ଆମ ଜିଲା ଖବର

ଡଗରପଡା ଓ ଅଚ୍ୟୁତପୁରରୁ ସିରିଏଲ୍‌ ଚୋରି

ଖଇରା,୮।୧(ଡି.ଏନ୍‌.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ଡଗରପଡା ଓ ଅଚ୍ୟୁତପୁର ପଞ୍ଚାୟତର ବିଭିନ୍ନ ଗାଁରୁ ମଙ୍ଗଳବାର ରାତିରେ ଚୋରି ହୋଇଛି। ୪ଟି ମନ୍ଦିରରୁ ଦୁର୍ବୃତ୍ତମାନେ ୫ଲକ୍ଷ…

6 years ago

ଭାରତ ବନ୍ଦକୁ ସମର୍ଥନ: ସତ୍ୟବାଦୀରେ ଅଙ୍ଗନଓ୍ବାଡି କର୍ମୀ ସଂଘର ଧାରଣା

ସାକ୍ଷୀଗୋପାଳ, ୮।୧(ଡି.ଏନ୍‌.ଏ.)- ଟ୍ରେଡ୍‌ ୟୁନିୟନର ଭାରତ ବନ୍ଦ ଆନ୍ଦୋଳନକୁ ସମର୍ଥନ ଜଣାଇ ନିଖିଳ ଓଡ଼ିଶା ଅଙ୍ଗନବାଡି କର୍ମୀ ଓ ସହାୟିକା ସଂଘ ସତ୍ୟବାଦୀ ଶାଖାର ଶତାଧିକ କର୍ମୀ…

6 years ago

ସଦରରେ ଭାରତ ବନ୍ଦ ପ୍ରଭାବ: ରାସ୍ତାରେ ଅଟକି ରହିଛି ଗାଡ଼ି, ଯାତ୍ରୀ ହନ୍ତସନ୍ତ

ରାଇସୁଆଁ, ୮।୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ସଦର ଅଞ୍ଚଳରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ରାସ୍ତାରେ ବହୁ ଯାନବାହନ ଛିଡ଼ା ହୋଇ ରହିଥିବା ବେଳେ ଯାତ୍ରୀମାନେ ହନ୍ତସନ୍ତ…

6 years ago

ଖୋର୍ଦ୍ଧାରେ ବନ୍ଦ ସଫଳ

ଖୋର୍ଦ୍ଧା ଅଫିସ,୮।୧: ୧୨ ଦଫା ଦାବିରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ଦିଆଯାଇଥିବା ବନ୍ଦ ପାଳନ ଡାକରା ଖୋର୍ଦ୍ଧାରେ ସଫଳ ହୋଇଛି। କଂଗ୍ରେସ,ସିପିଆଇଏମ୍‌, ଏସ୍‌ଆଇଟିୟୁ ସମେତ ବଭିନ୍ନ…

6 years ago

ମଣ୍ଡିରେ ଧାନବସ୍ତା ପଡ଼ି ଚାଷୀ ମୃତ

ସଜନାଗଡ଼,୮।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ ରାଜ ବରମପୁରଠାରେ ମାଟିଆଳି ଲ୍ୟାମ୍ପ୍‌ ସମିତିକୁ ଜନୈକ ଚାଷୀ ଟଲିରେ ଧାନ ବସ୍ତା ନେଇ ବୁଧବାର ପୂର୍ବାହ୍ନରେ ଆସିଥିଲେ।ଧାନବସ୍ତା…

6 years ago

ହାତୀ ଆକ୍ରମଣରେ ମାମୁ, ଭାଣିଜୀ ଗୁରୁତର

ପରଜଙ୍ଗ,୮।୧(ଡି.ଏନ୍‌.ଏ.): ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ଆମ୍ବପଳାସ ଯୋଗୀ ସାହିରେ ବୁଧବାର ଭୋର୍‌ରୁ ଏକ ଦନ୍ତାହାତୀ ପଶିଥିଲା। ସେହି ସମୟରେ ଗ୍ରାମର…

6 years ago

ବାରିପଦା ଜଗନ୍ନାଥ ମନ୍ଦିରକୁ ୫ କୋଟି ଟଙ୍କା ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ,୮।୧- ବାରିପଦା ଜଗନ୍ନାଥ ମନ୍ଦିରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ବାରିପଦା ବାଙ୍କୀସୋଲଠାରେ ଅଦାନି-କିସ ଆବାସିକ ବିଦ୍ୟାଳୟ ଉଦ୍‌ଘାଟନ…

6 years ago

ଗାଡ଼ି ଚଳାଚଳ ବନ୍ଦ, ଖୋଲା ରହିଛି ଦୋକାନ ବଜାର

ପାଟଣା,୮।୧(ସ୍ବ.ପ୍ର.): କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ୧୨ଦଫା ଦାବିରେ ବୁଧବାର ବନ୍ଦ ଡାକରା ଦିଆଯାଇଥିବା ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ଥିବା…

6 years ago

କଟକରେ ଭାରତ ବନ୍ଦର ଆଶିଂକ ପ୍ରଭାବ

କଟକ ଅଫିସ,୮।୧: ୧୨ ଦଫା ଦାବିରେ କେନ୍ଦ୍ରୀୟ ଟ୍ରେଡ୍‌ ୟୁନିୟନ ପକ୍ଷରୁ ବୁଧବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। କଟକରେ ଏହାର ଆଂଶିକ ପ୍ରଭାବ ଦେଖିବାକୁ…

6 years ago

କେନ୍ଦ୍ର ସରକାରଙ୍କ ବିରୋଧରେ ଗର୍ଜିଲା ଶ୍ରମିକ ସଂଘ

ବନ୍ତ,୮।୧(ସ୍ବ.ପ୍ର.): କେନ୍ଦ୍ରୀୟ ଶ୍ରମିକ ସଂଘ, ଫେଡେରେଶନ ଓ ଆସୋସିଏଶନ ପକ୍ଷରୁ ଭଦ୍ରକ ଜିଲା ଆଗରପଡ଼ା ବଜାରରେ ବୁଧବାର ସକାଳୁ ବନ୍ଦ ପାଳନ ଓ ପ୍ରତିବାଦ ସଭା ଅନୁଷ୍ଠିତ…

6 years ago