ଆମ ଜିଲା ଖବର

ରଣପୁର ଥାନାରେ ଦଲାଲ ସର୍ବେସର୍ବା, ଥାନାକୁ ଯିବାକୁ ଡରୁଛନ୍ତି ଲୋକେ: ଅଧିକାଂଶ ଘଟଣାରେ ରଖାଯାଉନି ଏତଲା

ରଣପୁର,୧୧ା୧ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନାରେ ଚାଲିଛି ଦଲାଲଙ୍କ ରାଜ୍‌। ସେମାନଙ୍କ ବିନା ସହଯୋଗରେ ନ୍ୟାୟ ମିଳୁନି। ଏ ନେଇ ଉଚ୍ଚପଦସ୍ଥ ଅଧିକାରୀଙ୍କୁ ଅଭିଯୋଗ କଲେ…

6 years ago

ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ: ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଖଣ୍ଡପଡ଼ା,୧୧ା୧(ସ୍ବ.ପ୍ର.): ପବିତ୍ର ପୌଷ ପୂର୍ଣ୍ଣମୀ ଅବସରରେ ଶୁକ୍ରବାର ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଯାଇଛି। ଭୋର ୫ଟାରେ ଶ୍ରୀ ଜୀଉଙ୍କ ପହଡ ଭଙ୍ଗ…

6 years ago

ବ୍ୟାଙ୍କ ଆକାଉଣ୍ଟରୁ ଟଙ୍କା ଗାଏବ ଘଟଣାର ପର୍ଦ୍ଦାଫାଶ: ଅଭିଯୁକ୍ତ ଭୁବନେଶ୍ୱରରୁ ଗିରଫ, କାର ଜବତ

ଯୋଡ଼ା, ୧୧।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରରେ ଥିବା ଏକ ବ୍ୟାଙ୍କର ଜଣେ ଗ୍ରାହକଙ୍କ ଆକାଉଣ୍ଟରୁ ଫୋନ ପେ ଆପ୍‌ ମାଧ୍ୟମରେ ଟଙ୍କା ଗାଏବ ଘଟଣାର ପୋଲିସ…

6 years ago

ନିଅଁ। ରେ ଚାଲିଲେ ମାନସିକଧାରୀ ଭକ୍ତ

ଯୋଡ଼ା, ୧୧।୧(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡା ସହରର ଭୂୟାଁ ବସ୍ତର କୋଠି ଶାଳରେ ସବୁବର୍ଷ ପରି ଚଳିତବର୍ଷ ଠାକୁରାଣୀ ମା’ଙ୍କ ଓଷା ମହା ଆଡମ୍ବରରେ ପାଳିତ ହୋଇ…

6 years ago

ପୁରୁଣା ବୃତ୍ତି: ଅଲୋଡ଼ା ହୋଇ ବି ପୋଷୁଛି ପେଟ

କେନ୍ଦୁଝର, ୧୧ା୧ (ସ୍ବ.ପ୍ର.) ଆଗରୁ ଗ୍ରାମାଞ୍ଚଳରେ ଥିଲା କମାର ଶାଳ । ଲୋକେ ଛୁରି, ପନିକି, କଟୁରି, ଦା, କୋଦାଳ, ଟାଙ୍ଗିଆ ଆଦି କମାର ଶାଳରେ ପ୍ରସ୍ତୁତ…

6 years ago

ମଣ୍ଡିରୁ ଧାନ ଉଠିବାରେ ବିଳମ୍ବ

ବନ୍ତ, ୧୧।୧ (ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ବ୍ଲକର ୧୪ଟି ମଣ୍ଡିରୁ ଧାନ ଉଠିବାରେ ବିଳମ୍ବ ହେଉଥିବା ଅଭିଯୋଗ ହୋଇଛି। ଫଳରେ ଚାଷୀମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ଧାନ…

6 years ago

ବାଲିଡିପୋ ବିବାଦରୁ ଯୁବକଙ୍କୁ ହତ୍ୟା ଘଟଣା: ୩ ଗିରଫ

ରାସଗୋବିନ୍ଦପୁର,୧୧ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀଠାରେ ବାଲିଡିପୋ ବିବାଦରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ପୋଲିସ ଘଟଣାର ତଦନ୍ତ ଚଳାଇ ୩…

6 years ago

ପର୍ଯ୍ୟଟନସ୍ଥଳୀର ବିକାଶ ଦାବି: ଦୁଇ କାର୍ଯ୍ୟାଳୟ ଘେରିଲା ଭଞ୍ଜସେନା

ବାରିପଦା ଅଫିସ,୧୧ା୧- ମୟୂରଭଞ୍ଜ ଜିଲାରେ ବହୁ ସଂଖ୍ୟକ ପର୍ଯ୍ୟଟନସ୍ଥଳୀ ଥିଲେ ମଧ୍ୟ ଏହାର ଉନ୍ନତି ଓ ରକ୍ଷଣାବେକ୍ଷଣ ଦିଗରେ ରାଜ୍ୟ କିମ୍ବା କେନ୍ଦ୍ର ସରକାର କୌଣସି ପଦକ୍ଷେପ…

6 years ago

ବୋଲେରୋ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ମୃତଦେହ ରଖି ରାସ୍ତାରୋକୋ

କୁଳିଅଣା,୧୧ା୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କୁଳିଅଣା ଥାନା ଅନ୍ତର୍ଗତ ୧୮ ନଂ. ଜାତୀୟ ରାଜପଥ ବାଇଗଣବାଡ଼ିଆ ଛକଠାରେ ଶୁକ୍ରବାର ପୂର୍ବାହ୍ନରେ ଏକ ବୋଲେରୋ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

6 years ago

ନିମ୍ନମାନର କାର୍ଯ୍ୟକୁ ବିରୋଧ କଲେ ଗ୍ରାମବାସୀ

ବଡସାହି,୧୧ା୧(ସ୍ବ.ପ୍ର.)-ବଡ଼ସାହି ବ୍ଲକ ଅଧୀନ ଭୀମଦା ପଞ୍ଚାୟତ ଚେଙ୍ଗୁଆ-ମଙ୍ଗଳପୁର ଗ୍ରାମରେ ଚାଲିଥିବା ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ନିର୍ମାଣାଧୀନ ରାସ୍ତା କାର୍ଯ୍ୟ ନିମ୍ନମାନର ହେଉଥିବା ନେଇ ଗ୍ରାମବାସୀ ଅଭିଯୋଗ…

6 years ago