ପୁରୁଷୋତ୍ତମପୁର,୨୦।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ସୁନାଥର ଗ୍ରାମରେ ସୋମବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟି ୨୫ ପରିବାରଙ୍କ ଘର ସମ୍ପୂର୍ଣ୍ଣ ପୋଡି ଯାଇଥିଲା। ମଙ୍ଗଳବାର ଧରିତ୍ରୀରେ…
ଆଠଗଡ଼,୨୦।୧୨(ଡି.ଏନ୍.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କନ୍ତୋଲ ବଉଳ ମଣ୍ଡପ ସାହିର ପ୍ରକାଶ କୁମାର ନାୟକଙ୍କ ଘର ଉପରେ ବୋମାମାଡ଼ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ କେହି…
କେନ୍ଦୁଝର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜେଲରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ଜିଲା ଡାକ୍ତରଖାନାରେ ଶୁକ୍ରବାର ପୂର୍ବାହ୍ନରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଲେ ହରିଚନ୍ଦନପୁର ବ୍ଲକ ମିଶ୍ର…
ଖୋର୍ଦ୍ଧା ଅଫିସ,୨୦।୧୨: ଖୋର୍ଦ୍ଧା ଅବକାରୀ ବିଭାଗ ପକ୍ଷରୁ ବାଘମାରୀ ଥାନାର କୋଟପଲ୍ଲା ଛକରେ ଶୁକ୍ରବାର ଚଢ଼ାଉ କରାଯାଇ ୧୮ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ବ୍ରାଉନସୁଗାର ବିକ୍ରି…
ମାର୍ଶାଘାଇ,୨୦।୧୨(ଡି.ଏନ୍.ଏ.): କେନ୍ଦ୍ରାପଡା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ୫ନଂ. ଜାତୀୟ ରାଜପଥ ମାର୍ଶାଘାଇ କ୍ରସିଂ ଛକ ଓ ହଜାରୀ ଛକ ମଧ୍ୟରେ ଥିବା ପେଟ୍ରୋଲ ପମ୍ପରୁ ଲୁଟ୍…
କଟକ ଅଫିସ,୨୦।୧୨: ରବିବାର କଟକର ବାରବାଟୀରେ ଖେଳାଯିବ ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନ୍ତିମ ତଥା ୩ୟ ମ୍ୟାଚ୍। ଏହା ପୂର୍ବରୁ ଶୁକ୍ରବାର ପୋଲିସ ଡିଜି ଅଭୟ ଷ୍ଟାଡିୟମର ସୁରକ୍ଷା…
ଆନନ୍ଦପୁର,୨୦।୧୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କାଠକଟା ପଞ୍ଚାୟତ କୁଶବଣିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିର ହାତୀପଲ ପଶି ଉପଦ୍ରବ କରିଛନ୍ତି। ହାତୀପଲ ଗ୍ରାମର ମାଳତୀ ମହାକୁଡ଼ଙ୍କ…
ଭଦ୍ରକ ଅଫିସ,୨୦।୧୨: ଭଦ୍ରକ ବିଧାୟକ ସଞ୍ଜୀବ ମଲିକ ଗୁରୁବାର ବିଳମ୍ବିତ ରାତିରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରିଛନ୍ତି। ସେ ରାତିରେ ରୋଗୀସେବା ନିରୀକ୍ଷଣ କରିବା…
କଟକ ଅଫିସ,୨୦।୧୨: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ସେକ୍ସନ ଅଫିସର (ଏଷ୍ଟାବ୍ଲିଷମେଣ୍ଟ) ବିଭୂତି ଭୂଷଣ ରାୟଙ୍କୁ ଗୁରୁବାର ଗିରଫ କରି କୋର୍ଟଚାଲାଣ କରାଯାଇଥିଲା। କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ…
ପରଜଙ୍ଗ,୨୦।୧୨(ଡି.ଏନ୍.ଏ.): ଢେଙ୍କାନାଳ ବନଖଣ୍ଡ ମହାବୀରୋଡ୍ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧୀନ ରୋଡ଼ ପଞ୍ଚାୟତ କୁନ୍ଦନଦେଇପୁର ଗ୍ରାମ ଗୁଡ଼ିଆନାଳି ବେରଣା ନିକଟରେ ଦନ୍ତାହାତୀ ଆକ୍ରମଣରେ ଶୁକ୍ରବାର ଜଣେ…