ଆମ ଜିଲା ଖବର

ଶିମିଳିପାଳରେ ପୋଷା ହାତୀ ବବ୍‌ଲୁର ଉତ୍ପାତ

ବାରିପଦା ଅଫିସ,୨୬ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ଅଧୀନ ଲୁଲୁଙ୍ଗଠାରେ ବନ ବିଭାଗର ପୋଷା ହାତୀ ବବ୍‌ଲୁ ପର୍ଯ୍ୟଟକମାନଙ୍କୁ ଆକ୍ରମଣ କରୁଥିବା ଏକ ଭିଡିଓ ସୋସିଆଲ…

6 years ago

ଓଟୋ ଓଲଟି ୫ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି

ଭଦ୍ରକ ଅଫିସ,୨୬।୧୨: ରାଜପଥରୁ ତଳକୁ ଓହ୍ଲାଉଥିବା ବେଳେ ଓଟୋ ଓଲଟି ୫ ଜଣ ଗୁରୁତର ହୋଇଛନ୍ତି। ଅଟୋଟି ବାଲେଶ୍ୱର ଜିଲା ଡୁଙ୍ଗୁରା ଅଞ୍ଚଳରୁ ଭଦ୍ରକ ଆଡ଼କୁ ଆସୁଥିବାବେଳେ…

6 years ago

କଠିନ ବର୍ଜ୍ୟବସ୍ତୁ ପରିଚାଳନା

ମହାନଗର ରାଉରକେଲା ସ୍ମାର୍ଟ ସିଟି ମାନ୍ୟତା ପାଇବା ପରେ ବିଭିନ୍ନ ଦୃଷ୍ଟିରୁ ଏହାର ଗୁରୁତ୍ୱ ବଢିଛି। ନାନା ଯୋଜନା ମାଧ୍ୟମରେ ସହରକୁ ନୂଆ ରୂପ ଦେବାକୁ ଚେଷ୍ଟା…

6 years ago

ଆଜିଠୁ ଭିତରକନିକା ବନ୍ଦ

ରାଜନଗର,୨୬ା୧୨ (ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜନଗର ବ୍ଲକରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତାକାଲି ଠାରୁ ଜାନୁୟାରୀ ୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। ଏଥିପାଇଁ ପର୍ଯ୍ୟଟକମାନଙ୍କ…

6 years ago

ମହାନଦୀ ଶଯ୍ୟାରେ ବିଦେଶାଗତ ପକ୍ଷୀଙ୍କ ଭିଡ଼: ଠାବହେଲା ବିରଳ ପକ୍ଷୀ କମନ୍‌ ମରଗାନସର

ସୋନପୁର,୨୬ା୧୨(ନି.ପ୍ର.): ବର୍ତ୍ତମାନ ଶୀତଦିନରେ ଦେଶ ତଥା ଦେଶ ବାହାରର ପକ୍ଷୀଙ୍କ ପାଇଁ ଚିରସ୍ରୋତା ମହାନଦୀ ପାଲଟିଛି ଜଳନିବାସ। ପ୍ରଚଣ୍ଡ ଶୀତରେ ସେଠାକାର ପରିବେଶରେ ବରଫ ପଡୁଥିବାରୁ ବିଦେଶରୁ…

6 years ago

୧୫ ଫୁଟ ଖାଲରୁ ଭାଲୁ ଉଦ୍ଧାର

ଝରିଗାଁ,୨୬ା୧୨(ସ୍ବ.ପ୍ର): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଇଚ୍ଛାପୁର ପଞ୍ଚାୟତ କାଦମଲ୍ଲୀ ଗ୍ରାମର ଏକ ଚାଷ ଜମିରେ ଖୋଳା ଯାଇଥିବା ୧୫ଫୁଟ ଖାଲରୁ ଏକ ଭାଲୁକୁ ବୁଧବାର ବନବିଭାଗ…

6 years ago

ଚନ୍ଦ୍ରଭାଗା ଉପକୂଳରେ ଡଲ୍‌ଫିନ

ପୁରୀ ଅଫିସ, ୨୬ା୧୨: ଚନ୍ଦ୍ରଭାଗା ଉପକୂଳରେ ଡଲ୍‌ଫିନ। ଗତ କିଛିଦିନ ହେଲା କୂଳଠାରୁ ପ୍ରାୟ ୫୦୦ ମିଟର ଦୂରରେ କିଛି ଡଲ୍‌ଫିନ ଖେଳୁଥିବା ଦେଖାଯାଉଛି। ତେବେ ପର୍ଯ୍ୟଟନ…

6 years ago

ଅନୁଗୋଳ-ସମ୍ବଲପୁର ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା

ଛେଣ୍ଡିପଦା,୨୬।୧୨(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ-ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ଭାଗିରଥିପୁର ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହି ବସ୍‌ ସହ…

6 years ago

ଜଙ୍ଗଲ ଜମିରେ ଚାଲିଛି ବେଆଇନ ଗଞ୍ଜେଇ ଚାଷ: ଅମଳ ପାଇଁ ଗଞ୍ଜେଇପଦାରେ ଟଣାହେଲାଣି ତମ୍ବୁ

ବଇଣ୍ଡା,୨୬ା୧୨(ପରିକ୍ଷିତ ସାହୁ) - ଅନୁଗୋଳ ଜିଲା କିଶୋରନଗର ବ୍ଲକର ହଣ୍ଡପା ଓ ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଇଲାକାର ଅନେକ ସରକାରୀ ଜଙ୍ଗଲ ଜମିରେ ବେଆଇନ ଭାବେ…

6 years ago

ଗୋଟିଏ ଫୋନକୁ ୭୨ ପରିବାର: ଗଛରେ ଓହଳାଇ କରୁଛନ୍ତି ଯୋଗାଯୋଗ

ବନ୍ତଳା,୨୬ା୧୨ - ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଏପରି ଏକ ଗଁ। ଅଛି ଯେଉଁଠି ମୋବାଇଲ ଫୋନ ସେବା ପାଇବାକୁ ଅନେକ ହଇରାଣ ହେବାକୁ ପଡ଼ୁଛି…

6 years ago