ବାଲେଶ୍ୱର ଅଫିସ, ୨୩।୧୨-ମା’ ବାପା ଗରିବ ହୋଇଥିଲେ ବି ମନୋବଳ ହରାଇନାହାନ୍ତି। ଦୀର୍ଘ ୧୨ବର୍ଷ ଧରି ନିଜ ରୋଗଣା ଝିଅ ନିବେଦିତାକୁ ଯତ୍ନର ସହ ଲାଳନପାଳନ କରିଆସୁଛନ୍ତି।…
ବାଲେଶ୍ୱର ଅଫିସ, ୨୩।୧୨: ବାଲେଶ୍ୱର ଜିଲା ଚାନ୍ଦିପୁର ସ୍ବର୍ଣ୍ଣିମ ବେଳାଭୂମିରେ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନେତୃତ୍ୱରେ ଜିଲା ପ୍ରଶାସନ ଓ ହୋଟେଲ ଆସୋସିଏଶନର ମିଳିତ ଆନୁକୂଲ୍ୟରେ…
ମାଲକାନଗିରି,୨୩ା୧୨(ସ୍ବ.ପ୍ର.)- ଲାଲବାହିନୀର ହାତ ଛାଡିଛନ୍ତି ୨୫୦ରୁ ଊର୍ଦ୍ଧ୍ୱ ମାଓବାଦୀ ସମର୍ଥକ। ଏଭଳି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକର ମହୁପଦର ଅଞ୍ଚଳରେ। ରବିବାର ସେମାନେ ମାଥିଲି…
ପର୍ଲା, ୨୩।୧୨ (ଡି.ଏନ୍.ଏ.)- ମୁଇଁ ଜିଁବାକେ ଚାହୁଁଛେଁ। ପୁଅବହ, ନାତିନାତେନକେକର ସଂଗେ ସମିଆ ବିତାବାକେ ଚାହୁଁଛେଁ। ମୋତେ ଭଲ କରି ଦିଅ। ଇ ହୁରୁତ୍ ତରଲି ଗଲା…
ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ଥାନା ଖଳିସାହି ଗ୍ରାମରେ ନିଶାଦ୍ରବ୍ୟର ଅବାଧ କାରବାର ଯୋଗୁ ଆଇନଶୃଙ୍ଖଳା ପରିସ୍ଥିତି ସୃଷ୍ଟି ହେଉଥିଲା। ଗ୍ରାମବାସୀ ଏ ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରି…
ନୟାଗଡ଼ ଅଫିସ,୨୩ା୧୨: ବିଦେଶରେ ଚାକିରି କରାଇଦେବାକୁ କହି ଟଙ୍କା ଠକେଇ ଘଟଣାର ନୟାଗଡ଼ ଟାଉନ ପୋଲିସ କେବଳ କାର୍ଯ୍ୟାଳୟ ସିଲ୍ରେ ଅଟକିଛି। ଘଟଣାର ମାସେ ବିତିଯାଇଥିଲେ ମଧ୍ୟ…
ଖଣ୍ଡପଡ଼ା,୨୩ା୧୨(ସ୍ବ.ପ୍ର.): ଖଣ୍ଡପଡା ବ୍ଲକ କୋସକା ପଞ୍ଚାୟତର ଯୋଗୀଯୋଗିଆଣୀ ବୌଦ୍ଧପୀଠକୁ ରାଜ୍ୟ ସରକାର ପର୍ଯ୍ୟଟନ କ୍ଷେତ୍ର ଭାବେ ଘୋଷଣା କରିବାର ୩ ବର୍ଷ ବିତିଲାଣି ।ମାତ୍ର ଏହି ପୀଠର…
ଜଗତ୍ସିଂହପୁର ଅଫିସ,୨୩ା୧୨: ତିର୍ତ୍ତୋଲ ଗୋପିଆକୁଦସ୍ଥିତ ସରକାରୀ ଦେଶୀ ମଦ ଦୋକାନରେ କାମ କରୁଥିବା ଅମୀନ ସେଠୀ(୩୫) ନାମକ ଯୁବକଙ୍କ ମୃତଦେହ ଶନିବାର ରେଳଧାରଣାରୁ ଉଦ୍ଧାର କରାଯାଇଥିଲା। ୨୦…
ଜଗତ୍ସିଂହପୁର ଅଫିସ,୨୩ା୧୨: ଜଗତ୍ସିଂହପୁର ଜିଲା କୁଜଙ୍ଗ ଥାନା ଅଧୀନ ବାଲିତୁଠ ପ୍ରାଥମିକ ବିଦ୍ୟାଳୟ ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଲିନା ନନ୍ଦ ଜଣେ ୩ୟ ଶ୍ରେଣୀ ଛାତ୍ରୀଙ୍କୁ ମାଡ଼ ମାରିଥିବା…
ଜଗତ୍ସିଂହପୁର ଅଫିସ,୨୩ା୧୨: ଜଗତ୍ସିଂହପୁର ଜିଲାରେ ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକର ଲାଇବ୍ରେରି ବହି କିଣାରେ ଚଞ୍ଚକତା କରାଯାଉଛି। ନିର୍ଦ୍ଦିଷ୍ଟ ପ୍ରକାଶକଙ୍କ ସହ ଗୁପ୍ତ ବୁଝାମଣା କରାଯାଇ କମିଶନ ଆକାରରେ…