲା କିଶୋରନଗର ବ୍ଲକର ବିଭିନ୍ନ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଝଡ଼ତୋଫାନ ସହ ବର୍ଷା ହୋଇଛି। ପ୍ରବଳ ବର୍ଷା ସହ ପବନ ହୋଇଥିବା ଯୋଗୁ ଡାଳପକା…
ବଇଣ୍ଡା,୬ା୫(ଡି.ଏନ୍.ଏ)-କରୋନା ମୁକାବିଲା ପାଇଁ ବୁଧବାର କିଶୋରନଗର ବ୍ଲକ ୫ ଟି ପଞ୍ଚାୟତର ଏମବିକେ ମହିଳା ସଙ୍ଗଠନ ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬୩୦୦ ଟଙ୍କା ସହାୟତା ଯୋଗାଇ…
ବଇଣ୍ଡା,୬ା୫(ଡି.ଏନ୍.ଏ)-କିଶୋରନଗର ବ୍ଲକ ହଣ୍ଡପା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଦୀର୍ଘକିଛି ମାସ ହେବ ଡାକ୍ତରୀ ପଦବୀ ଖାଲିପଡ଼ିଛି। ଫଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ତୁରନ୍ତ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ଡାକ୍ତରଙ୍କୁ ନିଯୁକ୍ତି…
ଭୁବନେଶ୍ୱର(ବ୍ୟୁରୋ),୬।୫: ବାଲେଶ୍ୱରରେ ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ବ୍ୟକ୍ତି ୪୮ ବର୍ଷୀୟ ବ୍ୟକ୍ତି। ସେ ପଶ୍ଚିମବଙ୍ଗର କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍ରେ ରହିଥିଲେ। ବୁଧବାର ଅପରାହ୍ନରେ ସେ ପଜିଟିଭ୍…
ଭୁବନେଶ୍ୱର(ବ୍ୟୁରୋ),୬।୫: ଯାଜପୁରରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ ୬୫ ବର୍ଷୀୟ ବୃଦ୍ଧ। ସେ କୋଲକାତାରୁ ଫେରି କ୍ୱାରାଣ୍ଟାଇନ୍ରେ ରହିଥିଲେ। ବୁଧବାର ସେ ପଜିଟିଭ୍ ଜଣାପଡ଼ିବା ପରେ ତାଙ୍କର…
ଛତ୍ରପୁର,୬ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲାର କେତେକ କ୍ୱାରାଣ୍ଟାଇନ୍ ସେଣ୍ଟରରେ ପ୍ରବାସୀମାନେ ବିଶୃଙ୍ଖଳା ସୃଷ୍ଟି କରିଥିଲେ। ଏଥର କ୍ୱାରାଣ୍ଟାଇନ୍ ସେଣ୍ଟରରେ ବିଶୃଙ୍ଖଳା କଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ।…
ବରଗଡ଼ ଅଫିସ,୬ା୫: ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ରାତିରେ କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହୋଇଥିଲା । ଏଥିରେ ଜିଲାର ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…
ଭୁବନେଶ୍ୱର,୬।୫(ବ୍ୟୁରୋ): ଯାଜପୁର ଜିଲାରେ ପୁଣି ଜଣେ କରୋନା ପଜିଟିଭ୍ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ସେହିଭଳି ରାଜ୍ୟରେ…