ଆମ ଜିଲା ଖବର

କଲଭର୍ଟ ତଳକୁ ଖସିଲା ବାଇକ୍‌: ୨ କଲେଜ ଛାତ୍ର ମୃତ, ଜଣେ ଆହତ

ସୁନ୍ଦରଗଡ଼,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ଅଲେଇକେରା ନିକଟରେ ଶନିବାର ଭାରସାମ୍ୟ ହରାଇ ଏକ ବାଇକ୍‌ କଲଭର୍ଟ ତଳକୁ ଖସି ପଡ଼ିଛି। ଦୁର୍ଘଟଣାରେ ୨ଜଣ କଲେଜ ଛାତ୍ରଙ୍କ…

6 years ago

କଟକରେ ରଜ କଟକଣା: ଭିଡ଼ ଜଗିବ ୩ଟି ଟିମ୍‌

କଟକ ଅଫିସ,୧୩।୬: ଆସନ୍ତା ସୋମବାର ଏବଂ ମଙ୍ଗଳବାର ରଜ ଯୋଗୁ ବଜାର ଭିଡ଼ ରହିବାର ସମ୍ଭାବନା ରହିଛି। ଅନେକ ସ୍ଥାନରେ ରଜ ଖେଳିବା ପାଇଁ ପ୍ରସ୍ତୁତି ଚାଲିଛି।…

6 years ago

ନିଶ୍ଚିନ୍ତକୋଇଲି ବ୍ଲକରେ ୪୩ କରୋନା ପଜିଟିଭ୍‌ ଚିହ୍ନଟ: ଅଞ୍ଚଳରେ ଭୟର ବାତାବରଣ, ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଆରମ୍ଭ

ନିଶ୍ଚିନ୍ତକୋଇଲି,୧୩।୬(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକରେ ୪୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୯ଜଣ ସରକାରୀ ସଂଗରୋଧ କେନ୍ଦ୍ର ଓ ୪ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ…

6 years ago

ଗଞ୍ଜାମରେ ନୂଆ ପଜିଟିଭ୍‌ ମଧ୍ୟରେ ୧୧ କରୋନା ଯୋଦ୍ଧା, ଟୁଇଟ୍‌ କରି ସୂଚନା ଦେଲେ ଜିଲାପାଳ

ଛତ୍ରପୁର, ୧୩।୬(ଡି.ଏନ୍‌.ଏ.)- ଗଞ୍ଜାମ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ ଜଣ କରୋନା ପଜିଟିଭ୍‌ ଚି଼ହ୍ନଟ ହୋଇଛନ୍ତି। ସେଥିରେ ୧୧ ଜଣ କରୋନା ଯୋଦ୍ଧା ମଧ୍ୟ…

6 years ago

ଆଜି ବରଗଡ଼ରେ ପହଞ୍ଚିବ ସ୍ବତନ୍ତ୍ର ପ୍ରବାସୀ ଟ୍ରେନ: ୨ଟି ରାସ୍ତାରେ ୧୪୪ ଧାରା ଲାଗୁ କଲା ପ୍ରଶାସନ

ବରଗଡ଼ ଅଫିସ,୧୩।୬: ରାଜ୍ୟ ବାହାରେ ଥିବା ଶ୍ରମିକଙ୍କୁ ନେଇ ଏକ ସ୍ବତନ୍ତ୍ର ପ୍ରବାସୀ ଟ୍ରେନ ବରଗଡ଼ ଅଭିମୁଖେ ଆସୁଛି। ଶନିବାର ଦିନ ପ୍ରାୟ ୨ଟା ୩୦ ମିନିଟରେ…

6 years ago

ଛତ୍ରପୁର ବ୍ଲକରୁ ୪ କରୋନା ପଜିଟିଭ ଚିହ୍ନଟ: ନରେନ୍ଦ୍ରପୁର ପଞ୍ଚାୟତ, ଘଡ଼ଘଡ଼ାପଲି ଗାଁ ୧୭ ପର୍ଯ୍ୟନ୍ତ ଶଟ୍‌ଡାଉନ

ଛତ୍ରପୁର, ୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରୁ ଶନିବାର ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଘଡ଼ଘଡ଼ାପଲି ଗାଁର ୩…

6 years ago

ବଲାଙ୍ଗୀରରେ ଦୁଇ ଦିନିଆ ଶଟ୍‌ଡାଉନ୍‌ ଆରମ୍ଭ: ଅତ୍ୟାବଶ୍ୟକ ସେବାକୁ ଛାଡ଼ି ସବୁ ବନ୍ଦ, ରାସ୍ତାଘାଟ ଜନଶୂନ୍ୟ

ବଲାଙ୍ଗୀର ଅଫିସ, ୧୩।୬- କରୋନା ସଂକ୍ରମଣ ରୋକିବା ଲାଗି ସରକାର ରାଜ୍ୟର ୧୧ଟି ଜିଲାରେ ଜୁନ ମାସର ପ୍ରତ୍ୟେକ ଶନିବାର ଓ ରବିବାରକୁ ଶଟ୍‌ଡାଉନ୍‌ ଘୋଷଣା କରିଛନ୍ତି…

6 years ago

କଣ୍ଟାବାଞ୍ଜିରେ ଶଟ୍‌ଡାଉନ ପ୍ରଭାବ: ପୋଲିସର କଡ଼ାକଡ଼ି ଯାଞ୍ଚ, ଅମାନିଆଙ୍କଠୁ ଆଦାୟ ହେଉଛି ଜରିମାନା

କଣ୍ଟାବାଞ୍ଜି,୧୩।୬(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୧ ଜିଲାରେ ଜୁନ୍‌ ମାସର ପ୍ରତ୍ୟେକ ଶନିବାର ଓ ରବିବାର ଦୁଇ ଦିନିଆ ଶଟ୍‌ଡାଉନ ଘୋଷଣା…

6 years ago

ପୋଖରୀରେ ବୁଡ଼ି ୪ ମାସର ହାତୀ ଛୁଆର ଜୀବନଗଲା

କୁଆଁରମୁଣ୍ଡା,୧୩।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଉରକେଲା ବନଖଣ୍ଡ ଅନ୍ତର୍ଗତ କୁଆଁରମୁଣ୍ଡା ବନ ରେଞ୍ଜ ଅଞ୍ଚଳର ସାନଡୋଲାକୁଦର ଜଙ୍ଗଲରେ ଥିବା ପୋଖରୀରେ ବୁଡ଼ି ଶୁକ୍ରବାର ଅପରାହ୍ନରେ ଏକ ୪ ମାସର…

6 years ago

ଛତ୍ରପୁର ଏସ୍‌ଡିପିଓ-ଆଇଆଇସିଙ୍କୁ କରୋନା: ଟୁଇଟ୍‌ କରି ସୂଚନା ଦେଲେ ଗଞ୍ଜାମ ଏସ୍‌ପି

ଛତ୍ରପୁର,୧୩।୬(ଡି.ଏନ୍‌.ଏ.):  ଗଞ୍ଜାମ ଜିଲା ପୋଲିସ ଅଧୀନ ଛତ୍ରପୁର ଏସ୍‌ଡିପିଓ ଓ ଥାନା ଆଇଆଇସି କରୋନା ଆକ୍ରାନ୍ତ ହୋଇଛନ୍ତି। ସେମାନେ ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ଶନିବାର ଗଞ୍ଜାମ…

6 years ago