ଆମ ଜିଲା ଖବର

ଭଦ୍ରକରେ କାର୍ଯ୍ୟକ୍ଷମ ହେଲା ପ୍ରଥମ କୋଭିଡ୍‌ ହସ୍ପିଟାଲ

ଭଦ୍ରକ ଅଫିସ,୧୧।୪: ଶନିବାର ଅପରାହ୍ନରେ ଭଦ୍ରକ ଜିଲାରେ ପ୍ରଥମ କୋଭିଡ୍‌ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ମୋଟେଲ ଛକସ୍ଥିତ ସାଳନ୍ଦୀ ହସ୍ପିଟାଲକୁ କୋଭିଡ୍‌ ହସ୍ପିଟାଲ ଭାବେ କାର୍ଯ୍ୟକ୍ଷମ କରାଯାଇଛି।…

6 years ago

ବ୍ୟବସାୟୀଙ୍କୁ ଆକ୍ରମଣ କରି ସୁନା ଚେନ୍‌ ଲୁଟ୍‌

ବ୍ରହ୍ମପୁର ଅଫିସ,୧୧।୪: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଦାଦାବଟି ମାଗିବା ସହ ଆକ୍ରମଣ ହୋଇଛି। ଏପରିକି ଦୁର୍ବୃତ୍ତମାନେ…

6 years ago

ପ୍ରତି ଘରକୁ ଯାଇ ସ୍କ୍ରିନିଂ କରୁଛନ୍ତି ସ୍ବାସ୍ଥ୍ୟକର୍ମୀ

ରାଜନଗର, ୧୧।୪ (ଡି.ଏନ୍‌.ଏ.)-କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଅଞ୍ଚଳରେ ଜଣେ କରେନା ସଂକ୍ରମିତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନର ଚିନ୍ତା ବଢ଼ିଯାଇଥିବା ବେଳେ ଲୋକମାନେ ଆତଙ୍କିତ…

6 years ago

ମାଙ୍କଡ଼, କୁକୁରଙ୍କ ସାହାରା ଭୋଗଦୋକାନୀ: ୨୯ ଦିନ ହେଲା ଯୋଗାଉଛନ୍ତି ଖାଦ୍ୟ

ରଘୁନାଥପୁର, ୧୧।୪ (ଡି.ଏନ୍‌.ଏ.)-କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ସାରାଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଥିବା ବେଳେ ରଘୁନାଥପୁର ବ୍ଲକ କେରେକେରାସ୍ଥିତ ଗୋରଖନାଥ ପୀଠ ମଧ୍ୟ ବନ୍ଦ ରହିଛି। ଫଳରେ…

6 years ago

ଏମ୍‌କେସିଜିରେ ପୁଣି ଜଣେ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୧।୪: କରୋନା ଭାଇରସ୍‌ ଏବେ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାକୁ ରୋକିବା ପାଇଁ ଏଯାବତ୍‌ କୌଣସି ଟିକା ବାହାରିନାହିଁ। ଏବେ କେବଳ…

6 years ago

କୋଭିଡ୍‌-୧୯ ସଙ୍ଗରୋଧ ସ୍ଥଳ ବୁଲି ରନ୍ଧାଖାଦ୍ୟର ମାନ ପରଖିଲେ ଜିଲାପାଳ

ଭଟ୍‌ଲି,୧୧।୪(ଡି.ଏନ୍‌.ଏ.): ବର୍ତ୍ତମାନ ଅଧିକାଂଶ ସ୍ଥାନରେ କୋଭିଡ୍‌-୧୯ ପାଇଁ ଅସହାୟମାନଙ୍କୁ ସରକାରଙ୍କ ପକ୍ଷରୁ ରନ୍ଧାଖାଦ୍ୟର ବ୍ୟବସ୍ଥା କରାଯାଉଥିବା ବେଳେ ସରପଞ୍ଚ ଓ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏହି ବ୍ୟବସ୍ଥାକୁ…

6 years ago

ରାଶନକାର୍ଡଧାରୀଙ୍କୁ ସହାୟତା ରାଶି ବଣ୍ଟନ, ରହୁନି ସାମାଜିକ ଦୂରତା

ଚୌଦ୍ୱାର,୧୧।୪(ଡି.ଏନ୍‌.ଏ.): କରୋନା ସହାୟତା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ରାଶନକାର୍ଡଧାରୀଙ୍କୁ ୧ ହଜାର ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ଘୋଷଣା କରାଯାଇଛି। ଏନେଇ ଚୌଦ୍ୱାର…

6 years ago

ଚାଲି ଚାଲି ଯାଉଥିଲେ ୨ ଯୁବକ: ଉଠାଇନେଇ କ୍ୱାରାଣ୍ଟାଇନ୍‌ରେ ଭର୍ତ୍ତିକଲା ଗଞ୍ଜାମ ପୋଲିସ

ଗଞ୍ଜାମ,୧୧।୪(ଡି.ଏନ୍‌.ଏ.): ବ୍ୟାଗ ଧରି ବ୍ରହ୍ମପୁରରୁ ଭୁବନେଶ୍ୱର ଚାଲି ଚାଲି ଯାଉଥିବା ଦୁଇ ଯୁବକଙ୍କୁ ଶନିବାର ଗଞ୍ଜାମ ପୋଲିସ କାବୁକରି କ୍ୱାରାଣ୍ଟାଇନ୍‌ରେ ଭର୍ତ୍ତି କରିଛି। ଉଭୟ ଯୁବକ ଚାଲି…

6 years ago

ଶିକ୍ଷକଙ୍କ ନିଆରା ପ୍ରୟାସ: ଚିତ୍ରକଳାରେ ଦେଲେ କରୋନା ସଚେତନତା ବାର୍ତ୍ତା

ବରଗଡ଼ ଅଫିସ୍‌,୧୧।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରି ଚାଲିଛି । ଏହାକୁ ଦମନ କରିବା ପାଇଁ ଠୋସ୍‌ ଔଷଧ ଏପର୍ଯ୍ୟନ୍ତ ବାହାରି ପାରି…

6 years ago

କରୋନା ସହାୟତା: ନିର୍ମାଣ ଶ୍ରମିକ ପାଇଲେ ୧୫୦୦ଟଙ୍କା

ବିଜେପିର, ୧୧।୪(ଡି.ଏନ୍‌.ଏ.): କରୋନା କଟକଣା ପାଇଁ ଲକ୍‌ଡାଉନ ଜାରି ରହିଛି। ତେଣୁ ନିର୍ମାଣ ଶ୍ରମିକମାନେ ହାତ ବାନ୍ଧି ଘରେ ବସି ରହିବାକୁ ବାଧ୍ୟ ହେଉଛନ୍ତି। ଏନେଇ ରାଜ୍ୟ…

6 years ago