ଆମ ଜିଲା ଖବର

ବଡ଼ସାହି ଜଙ୍ଗଲରେ ଘୂରିବୁଲୁଛି ଦନ୍ତାହାତୀ: ଲୋକେ ଭୟଭୀତ

ବଡ଼ସାହି,୧୦।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି-ଉଦଳା ରାସ୍ତାର ସୁହାଗପୁର ଜଙ୍ଗଲରେ ଶୁକ୍ରବାର ଭୋର୍‌ରୁ ଏକ ଦନ୍ତାହାତୀ ବାଟବଣା ହୋଇ ଘୂରିବୁଲୁଛି। ରାସ୍ତାରେ ଚଳପ୍ରଚଳ କରୁଥିବା ଦେଖି ଲୋକମାନେ ଭୟଭୀତ…

6 years ago

ମହାରାଷ୍ଟ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ବାଙ୍କୀ,୧୦।୧(ବି.ପ୍ର): ମହାରାଷ୍ଟ୍ରର ଏକ ଘରୋଇ କମ୍ପାନୀରେ କାମ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ସୋମବାର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ସେ ହେଲେ ବାଙ୍କୀ ବ୍ଲକ ଅନ୍ତର୍ଗତ…

6 years ago

ଏରସମା ଫାଶୀଦଣ୍ଡ ମାମଲା:୨୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧: ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଘଟଣାରେ ଫାଶୀଦଣ୍ଡ ପାଇଥିବା କାଳିଆ ମାନା ମାମଲା ଉପରେ ଗୁରୁବାର…

6 years ago

ବାରିପଦା ଫାଶୀଦଣ୍ଡ ମାମଲା: ୧୪ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧: ୮ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରିବା ଘଟଣାର ଅଭିଯୁକ୍ତ ଯାମିନୀକାନ୍ତ ମହନ୍ତଙ୍କୁ ତଳକୋର୍ଟ ଫାଶୀଦଣ୍ଡରେ ଦଣ୍ଡିତ କରିଛନ୍ତି। ଉକ୍ତ ଫାଶୀ ଦଣ୍ଡାଦେଶ…

6 years ago

ବିପର୍ଯ୍ୟସ୍ତ ଅବସ୍ଥାରେ ଜଟଣୀ କୃଷକ ବଜାର: ଲକ୍ଷାଧିକ ଟଙ୍କା ବ୍ୟୟ, କାମରେ ଲାଗୁନି

ଜଟଣୀ,୧୦।୧(ଡି.ଏନ.ଏ): ଜଟଣୀ ନିୟନ୍ତ୍ରିତ ବଜାର କମିଟି(ଆର୍‌ଏମ୍‌ସି) ପକ୍ଷରୁ ୨୦୦୧ରେ ଏଠାରେ କୃଷକ ବଜାର ଆରମ୍ଭ କରାଯାଇଥିଲା। ଏହା ଏବେ ବିପର୍ଯ୍ୟସ୍ତ ଅବସ୍ଥାରେ ପଡିରହିଛି। ଚାଷୀଙ୍କ ଉତ୍ପାଦିତ ଦ୍ରବ୍ୟର…

6 years ago

ପାରାଦୀପ ଟ୍ରକ୍‌ ସଂଘ ବିବାଦ ପ୍ରସଙ୍ଗ: ବୈଠକ ବସିଲା, ସମାଧାନ ହେଲାନି

ପାରାଦୀପ,୧୦।୧ (ସ୍ବ.ପ୍ର.): ପାରାଦୀପ ଟ୍ରକ ମାଲିକ ସଂଘଗୁଡ଼ିକ ମଧ୍ୟରେ ଚାଲିଥିବା ବିବାଦ ସମାଧାନ ପାଇଁ ଗୁରୁବାର ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ ତ୍ରିପାକ୍ଷିକ ବୈଠକ ବସିଥିଲେ ବି କିଛି…

6 years ago

ପୂଜକ-ମ୍ୟାନେଜିଂ ଟ୍ରଷ୍ଟି ଆଲୋଚନା ବିଫଳ

ରଘୁନାଥପୁର, ୧୦ା୧(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ପ୍ରଭୁ ଗୋରଖନାଥ ପୀଠରେ ପ୍ରସାଦ ବ୍ୟବସ୍ଥାକୁ ନେଇ ଲାଗି ରହିଥିବା ବିବାଦ ଥମିବାର ନଁା ଧରୁନି। ପୂଜକ…

6 years ago

ପରିତ୍ୟକ୍ତ ଗୃହରେ ଚାଲିଛି ‘ସଖୀ’ କେନ୍ଦ୍ର ନିଜସ୍ବ ବିଲ୍ଡିଂ ପାଇଁ ଚିହ୍ନଟ ଜମିକୁ ନେଇ ଦ୍ୱନ୍ଦ୍ୱ

ଜଗତ୍‌ସିଂହପୁର ଅଫିସ୍‌,୧୦।୧: ରାଜଧାନୀ ଦିଲ୍ଲୀରେ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ଘଟଣା ସାରା ଦେଶବାସୀଙ୍କୁ ସ୍ତବ୍ଧ କରିଦେଇଥିଲା। ଏହି ମାମଲାର ବିଚାର ସମୟରେ ନିର୍ଯାତନାର ଶିକାର ହେଉଥିବା…

6 years ago

ପାରାଦୀପରେ ହେବ ରାଜ୍ୟର ପ୍ରଥମ ଇଓସି

ପାରାଦୀପ,୧୦।୧ (ସ୍ବ.ପ୍ର.): ସମଗ୍ର ରାଜ୍ୟରେ ଥିବା ୩୫ ବୃହତ୍‌ ରାସାୟନିକ ଦୁର୍ଘଟଣା ପ୍ରବଣ କାରଖାନା ମଧ୍ୟରୁ ପାରାଦୀପରେ ୨୫ ପ୍ରତିଶତ ଅର୍ଥାତ୍‌ ୮ କାରଖାନା ଅଛି। ସେହି…

6 years ago

ରାଜସ୍ବ ମନ୍ତ୍ରୀଙ୍କ ନଗଡ଼ା ଗସ୍ତ

କାଳିଆପାଣି,୧୦ା୧(ଡିଏନଏ): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡି ଗୁରୁବାର ସକାଳେ ନଗଡ଼ା ଗସ୍ତ କରି ସେଠାକାର ସ୍ଥିତି ପରିଖି ଥିଲେ। ବୁଧବାର କାଳିଆପାଣିରେ ଚାଲିଥିବା ସୌରିକ ମହୋତ୍ସବ ଉତ୍ସବରେ…

6 years ago