ଭୁବନେଶ୍ୱର , ୪ା୪(ବ୍ୟୁରୋ)- କରୋନା ଯୋଗୁଁ ପ୍ରଭାବିତ ସହରାଞ୍ଚଳ ନିରାଶ୍ରୟ ଲୋକଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ଗତ ୨୭ ତାରିଖରୁ ପୌରାଞ୍ଚଳମାନଙ୍କରେ ଏହି ମାଗଣା ରନ୍ଧା ଖାଦ୍ୟ…
ଚଣ୍ଡିଖୋଲ,୪ା୪(ଡି.ଏନ୍.ଏ.)-କରୋନା ଭାଇରସ୍ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରା ଦେଶକୁ ଲକଡାଉନ କରାଯାଇଛି। ସମଦୂରତ୍ୱ ରକ୍ଷା ପାଇଁ ଜୋର ଦିଆଯାଉଛି। କିନ୍ତୁ ଯାଜପୁର ଜିଲା ବଡ଼ଚଣା ବ୍ଲକର…
ରତ୍ନଗିରି,୪ା୪ (ଡି.ଏନ୍.ଏ.)-କୌଣସି କାରଣ ନ ଦର୍ଶାଇ ଅନୁପସ୍ଥିତ ରହିବା ଯୋଗୁ ଯାଜପୁର ଜିଲାର ବରୀ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀ ଡା. ହେମନ୍ତ କୁମାର ମହାରଣାଙ୍କୁ ବଦଳି…
ବରଗଡ଼ ଅଫିସ୍,୪।୪- ବରଗଡ଼ ଜିଲା ଅତାବିରା ବ୍ଳକ ଅନ୍ତର୍ଗତ ବାବେବିରା ଗ୍ରାମର ପ୍ରଫେସର କ୍ଷୀରସାଗର ନାଏକ କାନାଡ଼ାର ୱାଟର ଲୁ ୟୁନିଭର୍ସିଟିର ଇଲେକ୍ଟ୍ରିକାଲ୍ ଓ କମ୍ପ୍ୟୁଟର ଇଞ୍ଜିନିୟରିଂ…
ଗଞ୍ଜାମ,୪ା୪(ବ୍ୟୁରୋ)- ସଂଖ୍ୟାଲଘୁ ସମ୍ପ୍ରଦାୟର କେତେକ ଲୋକ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ଅଂଚଳକୁ ପଶିଆସିଥିବା ପ୍ରଶାସନ ଅନୁମାନ କରିଛି । ଏଥିପାଇଁ ତହସିଲଦାର ଅବନୀ କୁମାର…
କଟକ ଅଫିସ,୪।୪- କରୋନା ଭୁତାଣୁକୁ ନେଇ ରାଜ୍ୟ ସରକାର ସାରା ରାଜ୍ୟରେ କେତେକ ସ୍ୱତନ୍ତ୍ର କଟକଣା ଜାରି କରିଛନ୍ତି। କଟକଣା ଉଲଘଂନ କଲେ ପୋଲିସ କାର୍ଯ୍ୟାନୁଷ୍ଠାନ ନେଉଛି।…
କଟକ ଅଫିସ,୪। ୪- କଟକ ସହରରେ ପ୍ରଥମ କରୋନା ସଂକ୍ରମିତ ଶୁକ୍ରବାର ଚିନ୍ହଟ ହୋଇଥିଲେ। ସେ ରହୁଥିବା ସଂପୂର୍ଣ୍ଣ ଅଞ୍ଚଳକୁ କଟକ ମହାନଗର ନିଗମ ପକ୍ଷରୁ ଶନିବାର…
ଦିଗପହଣ୍ଡି,୪|୪(ଡିଏନଏ):ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳକୁ ପୋଲିସ ପ୍ରଶାସନ ସଂପୂର୍ଣ୍ଣ ସିଲ କରିଥିବା ବେଳେ ପୂର୍ବରୁ ସେଠାରେ ରହୁଥିବା ୬ଜଣ ବ୍ୟକ୍ତି ଏକ ଡାଲା ଅଟୋରେ ତାରପୋଲିନ ଢାଙ୍କି କୌଶଳ…
ଲୋଇସିଂହା,୪।୪(ଡ଼ି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ଆଗଲପୁର ଫାଣ୍ଡିରେ ଶନିବାର ପୂର୍ବାହ୍ନ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଜଣେ ଓକିଲ ଫାଣ୍ଡିକୁ ଯାଇ ସେ ପୂର୍ବରୁ…
ବଡ଼ବିଲ,୪।୪(ସ୍ଵ.ପ୍ର.)- ଲକଡାଉନ ବେଳେ କେନ୍ଦୁଝର ଜିଲା ବଡ଼ବିଲ ବନାଞ୍ଚଳର ଉଲିବୁରୁ ସଂରକ୍ଷିତ ଜଙ୍ଗଲରେ ଦୈନିକ ଶାଳ ଗଛ ଚୋରି ବଢ଼ିବାରେ ଲାଗିଛି। ଶନିବାର ପୂର୍ବାହ୍ନରେ ଶତାଧିକ ମହିଳା ଗଛ…