ଆମ ଜିଲା ଖବର

କ୍ଷେତରେ ଲହଡ଼ି ମାରୁଛି ବର୍ଷାଜଳ

ଆରଡି,୩ା୫(ଡି.ଏନ୍‌.ଏ.)- ଲକ୍‌ଡାଉନର ପ୍ରଭାବ ଯୋଗୁଁ ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ସାଆଁଳପୁର ଗ୍ରାମରେ ପାଚିଲା ଧାନକଟାରେ ସମସ୍ୟା ଉପୁଜିଛି। ଏହା ସାଙ୍ଗକୁ ପ୍ରାୟ ଏକ ସପ୍ତାହ…

6 years ago

ସୁସ୍ଥ ହୋଇ ଘରକୁ ଫେରିଲେ କରୋନା ଆକ୍ରାନ୍ତ

ଭଣ୍ଡାରିପୋଖରୀ,୩ା୫(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତ ଅନ୍ତର୍ଗତ କୁଶଗଡ଼ିିଆ ଗ୍ରାମର ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଶନିବାର ଘରକୁ ଫେରିଛନ୍ତି। ତାଙ୍କୁ ହୋମ୍‌…

6 years ago

ସ୍ବାସ୍ଥ୍ୟକେନ୍ଦ୍ରର ସ୍ଥିତି ପରଖିଲେ କେନ୍ଦ୍ରୀୟ ଟିମ୍‌

ଭଣ୍ଡାରିପୋଖରୀ, ୩ା୫(ଡି.ଏନ.ଏ.)-କରୋନା ମୁକାବିଲା ଲାଗି ଭଣ୍ଡାରିପୋଖରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିଆଯାଇଥିବା ବ୍ୟବସ୍ଥାକୁ ଏମ୍‌ସର କେନ୍ଦ୍ରୀୟ ଟିମ୍‌ ତଦାରଖ କରି ଫେରିଛନ୍ତି। ଭୁବନେଶ୍ୱରସ୍ଥିତ ଏମ୍‌ସର ଡାକ୍ତର ଦିନେଶ କୁମାର…

6 years ago

ମଦ ଭାଟିରେ ଚଢ଼ାଉ

ରାଇରଙ୍ଗପୁର,୩ା୫(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାଟବାଦଡ଼ା ନିକଟବର୍ତ୍ତି ତେଣ୍ଟପୋଷି ଗ୍ରାମର ଏକ ନାଳ ପାର୍ଶ୍ୱରେ ଚାଲିଥିବା ବେଆଇନ ମଦ ରନ୍ଧା ଭାଟି ଉପରେ…

6 years ago

ବଚସାରୁ ଭୁଜାଲି ମାଡ଼

ବାରିପଦା ଅଫିସ, ୩ା୫- ମୟୂରଭଞ୍ଜ ଜିଲା ବାରିପଦା ହାଟରେ ରବିବାର ସାମାନ୍ୟ ବଚସାରୁ ଭୁଜାଲି ମାଡ଼ରେ ଜଣେ ବ୍ୟକ୍ତି ଗୁରତର ଆହତ ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ…

6 years ago

ଜୀବନବିନ୍ଦୁରେ ୪୨ ୟୁନିଟ୍‌ ରକ୍ତ ସଂଗ୍ରହ

କେନ୍ଦୁଝର, ୩ା୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ସଦର ନିର୍ବାଚନ ମଣ୍ଡଳୀର ପଳାଶପଙ୍ଗା ୪ନଂ. ଜିଲାପରିଷଦ ଜୋନରେ ରବିବାର ପର୍ଜନପୁର ପଞ୍ଚାୟତ କାର୍ଯ୍ୟାଳୟରେ ବିଜେଡି ପକ୍ଷରୁ ଜୀବନ ବିନ୍ଦୁ କାର୍ଯ୍ୟକ୍ରମ ଅନୁଷ୍ଠିତ…

6 years ago

କେରଳରୁ ଫେରିବାକୁ ଦିନ ଗଣୁଛନ୍ତି ୩୦ ଓଡ଼ିଆ

କେନ୍ଦୁଝର,୩ା୫(ସ୍ବ.ପ୍ର.)-କରୋନା ଲକ୍‌ଡାଉନ ଯୋଗୁ କେରଳରେ ଫସିଥିବା ୩୦ ଓଡ଼ିଆ ଶ୍ରମିକ ଜନ୍ମ ସ୍ଥାନକୁ ଫେରିବା ପାଇଁ ଦିନ ଗଣୁଛନ୍ତି। ଏନେଇ ସେମାନେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ…

6 years ago

ସ’ ମିଲ୍‌ରେ ଅଗ୍ନିକାଣ୍ଡ

ବାଲେଶ୍ୱର ଅଫିସ, ୩।୫-ବାଲେଶ୍ୱର ଜିଲା ଗଡ଼ଗଡ଼ିଆ ଛକ ନିକଟରେ ଥିବା ବଟେଶ୍ୱର ସ’ ମିଲ୍‌ରେ ରବିବାର ପୂର୍ବାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି…

6 years ago

କୋଟାରୁ ଫେରିଲେ ୫୪ ଛାତ୍ରୀଛାତ୍ର

ବାଲେଶ୍ୱର ଅଫିସ,୩।୫-କରୋନା ଲାଗି ସମଗ୍ର ଦେଶରେ ଲକ୍‌ଡାଉନ ଅବଧି ବୃଦ୍ଧି କରାଯାଇଛି। ଏହି ସମୟରେ ବାହାରେ ରହିଯାଇଥିବା ଶ୍ରମିକ, ଛାତ୍ରୀଛାତ୍ର ଓ ତୀର୍ଥଯାତ୍ରୀମାନଙ୍କୁ ନିଜ ନିଜ ରାଜ୍ୟକୁ…

6 years ago

କୁକୁର ଭୟରେ ପୋଖରୀକୁ ଡେଇଁ ହରିଣର ପ୍ରାଣ ଗଲା

ଖଇରା, ୩।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଚାନ୍ଦଗୋଛି ଗ୍ରାମରେ ଥିବା ପୋଖରୀକୁ ଏକ ହରିଣ ଡେଇଁପଡିବାରୁ ତାର ମୃତ୍ୟୁ ଘଟିଛି। ରେଞ୍ଜର ବବିତା…

6 years ago