ଆମ ଜିଲା ଖବର

୧୨ ଫୁଟର ଅଜଗର ଉଦ୍ଧାର

କାମାକ୍ଷାନଗର, ୬।୧(ଡି.ଏନ.ଏ.) କାମାକ୍ଷାନଗର ବ୍ଲକ ତୁମୁସିଙ୍ଗା ଥାନା ସୋଗରପାଟଣା ଗ୍ରାମର ଅଚ୍ୟୁତ ସ୍ବାଇଁଙ୍କ ବାଡ଼ିପଟୁ ରବିବାର ୧୨ଫୁଟ ଲମ୍ବର ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ସାପଟି ବାଡ଼ିରେ…

6 years ago

‘ପରୀକ୍ଷା ପେ ଚର୍ଚ୍ଚା’ରେ ଭାଗନେବେ ସାଇଦତ୍ତ

ଅନୁଗୋଳ ଅଫିସ, ୬।୧: ଜାନୁୟାରୀ ୨୦ରେ ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଭାଗନେବାକୁ ମନୋନୀତ ହୋଇଛନ୍ତି ଅନୁଗୋଳର ଛାତ୍ର ସାଇଦତ୍ତ ବିଗ୍ନେଶ।…

6 years ago

ସହାୟ ହେଲା ସାଥୀ ପରିବାର; ଉଦ୍ଧାର ହେଲେ ଅସହାୟ ମା’ପୁଅ

ବନ୍ତଳା, ୬।୧(ଡି.ଏନ.ଏ.) ଅସହାୟ ଅବସ୍ଥାରେ ଭୋକ ଉପାସରେ ପଡ଼ି ରହି ଜୀବନମରଣ ସହ ସଂଘର୍ଷ କରୁଥିବା ଅସହାୟା ପାତି ନାଏକ (୭୦) ଏବଂ ତାଙ୍କ ପୁଅ ପ୍ରମୋଦ (୫୦)ଙ୍କୁ…

6 years ago

ପାଇଖାନା ନିର୍ମାଣରେ ଦୁର୍ନୀତି: ବାହ୍ୟ ମଳମୁକ୍ତ ଘୋଷଣା କେତେ ସତ କେତେ ମିଛ

କଟକ ଅଫିସ,୬।୧: ୨୦୧୯ ଅଗଷ୍ଟ ୧୫ରେ କଟକ ଜିଲାକୁ ବାହ୍ୟ ମଳମୁକ୍ତ ଜିଲା ଭାବେ ଘୋଷଣା କରାଯାଇଥିଲା। ଅର୍ଥାତ୍‌ ପ୍ରତ୍ୟେକ ପରିବାରକୁ ସରକାର ସ୍ବଚ୍ଛ ଭାରତ ମିଶନ…

6 years ago

କନ୍ଧମାଳରେ ଗଣଶିକ୍ଷା ମନ୍ତ୍ରୀ: ମାଟ୍ରିକ ପରୀକ୍ଷା ଠିକ୍‌ରେ କରିବାକୁ ନିର୍ଦ୍ଦେଶ

ଫୁଲବାଣୀ ଅଫିସ, ୬ା୧-ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର କନ୍ଧମାଳ ଜିଲା ଗସ୍ତରେ ଆସି ଜିଲାପାଳଙ୍କ କାର୍ଯ୍ୟାଳୟ ସଦ୍‌ଭାବନା ସଭାଗୃହରେ ସମୀକ୍ଷା କରିଛନ୍ତି।…

6 years ago

ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ: ଆରମ୍ଭ ହେଲାଣି ସିଜରିଆନ ଡେଲିଭରି

ଫୁଲବାଣୀ ଅଫିସ, ୬ା୧-ସରକାର ସ୍ବାସ୍ଥ୍ୟସେବା ଉପରେ ଗୁରୁତ୍ୱ ଦେଉଛନ୍ତି। ମାତୃ ଓ ଶିଶୁ ମୃତ୍ୟୁହାର କମିବା ପାଇଁ ବହୁବିଧ ପଦକ୍ଷେପ ନିଆଯାଉଛି। ଏହିକ୍ରମରେ ସିଜରିଆନ ଡେଲିଭରି ଲାଗି…

6 years ago

ପିଲା କଳିରୁ ବୃଦ୍ଧଙ୍କୁ ହତ୍ୟା

ଫୁଲବାଣୀ ଅଫିସ, ୬ା୧-ଦୁଇ ଛୋଟ ପିଲାଙ୍କ ମଧ୍ୟରେ ଖେଳକୁଦ ଚାଲିଥିଲା। ଜଣେ ଅନ୍ୟ ଜଣଙ୍କ ହାତକୁ କାମୁଡ଼ି ଦେଲା ା ଏହାକୁ ନେଇ ଉଭୟ ପିଲାଙ୍କ ଜେଜେ…

6 years ago

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ: ହରିଣ ପାର୍କ ସ୍ଥାନାନ୍ତର ବାଟ ଫିଟିଲା; ପାରଳାଖେମୁଣ୍ଡି ଲଖାରିକୁ ଯିବା ନିଷ୍ପତ୍ତି

ବ୍ରହ୍ମପୁର ଅଫିସ,୬ା୧-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପରିସରରେ ଥିବା ହରିଣ ପାର୍କ ସ୍ଥାନାନ୍ତର ହେବା ନିଶ୍ଚିତ ହୋଇଛି ା ସେଣ୍ଟ୍ରାଲ ଜୁ ଅଥରିଟି ଅଫ ଇଣ୍ଡିଆ ନିର୍ଦ୍ଦେଶନାମାର ୯ ବର୍ଷ…

6 years ago

ଭାରତୀୟ ବିଜ୍ଞାନ କଂଗ୍ରେସରେ ସୋରଡ଼ା ଅଧ୍ୟାପକ ଉପସ୍ଥାପନ କଲେ ବାଲିପଦର କୃଷ୍ଣସାର ମୃଗ ଉପରେ ସନ୍ଦର୍ଭ

ସୋରଡ଼ା,୬ା୧(ଡି.ଏନ.ଏ.)-ସ୍ଥାନୀୟ ଋଷିକୁଲ୍ୟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବିଜ୍ଞାନ ଅଧ୍ୟାପକ ରାମଚନ୍ଦ୍ର ବିଷୋୟୀ ୧୦୭ତମ ଭାରତୀୟ ବିଜ୍ଞାନ କଂଗ୍ରେସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଚଳିତ ମାସ ୩ରୁ ୭…

6 years ago

ଖୋଲିନି ସମସ୍ତ ମଣ୍ଡି, ଆନ୍ଧ୍ର ଯାଉଛି ଗଞ୍ଜାମ ଧାନ

ଛତ୍ରପୁର,୬ା୧(ଡି.ଏନ.ଏ)-ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜାମ ଜିଲାରେ ନଭେମ୍ବର ୧୫ ତାରିଖରୁ ମଣ୍ଡି ମାଧ୍ୟମରେ ଧାନକିଣା ଆରମ୍ଭ ହୋଇଛି। ହେଲେ ଏ ପର୍ଯ୍ୟନ୍ତ ସବୁ ସ୍ଥାନରେ ମଣ୍ଡି ଖୋଲି…

6 years ago