ଆମ ଜିଲା ଖବର

ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଦିଗପହଣ୍ଡିରେ ବଢୁଛି ଅସନ୍ତୋଷ: ସ୍ଥିତି ଅନୁଧ୍ୟାନ କଲା ପ୍ରଶାସନ

ଦିଗପହଣ୍ଡି,୮ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମୋକେଇ ପଞ୍ଚାୟତ କୁମରଡ଼ା ଗାଁକୁ ଭୁବନେଶ୍ୱର ଫେରନ୍ତା ଶ୍ରମିକଙ୍କୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ଗଞ୍ଜାମ ଜିଲାପାଳ…

6 years ago

ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ନ ଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ବରଗଡ଼ ଜିଲାପାଳ

ବରଗଡ଼ ଅଫିସ୍‌,୮।୪: କରୋନା(କୋଭିଡ୍‌-୧୯) ସଂକ୍ରମଣ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ପ୍ରଶାସନ ପକ୍ଷରୁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି । ଅତ୍ୟାବଶୀୟ ସାମଗ୍ରୀ…

6 years ago

୩୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ: ବାଇକ୍‌ ଛାଡ଼ି ଅଭିଯୁକ୍ତ ଫେରାର

ଭଦ୍ରକ ଅଫିସ,୮ା୪: ବନ୍ତ ଛକ ପୋଲ ନିକଟରୁ ବୁଧବାର ପୂର୍ବାହ୍ନରେ ପୋଲିସ ଯାଞ୍ଚ କରୁଥିବା ବେଳେ ବାଇକ୍‌ ଡିକିରୁ ୩୨୦ ଗ୍ରାମର ବ୍ରାଉନ ସୁଗାର ଜବତ କରିଛି।…

6 years ago

ଲକ୍‌ଡାଉନ୍‌ : ହିତାଧିକାରୀଙ୍କ ଘରେ ଭତ୍ତା ପ୍ରଦାନକଲା ବ୍ଲକ ପ୍ରଶାସନ

ପାପଡ଼ାହାଣ୍ଡି,୮ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ଯୋଗୁ ଚାରିଆଡ଼େ ଲକ୍‌ଡାଉନ୍‌। ଗାଁଠୁ ସହର ଯାଏ ସମସ୍ତେ ଘରେ। ଗାଁରେ କଟକଣା ଯୋଗୁ ଲୋକେ ବାହାରକୁ ବାହାରି ପାରୁନାହାନ୍ତି। ପ୍ରଶାସନ…

6 years ago

ଶହୀଦ୍‌ଙ୍କ ଅନ୍ତିମ ଦର୍ଶନ କରୁଛନ୍ତି ପରିବାର ଲୋକେ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି କଟାପାଲି ଗାଁ

ବରଗଡ଼ ଅଫିସ୍‌,୮।୪: ଚନ୍ଦକାସ୍ଥିତ ଏସ୍‌ଓଜି(ସ୍ପେଶାଲ ଅପରେଶନ ଗ୍ରୁପ) ଟ୍ରେନିଂ ସେଣ୍ଟରରେ ମଙ୍ଗଳବାର ଶହୀଦ୍‌ ହୋଇଥିବା କ୍ୟାଡର ଟ୍ରେନର ତଥା ଏସ୍‌ଓଜି ହାବିଲଦାର ପ୍ରକାଶ ସାହୁଙ୍କ ମରଶରୀର ବୁଧବାର…

6 years ago

ପିଡିଏସ୍‌ ଚାଉଳ ବଣ୍ଟନ ବେଳେ ସାମାଜିକ ଦୂରତ୍ୱକୁ ଉଲ୍ଲଂଘନ

ବଲାଙ୍ଗୀର ଅଫିସ, ୮।୪: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନକୁ…

6 years ago

ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କଲେ ଭଦ୍ରକ ବିଧାୟକ

ଭଦ୍ରକ ଅଫିସ,୮ା୪: ଭଦ୍ରକ ପୌରାଞ୍ଚଳରେ ବୁଧବାର ସକାଳୁ ଭଦ୍ରକ ବିଧାୟକ ସଂଜୀବ ମଲିକ ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କରିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀର ସହର ଓ ଗ୍ରାମାଞ୍ଚଳରେ…

6 years ago

ସାଳନ୍ଦୀ ହସ୍ପିଟାଲରେ ହେବ କରୋନା ରୋଗୀଙ୍କ ଚିକିତ୍ସା, ୧୨୦ ଶଯ୍ୟା ପ୍ରସ୍ତୁତ

ଭଦ୍ରକ ଅଫିସ,୮ା୪: କରୋନା ମହାମାରୀର ମୁକାବିଲା ଲାଗି ଜାରି ରହିଥିବା ଲକ୍‌ଡାଉନ୍‌ ପରିସ୍ଥିତିରେ ଭଦ୍ରକ ସହର ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲାଯାଉଛି।…

6 years ago

ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ କଲେ ବିଡିଓ

ଶେରଗଡ଼,୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଅଲାରିଗଡ଼ ପଞ୍ଚାୟତର ନିର୍ମାଣ ଶ୍ରମିକଙ୍କୁ ବିଡିଓ ସୁରଞ୍ଜନ କୁମାର ସାହୁ ବୁଧବାର ସହାୟତା ରାଶି ପ୍ରଦାନ ଆରମ୍ଭ କରିଛନ୍ତି। ପର୍ଯ୍ୟାୟ…

6 years ago

ଘରଘର ବୁଲି ପିଡିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ

ବନ୍ତ,୮ା୪(ନି.ପ୍ର.): କରୋନା ଲକ୍‌ଡାଉନ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍‌ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି।…

6 years ago