ଆମ ଜିଲା ଖବର

ମାଗଣାରେ ପନିପରିବା, ମାସ୍କ ବଣ୍ଟନ କଲା ମିଶନ ଶକ୍ତି

କେସିଙ୍ଗା,୨୧।୪: କଳାହାଣ୍ଡି ଜିଲା କେସିଙ୍ଗାରେ ଅସହାୟ ଲୋକଙ୍କୁ ମାଗଣାରେ ପନିପରିବା ଓ ମାସ୍କ ବଣ୍ଟନ। ଏନ୍‌.ଏ.ସି. ସ୍ଥିତ ସାନପଡା, ଗୌଡ଼ପଡା ଓ ମାଝିପଡାରେ ମିଶନ ଶକ୍ତି ଓ…

6 years ago

ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ମାସ୍କ ବଣ୍ଟନ

ଦାରିଙ୍ଗବାଡ଼ି,୨୧।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ବିଭିନ୍ନ ଦୁର୍ଗମ ଅଞ୍ଚଳରେ ଅନ୍ତରଙ୍ଗ ଯୁବ ସଂଘ ପକ୍ଷରୁ ବିଶୋଧିତ କରାଯିବା ସହ ମାସ୍କ ବଣ୍ଟନ କରାଯାଇଛି। ଏଥିସହ ବିଭିନ୍ନ ଅଞ୍ଚଳକୁ…

6 years ago

ଦୁଇ ମାସରେ ୧୦ମୃତ୍ୟୁ, ଅନେକ ଲୋକ ଆକ୍ରାନ୍ତ: ଡେଙ୍ଗୁ ସନ୍ଦେହ

ମୁନିଗୁଡା,୨୧।୪: କରୋନା ବା କୋଭିଡ-୧୯କୁ ନେଇ ସାରା ରାଜ୍ୟରେ ଏବେ ଆତଙ୍କ ଖେଳିଯାଇ ଥିବା ବେଳେ ରାୟଗଡା ଜିଲା ମୁନିଗୁଡାରେ ଅଜଣା ରୋଗରେ ଲୋକଙ୍କ ମୃତ୍ୟୁ ହେଉଥିବା…

6 years ago

ଲକ୍‌ଡାଉନ ଉଠିବା ପରେ ବାହାର ରାଜ୍ୟରୁ ଫେରିବେ ଲୋକେ: ନାମ ପଞ୍ଜିକରଣ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଫର୍ମ ଜାରି

ଛତ୍ରପୁର, ୨୧।୪( ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାର ବହୁ ଲୋକ ଓଡ଼ିଶା ବାହାରେ ଅଛନ୍ତି। ମେ’ ୩ ତାରିଖ ପରେ ଲକ୍‌ଡାଉନ ଉଠିବା ପରେ ସେମାନେ ଗଞ୍ଜାମ ଜ଼ିଲ୍ଲାକୁ…

6 years ago

ଓଲଟିଲା ଗ୍ୟାସ ଟ୍ୟାଙ୍କର

ଜୟପୁର,୨୧।୪(ଡି.ଏନ୍‌.ଏ): କୋରାପୁଟ ଓ ଜୟପୁର ଘାଟି ମଧ୍ୟରେ ବାରିଣୀପୁଟ ନିକଟସ୍ଥ ଜାତୀୟ ରାଜପଥ ୨୬ରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସୋମବାର ବିଳମ୍ବିତ ରାତିରେ ବାରିଣୀପୁଟ ନିକଟସ୍ଥ ଜାତୀୟ…

6 years ago

ଗଞ୍ଜାମରେ ସକାଳ ୭ ରୁ ଅପରାହ୍ନ ୨ଟା ଯାଏ ଖୋଲିବ ବ୍ୟାଙ୍କ: ଜିଲାପାଳ

ଛତ୍ରପୁର, ୨୧।୪(ଡି.ଏନ୍‌.ଏ.): ଗଞ୍ଜାମ ଜ଼ିଲାରେ ଥିବା ସମସ୍ତ ବ୍ୟାଙ୍କ ସକାଳ ୭ ରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ। ଏ ନେଇ ଜିଲାପାଳ ବିଜୟ ଅମୃତା…

6 years ago

୩ ବ୍ଲକ୍‌ର ୫ ଗ୍ରାମ ସିଲ୍‌

ଯାଜପୁର ଅଫିସ,୨୧ା୪: ରାଜ୍ୟରେ ସୋମବାର ଚିହ୍ନଟ ହୋଇଥିବା ୧୩ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫ଜଣ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଆକ୍ରାନ୍ତଙ୍କ ଘର ଦଶରଥପୁର ବ୍ଲକ ବିରଜାପୁର…

6 years ago

ସଫେଇ କର୍ମଚାରୀଙ୍କୁ ପାଣି, ଫୁଲ ପକାଇ ସମ୍ମାନିତ

ଜଟଣୀ ୨୧ା୪(ଡି.ଏନ.ଏ.): କରୋନା ସଂକ୍ରମଣ ରୋକିବାରେ ଅଗ୍ରଦୂତ ସାଜିଥିବା ଡାକ୍ତର, ନର୍ସ, ପୋଲିସ ଓ ସଫେଇ କର୍ମଚାରୀ ଜୀବନକୁ ବାଜି ଲଗାଇଛନ୍ତି। ଲକ୍‌ଡାଉନ୍‌ ସମୟରେ ଲୋକଙ୍କ ସେବାରେ…

6 years ago

ପିପିଲି ଟୋଲ୍‌ ପ୍ଲାଜାରୁ ଟିକସ ଆଦାୟ ଆରମ୍ଭ

ପିପିଲି,୨୧ା୪ (ସ୍ବ.ପ୍ର): ରାଜ୍ୟ ସରକାର ଲକ୍‌ଡାଉନକୁ କିଛିମାତ୍ରାରେ କୋହଳ କରିଛନ୍ତି। ପୁରୀ ଜିଲା ପିପିଲି ଟୋଲ ପ୍ଲାଜା ସିଲକୁ ସୋମବାରଠାରୁ ଖୋଲା ଯାଇଛି। ଏଥିସହ କର୍ମଚାରୀମାନେ ପୂର୍ବଭଳି…

6 years ago

ସଙ୍କଟରେ ଚାନ୍ଦୁଆ ଶିଳ୍ପ

ପିପିଲି, ୨୧ା୪: କରୋନା ଯୋଗୁ ମଣିଷର ଜୀବନ ଜୀବିକା ପ୍ରଭାବିତ ହୋଇଛି। ଏଥିରୁ ବାଦ୍‌ ପଡ଼ିନାହିଁ ପିପିଲିର ପ୍ରସିଦ୍ଧ ଚାନ୍ଦୁଆ ଶିଳ୍ପ। ଫନୀ ବାତ୍ୟା ପରେ କଷ୍ଟେମଷ୍ଟେ…

6 years ago