ଆମ ଜିଲା ଖବର

କଟକଣା ସତ୍ତ୍ୱେ ଛତ୍ରବଜାରରେ ଭିଡ଼: ଜିଲା ପ୍ରଶାସନ ପଦକ୍ଷେପ ନେବାକୁ ଦାବି

କଟକ ଅଫିସ,୨୫।୩: କରୋନା (କୋଭିଡ୍‌-୧୯)ର ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଓଡ଼ିଶାକୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ମାତ୍ର କଟକ ଛତ୍ରବଜାରରେ ଏହି କଟକଣାକୁ ଲୋକେ ମାନୁ…

6 years ago

ବୁଲାଗୋରୁଙ୍କୁ ମିନି ଷ୍ଟାଡିୟମରେ ଭର୍ତ୍ତିକରି ତାଲା ପକାଇଲା ପ୍ରଶାସନ, ୩ଦିନ ହେଲା ଉପାସରେ

ଗଞ୍ଜାମ, ୨୫।୩(ଡି.ଏନ୍‌.ଏ.): କରୋନା ପାଇଁ ସାରା ବିଶ୍ୱ ଚିନ୍ତାରେ ଥିବାବେଳେ ଜୀବଜନ୍ତୁ ମଧ୍ୟ ସଙ୍କଟରେ ପଡ଼ିଛନ୍ତି। ଏ ନେଇ ସରକାର ଏପ୍ରିଲ ୧୪ ପର୍ଯ୍ୟନ୍ତ ଅର୍ଥାତ୍‌ ୨୧…

6 years ago

ବାହାନା କରି ବାହାରୁଛନ୍ତି ଲୋକେ, ୨୪ ଜଣଙ୍କ ନାମରେ ମାମଲା

ଅନୁଗୋଳ ଅଫିସ୍, ୨୫ା୩- କରୋନା ସଂକ୍ରମଣକୁ ଅଟକାଇବା ପାଇଁ ସାରା ଦେଶରେ ସରକାର ଲକଡାଉନ ଘୋଷଣା କରିଥିଲେ ହେଁ ଅନେକେ ଏହାକୁ ପାଳୁ ନ ଥିବା ଦେଖିବାକୁ…

6 years ago

ଦିଗପହଣ୍ଡି ଗ୍ରାମାଞ୍ଚଳରେ ଯୁବ ସଙ୍ଗଠନ ପକ୍ଷରୁ ଜନସଚେତନତା

ଦିଗପହଣ୍ଡି,୨୫।୩(ଡି.ଏନ୍‌.ଏ.): କରୋନା (କୋଭିଡ-୧୯)ର ମୂକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରୀ ପଞ୍ଚାୟତ…

6 years ago

ଚିତ୍ରକୋଣ୍ଡାରେ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ଘରେ ରହିବାକୁ କୁହାଯାଉଛି

ଚିତ୍ରକୋଣ୍ଡା, ୨୫।୩(ଡି.ଏନ୍‌.ଏ.): ସାରା ପୃଥିବୀରେ କରୋନା ଭୂତାଣୁ ଭୟଙ୍କର ରୂପ ଧାରଣ କରିଥିବା ବେଳେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ପ୍ରଥମେ ମାର୍ଚ୍ଚ ୩୧ ଓ ପରେ…

6 years ago

କରୋନା ପ୍ରଭାବ: ଗଞ୍ଜାମରେ ଖାଉଟି ସାମଗ୍ରୀ କଳାବଜାର ଅଭିଯୋଗ

ଗଞ୍ଜାମ,୨୫।୩(ଡି.ଏନ୍‌.ଏ.): କରୋନା ପାଇଁ ସବୁଠି ହାହାକାର। ଭୟରେ ଲୋକେ ଘରୁ ବାହାରୁ ନାହାନ୍ତି। ଏଥିପାଇଁ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଛି।…

6 years ago

୫ ବଖରା ଜଳିଗଲା

ଭୁବନ/ମାଧପୁର, ୨୫ା୩(ଡି.ଏନ.ଏ.)- ଅଗ୍ନିକାଣ୍ଡ ଘଟି ଢେଙ୍କାନାଳ ଜିଲା ଭୁବନ ବ୍ଲକ ବର୍ଣ୍ଣାଳି ଗ୍ରାମର ଈଶ୍ୱର ମାହୁନ୍ତଙ୍କ ୨ ବଖରା ଘର ମଙ୍ଗଳବାର ରାତିରେ ଜଳିଯାଇଛି । ସମସ୍ତେ…

6 years ago

ସରକାରୀ ନିର୍ଦ୍ଦେଶ ଉଲ୍ଲଙ୍ଘନ: କଟକଣା ସତ୍ତ୍ୱେ ବଜାରରେ ଲୋକଙ୍କ ଭିଡ଼

ବସ୍ତା,୨୫।୩(ଡି.ଏନ୍‌.ଏନ୍‌.): ମହାମାରୀ କରୋନା ସଂକ୍ରମଣ ଭୟକୁ ରୋକିବାକୁ ନେଇ ସରକାର ବ୍ୟାପକ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛନ୍ତି ଲୋକେ। ଏହି ଭୂତାଣୁ…

6 years ago

ମିଲିଟାରୀ ଗୁଇନ୍ଦା ସ୍କାନରରେ ଦଲାଲ

ଗୋପାଳପୁର,୨୫ା୩-ଆଗାମୀ ଦିନରେ ସୈନ୍ୟ ବାହିନୀରେ ଲୋୟର ଡିଭିଜନ କ୍ଲର୍କ (ଏଲଡିସି)ରେ ଚାକିରି କରାଇଦେବା ନାଁରେ ଠକେଇ କରିଥିବା ଅଭିଯୋଗରେ ଗତ ୨୦ ତାରିଖରେ ଜନୈକ ଯୁବକଙ୍କୁ ମିଲିଟାରୀ…

6 years ago

ଲକ୍‌ଡାଉନ୍‌କୁ ଗୁରୁତ୍ୱ ଦେଉନାହାନ୍ତି ଯାଜପୁର ରୋଡ୍‌ ବାସିନ୍ଦା: କିଣାକିଣି ବେଳେ ରଖାଯାଉନାହିଁ ସାମାଜିକ ଦୂରତା, ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନରେ ପ୍ରବଳ ଭିଡ଼

ଯାଜପୁର ଅଫିସ,୨୫।୩-କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଲକ୍‌ଡାଉନ୍‌ ଘୋଷଣାକୁ ଯାଜପୁର ଜିଲାର ପ୍ରାୟ ଦୋକାନୀ ମାନୁଥିବାବେଳେ ଲୋକେ କିନ୍ତୁ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଇଛି। ଏଥିପାଇଁ ପୋଲିସକୁ…

6 years ago