ସୋହେଲା,୨୯ା୪(ଡି.ଏନ.ଏ.) - ସୀମାନ୍ତ ଲୁହୁରାଚଟି ପୁରୁଣା ଚେକ୍ଗେଟରେ ଚା ଦୋକାନ କରି ପରିବାର ପୋଷଣ କରୁଥିବା ଲୁହୁରାଚଟି ଗ୍ରାମର ରଜନୀକାନ୍ତ ଠେଟୁଆ(୩୮)ଙ୍କ ମୃତଦେହ ମଙ୍ଗଳବାର ସକାଳେ ଛତିଶଗଡ…
ଲାଠୋର, ୨୯ା୪(ଡି.ଏନ.ଏ) - ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକର ବିଭିନ୍ନ ପଞ୍ଚାୟତରେ ନିର୍ମାଣ ହୋଇଥିବା କୋଭିଡ ୧୯ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରକୁ ଗୁରୁବାର ପାଟଣାଗଡ ବିଧାୟକ ସରୋଜ…
ଭୁବନ, ୨୯।୪(ଡି.ଏନ.ଏ.) - ଚାଷୀଙ୍କ ଉପରେ ଚଡ଼କ ପକାଇଛି କାଳବୈଶାଖୀ ବର୍ଷା। ଅମଳ ପାଇଁ ଉପାଡ଼ି ଖଳାରେ ରଖାଯାଇଥିବା ମୁଗ ଅଦିନିଆ ବର୍ଷାରେ ଭିଜି ଗଜା ହୋଇଯାଇଛି,…
ଅନୁଗୋଳ ଅଫିସ, ୨୯।୪ - ଅନୁଗୋଳ ସହର ଉପକଣ୍ଠ କରଡ଼ାଗାଡ଼ିଆରେ ଥିବା ଦେଶୀ ମଦ ଭାଟି ଉପରେ ଚଢ଼ାଉ ବେଳେ ଫେରାର ହୋଇଯାଇଥିବା ମ୍ୟାନେଜରଙ୍କୁ ଗିରଫ କରିବାକୁ…
ଅନୁଗୋଳ ଅଫିସ, ୨୯।୪ - ଅନୁଗୋଳ ପୌର ପ୍ରଶାସନ ପକ୍ଷରୁ ବାଳିକା ଉଚ୍ଚ ବିଦ୍ୟାଳୟ ଓ ଟାଉନ୍ ହାଇସ୍କୁଲ ଠାରେ କ୍ୱାରାଣ୍ଟାଇନ ସେଣ୍ଟର କରାଯାଇଛି। କିନ୍ତୁ ଉକ୍ତ…
ଅନୁଗୋଳ ଅଫିସ, ୨୯।୪ - ଅନୁଗୋଳ ଜିଲାର ବିଭିନ୍ନ ବ୍ଲକରେ କ୍ୱାରାଣ୍ଟାଇନ୍ରେ ଥିବା ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ କଳାହାଣ୍ଡି ଜିଲାର ୧୭୯ ଜଣ ଲୋକଙ୍କୁ ମଙ୍ଗଳବାର…
ଢେଙ୍କାନାଳ ଅଫିସ, ୨୯।୪ - ‘ମୁଁ ହେଉଛି ଯମରାଜ। ଆଜି ମଇଁଷି ଆଣିନି। ମୋ ସାଙ୍ଗରେ କରୋନା ଆଣିଛି। ଟିକେ ଫାଙ୍କା ପାଇଲେ କରୋନା ମାଡ଼ି ବସିବ।’…
ବେଗୁନିଆପଡ଼ା,୨୯ା୪(ଡି.ଏନ.ଏ.)-କରୋନା ଭୂତାଣୁ ଲୋକଙ୍କ ନିଦ ହଜାଇଦେଇଥିବା ବେଳେ ଏଥିପାଇଁ ସଚେତନତା ସୃଷ୍ଟି କରିବା ପାଇଁ ବିଭିନ୍ନ ପ୍ରକାର କାର୍ଯ୍ୟକ୍ରମ କରାଯାଉଛି। ମଙ୍ଗଳବାର ବେଗୁନିଆପଡ଼ା ବ୍ଲ୍ଳକ ଏସ୍.ଛଚିନା ଗ୍ରାମରେ…
ବ୍ରହ୍ମପୁର ଅଫିସ,୨୯ା୪-କରୋନା ସଂକ୍ରମଣ ରୋକିବା ପାଇଁ ଲକ୍ଡାଉନ ଘୋଷଣା କରାଯାଇଛି। ଏଥି ଯୋଗୁ ସମଗ୍ର ଜିଲାରେ ବୁଲା ଗୋରୁ, କୁକୁର ଏବେ ଭୋକିଲା ରହୁଛନ୍ତି। ବ୍ରହ୍ମପୁର ମହାନଗର…
ଭଞ୍ଜନଗର,୨୯।୪(ଡି.ଏନ୍.ଏ.)- ଭଞ୍ଜନଗର ଏନ୍ଏସି ପକ୍ଷରୁ ଟାଉନ ହଲ୍ରେ ହୋଇଥିବା କ୍ୱାରାଣ୍ଟାଇନ କେନ୍ଦ୍ର ପାଣିପମ୍ପ ସୋମବାର ରାତିରେ ଅଚଳ ହୋଇପଡ଼ିଥିଲା। ମଙ୍ଗଳବାର ସକାଳେ ଲୋକେ ପାଣି ପାଇପାରିନଥିଲେ। କେନ୍ଦ୍ରରେ…