ଆମ ଜିଲା ଖବର

୧୧ ତାରିଖ ଯାଏ ପର୍ଯ୍ୟଟକଙ୍କୁ ସାତକୋଶିଆ ମନା: ଆଜିଠୁ ପକ୍ଷୀ, ୯ରୁ କୁମ୍ଭୀର ଗଣନା

ବନ୍ତଳା,୩।୧(ଡି.ଏନ.ଏ.) - ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟରେ ଶୁକ୍ରବାରଠାରୁ ପକ୍ଷୀ ଗଣନା ହେବ। ଏଥିସହିତ ଆସନ୍ତା ୯ ରୁ୧୧ ତାରିଖ ପର୍ଯ୍ୟନ୍ତ କୁମ୍ଭୀର ଗଣନା କରାଯିବ। ଏଥିପାଇଁ…

6 years ago

ଶହୀଦ ମେମୋରିଆଲ କ୍ରିକେଟ: ଫିରିଙ୍ଗିଆ, ରାଇକିଆ ବିଜୟୀ

ଫୁଲବାଣୀ ଅଫିସ,୩ା୧- ଫୁଲବାଣୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପୋଲିସ ପଡିଆରେ ଶହୀଦ ମେମୋରିଆଲ କ୍ରିକେଟ ଟୁର୍ନାମେଣ୍ଟ ଆରମ୍ଭ ହୋଇଛି। ଏସ୍‌ପି ପ୍ରତୀକ ଗୀତା ସିଂ ମୁଖ୍ୟଅତିଥି ଭାବେ ଯୋଗଦେଇ…

6 years ago

ଲୁଦୁ ଜଳପ୍ରପାତ: ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବାକୁ ଦାବି

କୋଟଗଡ଼,୩ା୧(ଡି.ଏନ୍‌.ଏ.)- ସରକାର ବିଭିନ୍ନ ପର୍ଯ୍ୟଟନସ୍ଥଳୀର ବିକାଶ ଲାଗି ବହୁ ଟଙ୍କା ଖର୍ଚ୍ଚ କରୁଛନ୍ତି। କନ୍ଧମାଳ ଜିଲାରେ ଅନେକ ପର୍ଯ୍ୟଟନସ୍ଥଳୀ ରହିଛି। ଏହାର ବିକାଶ ଲାଗି ବହୁ ଟଙ୍କା…

6 years ago

ପୋଲିସ କର୍ମଚାରୀଙ୍କୁ ଠେଲାପେଲା ଘଟଣା: ଚାଳକ ଗିରଫ, କାର୍‌ ଜବତ

ଦାରିଙ୍ଗବାଡ଼ି,୩ା୧(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ କାର୍ଯ୍ୟରତ କନଷ୍ଟେବଳଙ୍କୁ ଠେଲାପେଲା ସହ ଦୁର୍ବ୍ୟବହାର ଅଭିଯୋଗରେ ପର୍ଯ୍ୟଟକଙ୍କୁ ନେଇ ଆସିଥିବା ଗାଡ଼ି ଚାଳକଙ୍କୁ ପୋଲିସ ଗୁରୁବାର ଗିରଫ କରି…

6 years ago

କୋଟଗଡ଼ ବ୍ଲକ: ନୂଆବର୍ଷ ପାଇଁ ପ୍ରତିଷେଧକ ଟକା କାର୍ଯ୍ୟକ୍ରମ ବନ୍ଦ

କୋଟଗଡ,୩ା୧(ଡି.ଏନ.ଏ.) - କନ୍ଧମଳ ଜିଲା କୋଟଗଡ ବ୍ଲକରେ ୧୫ଟି ପଞ୍ଚାୟତ ରହିଛି। ପ୍ରତ୍ୟେକ ପଞ୍ଚାୟତରେ ଏଏନ୍‌ଏମ ଓ ଆଶା କର୍ମୀଙ୍କ ଦ୍ୱାରା ଶିଶୁ ଓ ଗର୍ଭବତୀମାନଙ୍କୁ ମାସର…

6 years ago

ମାଲ ବୋଝେଇ ଟ୍ରକ ଜଳିଗଲା

ଭଞ୍ଜନଗର,୩।୧(ଡି.ଏନ.ଏ): ତାରସିଂ ନିକଟ ଜଙ୍ଗଲ ରାସ୍ତାରେ ମାଲ ବୋଝେଇ ଏକ ଟ୍ରକ ଗୁରୁବାର ଭୋରରେ ଶଟ୍‌ ସର୍କିଟ୍‌ ଯୋଗୁ ଜଳିଯାଇଛି। ଭଞ୍ଜନଗର- ଦଶପଲ୍ଲା ମୁଖ୍ୟ ରାସ୍ତାରେ ଏପରି…

6 years ago

ପୁଣି ବିଶ୍ୱରେକର୍ଡ ସୃଷ୍ଟି କରିବ ବ୍ରହ୍ମପୁର ଆଇଟିଆଇ : ୨୨ଫୁଟର ବନିଶୀକଣ୍ଟାଯୁକ୍ତ ମାଛ କଳାକୃତି

ବ୍ରହ୍ମପୁର ଅଫିସ,୩ା୧- ବ୍ରହ୍ମପୁର ଆଇଟିଆଇ ପୁଣି ବିଶ୍ୱସ୍ତରରେ ରେକର୍ଡ କରିବାକୁ ଯାଉଛି। ପୂର୍ବରୁ ସ୍କ୍ରାପ୍‌ ତଥା ଆବର୍ଜନାରେ ଏସିଆର ସର୍ବ ବୃହତ୍‌ ଗିଟାର ଏସିଆ ବୁକ ଅଫ…

6 years ago

ଟ୍ରକ୍‌ ଧକ୍କାରେ ମହିଳା ମୃତ, ସ୍ବାମୀ ଗୁରୁତର

ବ୍ରହ୍ମପୁର ଅଫିସ,୩ା୧- ମରଣଯନ୍ତା କୁହାଯାଉଥିବା ହଳଦିଆପଦର ଜାତୀୟ ରାଜପଥ ଏଣ୍ଟ୍ରି ପଏଣ୍ଟରେ ଗୁରୁବାର ଅପରାହ୍ନରେ ଏକ ସଡକ ଦୁର୍ଘଟଣା ଘଟିଛି। ବ୍ରହ୍ମପୁରରୁ ହଳଦିଆପଦର ଓଭରବ୍ରିଜ ଦେଇ ଜାତୀୟ…

6 years ago

ବୃତ୍ତି ନୁହେଁ, ବିଶ୍ୱରୂପ ଦର୍ଶନ ବିଦ୍ୟାର୍ଥୀଙ୍କ ଲକ୍ଷ୍ୟ ହେଉ

ବ୍ର୍‌ହ୍ମପୁର ଅଫିସ,୩ା୧- ବୃତ୍ତି ନୁହେଁ, ବିଶ୍ୱଦର୍ଶନ ଓ ବିଶ୍ୱରୂପ ଦର୍ଶନ ବିଶ୍ୱବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ଲକ୍ଷ୍ୟ ହେବା ଉଚିତ। କେବଳ ବୃତ୍ତି ଲକ୍ଷ୍ୟରେ ଅଧ୍ୟୟନ ବିଦ୍ୟାର୍ଥୀଙ୍କୁ ଶିକ୍ଷା କ୍ଷେତ୍ରରେ…

6 years ago

କଟକଣା ସତ୍ତ୍ୱେ ସାନଘାଗରାରେ ଅସୁରକ୍ଷିତ ଫଟୋ ଉଠା

କେନ୍ଦୁଝର, ୩ା୧ (ସ୍ବ.ପ୍ର.)-ଦୁର୍ଘଟଣା ରୋକିବା ପାଇଁ ବିଭିନ୍ନ ପର୍ଯ୍ୟଟନ କେନ୍ଦ୍ର ଗୁଡ଼ିକରେ ସେଲଫି ଫଟୋ ଉଠା ଉପରେ କଟକଣା କରାଯାଇଛି। ଏହା ଛଡା ବାରିକେଡ ବ୍ୟବସ୍ଥା କରାଯାଇ…

6 years ago