ଆମ ଜିଲା ଖବର

ଗଛ ଲଗାଇଥିଲେ ଏବେ କାଟିଦେଲେ: ୫୭ ନଂ. ଜାତୀୟ ରାଜପଥ କଡ଼ ବୃକ୍ଷଶୂନ୍ୟ

ଖୋର୍ଦ୍ଧା ଅଫିସ/ବୋଲଗଡ, ୨୧ା୧୨ (ଡି.ଏନ.ଏ.): ରାସ୍ତା ପ୍ରଶସ୍ତୀକରଣର ଆଳ ଦେଖାଇ ବଲାଙ୍ଗୀର-ଖୋର୍ଦ୍ଧା ୫୭ ନଂ. ଜାତୀୟ ରାଜପଥ(ଏନଏଚ୍‌) କଡରୁ କଟା ଚାଲିଛି ଗଛ। ତେବେ ରାସ୍ତା ପ୍ରଶସ୍ତୀକରଣକୁ…

6 years ago

ଅନିଶ୍ଚିତତାରେ ୧୫୦୦ ଚାଷୀ

ଗତ ୨୮ତାରିଖରୁ ଯାଜପୁର ଜିଲାରେ ଖରିଫ ଋତୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ହେଲେ ଜିଲାର ବିଭିନ୍ନ ସ୍ଥାନରେ ଅମଳ ପୂର୍ଣ୍ଣମାତ୍ରାରେ ହୋଇ ନ ଥିବାରୁ…

6 years ago

ଶ୍ରଦ୍ଧାଳୁଙ୍କ ପାଇଁ ୧ ହଜାର କୋଠରି ବିଶିଷ୍ଟ ଭକ୍ତନିବାସ

ପୁରୀ ଅଫିସ, ୨୧ା୧୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ପରିଚାଳନା କମିଟି ବୈଠକ ବସିଥିଲା। ଏଥିରେ ଶ୍ରୀମନ୍ଦିର ସଂସ୍କାର ମାମଲାରେ…

6 years ago

ମହାପ୍ରଭୁ ୧୪ ଘଣ୍ଟା ଉପାସରେ ରହିବା ଘଟଣା: ୩ଜଣଙ୍କୁ ନୋଟିସ, ଜାନୁୟାରୀ ୪ରୁ ଶୁଣାଣି

ପୁରୀ ଅଫିସ, ୨୧ା୧୨: ଗତବର୍ଷ ଡିସେମ୍ବର ୨୮ ତାରିଖରେ ଶ୍ରୀମନ୍ଦିରରେ ଘଟିଥିଲା ଚରମ ବିଭ୍ରାଟ। ମହାପ୍ରଭୁ ୧୪ ଘଣ୍ଟା ଭୋକ ଉପାସରେ ରହିଥିଲେ। ତେବେ ଏଥିପାଇଁ ଯେଉଁମାନେ…

6 years ago

ସଙ୍କଟାପନ୍ନ ଅବସ୍ଥାରେ ୪୮ କିଡ୍‌ନୀ ରୋଗୀ

କଟକ ଅଫିସ,୨୧ା୧୨: କଟକ ଏସ୍‌ସିବି ମେଡିକାଲରେ ୪୮ ଜଣ କିଡ୍‌ନୀ ରୋଗୀଙ୍କ ଡାୟାଲିସିସ କରାଯାଉଛି। ମାତ୍ର ଡାୟାଲିସିସ୍‌ ପାଇଁ ଆବଶ୍ୟକ ଫ୍ଲୁଇଡ୍‌ ଏବେ ଏସ୍‌ସିବି ମେଡିକାଲରେ ମାଗଣାରେ…

6 years ago

ଅଧିକ ରାଜସ୍ବ, ତଥାପି ସରୁନି ସରକାରୀ ଅବହେଳା: ପଙ୍ଗୁ ଅବସ୍ଥାରେ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟ

ତାଳଚେର,୨୧ା୧୨(ନି.ପ୍ର.) - ତାଳଚେରସ୍ଥିତ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟରେ ଦୀର୍ଘଦିନ ହେଲା ଅଚଳାବସ୍ଥା ଲାଗି ରହିଛି। ୧୮ ମାସ ହେଲା ଏଠାରେ କୌଣସି ଅଧିକାରୀ ନାହାନ୍ତି କି ଅଫିସ…

6 years ago

ପ୍ରତିଶ୍ରୁତି ରଖିଲାନି ବନ ବିଭାଗ: କର୍ମଚାରୀ ୮ ଘଣ୍ଟା ଅଟକ

ପରଜଙ୍ଗ, ୨୧।୧୨(ଡି.ଏନ.ଏ.) - ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ହାତୀପଲ ଆତଙ୍କ ଥମୁନାହିଁ। ଏହାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ପୁଞ୍ଜୀଭୂତ ଅସନ୍ତୋଷ ଦିନକୁ…

6 years ago

ଆଜିଠାରୁ ୪୬ତମ ରାଜ୍ୟସ୍ତରୀୟ ବିଜ୍ଞାନମେଳା: ଯୋଗଦେବେ ୧୮୦ କୁନି ବୈଜ୍ଞାନିକ

ଅନୁଗୋଳ ଅଫିସ, ୨୧।୧୨- ଅନୁଗୋଳ ହାଇସ୍କୁଲରେ ଶନିବାର ଠାରୁ ଆରମ୍ଭ ହେବ ରାଜ୍ୟସ୍ତରୀୟ ୪୬ ତମ ବିଜ୍ଞାନମେଳା। ୩ ଦିନ ଧରି ହେବାକୁ ଥିବା ଏହି ବିଜ୍ଞାନମେଳାରେ…

6 years ago

ମୋ ସରକାର କକ୍ଷ ଉଦ୍‌ଘାଟିତ

ଜି.ଉଦୟଗିରି,୨୧ା୧୨(ଡି.ଏନ.ଏ.)-ଜି.ଉଦୟଗିରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ବୁଧବାର ମୋ ସରକାର କକ୍ଷ ଉଦ୍‌ଘାଟିତ ହୋଇଯାଇଛି। ଏହାକୁ ଜି.ଉଦୟଗିରି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ମହାପାତ୍ର ଉଦ୍‌ଘାଟନ କରିଥିଲେ।…

6 years ago

ଶିକ୍ଷକ ଅଭାବ, ପାଠ ପଢ଼ାଇଲେ ମଙ୍ଗଳ ଅଧିକାରୀ: ୧୫ ଦିନ ମଧ୍ୟରେ ଶିକ୍ଷକ ନିଯୁକ୍ତି ପ୍ରତିଶ୍ରୁତି

ଫିରିଙ୍ଗିଆ,୨୧ା୧୨-ସେବାଶ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଅନେକ ଦିନରୁ ଦାବି ଜଣାଇ ଆସୁଛନ୍ତି ଗ୍ରାମବାସୀ। ତଥାପି ଶିକ୍ଷକ ନିଯୁକ୍ତି କରୁନାହିଁ ପ୍ରଶାସନ। ଫିରିଙ୍ଗିଆ ବ୍ଲକ କ୍ରାଣ୍ଡିବାଲି ପଞ୍ଚାୟତର କାଙ୍ଗାପଡା…

6 years ago