ଆମ ଜିଲା ଖବର

ଦିବ୍ୟାଙ୍ଗଙ୍କ ସହିତ ବଡ଼ଦିନ ପାଳିଲେ ବିଧାୟକ, କଣ୍ଠଶିଳ୍ପୀ

ବାଲିଆପାଳ,୨୬।୧୨(ସ୍ବ.ପ୍ର.)-ବସ୍ତା ବିଧାୟକ ନିତ୍ୟାନନ୍ଦ ସାହୁ, ଓଲିଉଡ଼ର ପସିଦ୍ଧ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ଯୁବନେତା ରବୀନ୍ଦ୍ର ଅଣ୍ଡିଆ ଡଗରା ବେଳାଭୂମିରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ସହିତ ପବିତ୍ର ବଡ଼ଦିନ…

6 years ago

ପାଦ ବିକୃତି ଚିକିତ୍ସା ପରେ ଘରକୁ ଫେରିଲେ ଶିଶୁ

ଫୁଲବାଣୀ ଅଫିସ,୨୬ା୧୨-ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ହୋଇଥିବା ପାଦ ବିକୃତି ପିଲା ସୁସ୍ଥ ହୋଇ ଘରକୁ ଫେରିଛନ୍ତି।ଏମାନେ ଅନ୍ୟ ପିଲାଙ୍କ ଭଳି ସୁସ୍ଥ ଜୀବନଯାପନ କରି…

6 years ago

ଲୁଣା ନଦୀରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର

ମାର୍ଶାଘାଇ,୨୬।୧୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ମାର୍ଶାଘାଇ ଥାନା କୁଆଁରପାଳ ନିକଟ ଲୁଣା ନଦୀରେ ଗୁରୁବାର ଜଣେ ଅଜଣା ଯୁବତୀଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ଖବର ପାଇ ମାର୍ଶାଘାଇ ପୋଲିସ…

6 years ago

ବିଷ ପିଇ ଯୁବକଙ୍କ ମୃତ୍ୟୁ ଘଟଣା: ସ୍ବାସ୍ଥ୍ୟକେନ୍ଦ୍ରରେ ଭଙ୍ଗାରୁଜା, କଳା ବ୍ୟାଜ୍‌ ପିନ୍ଧି ପ୍ରତିବାଦ କଲେ ସ୍ବାସ୍ଥ୍ୟକର୍ମୀ

ପାତ୍ରପୁର,୨୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ପାଞ୍ଚଆମ୍ବ ଗ୍ରାମର ଅଶ୍ୱିନୀ ବେହେରା(୩୦) ବୁଧବାର ସନ୍ଧ୍ୟାରେ ବିଷ ପିଇ ଗୁରୁତର ଅବସ୍ଥାରେ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ସ୍ବାସ୍ଥ୍ୟାବସ୍ଥା…

6 years ago

ହାତୀ ଶାବକର ମୃତଦେହ ଉଦ୍ଧାର

ଦେବଗଡ଼,୨୬।୧୨(ଡି.ଏନ୍‌.ଏ.): ଦେବଗଡ଼ ବନଖଣ୍ଡ ରିଆମାଳ ରେଞ୍ଜ ଅଧୀନ ବରଡ଼ାନାଳି ଗ୍ରାମରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ମୃତ ହାତୀ ଶାବକର ଆନୁମାନିକ ବୟସ…

6 years ago

ଧକ୍କା ଦେଇ ପଳାଇଲା ଅଜଣା ଗାଡ଼ି: ମା’ ମୃତ, ଶିଶୁକନ୍ୟାଙ୍କ ଗୋଡ଼ ଭାଙ୍ଗିଲା

ଜଗନ୍ନାଥପ୍ରସାଦ, ୨୬।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ଥିବା କୃଷି ଫାର୍ମ ସମ୍ମୁଖରେ ବୁଧବାର ରାତିରେ ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡ଼ି ଧକ୍କାରେ ଲୁନାରେ…

6 years ago

ବିଜେଡିର ୨୩ତମ ପ୍ରତିଷ୍ଠା ଦିବସ: ବିଜୁ ବାବୁଙ୍କ ନୀତି ଆଦର୍ଶରେ ଅନୁପ୍ରାଣୀତ ହେବାକୁ କର୍ମୀଙ୍କୁ ପରାମର୍ଶ

ସେମିଳିଗୁଡ଼ା,୨୬।୧୨(ସ୍ବ.ପ୍ର.) : କୋରାପୁଟ ଜିଲା ସେମିଳିଗୁଡ଼ାର ଦାମନଯୋଡ଼ି ଛକ ନିକଟସ୍ଥ ୨୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେ ବିଜୁ ଜନତା ଦଳ ପକ୍ଷରୁ ପଟ୍ଟାଙ୍ଗି ନିର୍ବାଚନ ମଣ୍ଡଳୀର…

6 years ago

ବିଲରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

ଆନନ୍ଦପୁର,୨୬।୧୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅନ୍ତର୍ଗତ ୨୦ନଂ. ଜାତୀୟ ରାଜପଥ ସାଇଁକୁଳ ଓଭରବ୍ରିଜ ନିକଟ ଏକ ବିଲରୁ ଗୁରୁବାର ପୋଲିସ ଜଣେ ଅଜଣା ମହିଳାଙ୍କ ମୃତଦେହ…

6 years ago

ସଡ଼କ ଦୁର୍ଘଟଣା: ଜଣେ ମୃତ, ଜଣେ ଗୁରୁତର

ଖଣ୍ଡପଡ଼ା,୨୬।୧୨(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅନ୍ତର୍ଗତ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମ ନିକଟ ମୁଖ୍ୟ ରାସ୍ତା ଭାନୁମତି ମନ୍ଦିର ପାର୍ଶ୍ୱ ବୁଲାଣିଠାରେ ବୁଧବାର ବିଳମ୍ବିତ ରାତିରେ…

6 years ago

କୀଟନାଶକ ପିଇ ପ୍ରାଣ ହରାଇଲେ ମହିଳା

ଦାରିଙ୍ଗବାଡ଼ି,୨୬।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ଣଣୀଗାଁ ଥାନା ଅଞ୍ଚଳରେ ପାରିବାରିକ କଳହକୁ ନେଇ ଜଣେ ମହିଳା କୀଟନାଶକ ପିଇ ପ୍ରାଣ ହରାଇଥିବା ଜଣାପଡ଼ିଛି। ମୃତା ମହିଳା…

6 years ago