ଆମ ଜିଲା ଖବର

ମଣ୍ଡି ବନ୍ଦ ଦିନ ୩ଶହ କୁଇଣ୍ଟାଲ ଧାନ କିଣା

ନବରଙ୍ଗପୁର,୧୦।୧(ବି.ପ୍ର.)- ମଣ୍ଡିରେ ଚାଷୀଙ୍କ ସ୍ବାଥର୍ର୍ ପ୍ରତି ଦୃଷ୍ଟି ଦିଆଯିବ। ଠିକ ସମୟରେ ଧାନ ମଣ୍ଡିରୁ ଉଠିବ ଓ ସରକାରୀ ଧାର୍ଯ୍ୟ ମୂଲ୍ୟ ଚାଷୀ ପାଇବେ । ଏହା…

6 years ago

ମୋବାଇଲ ଅଛି, ନେଟଓ୍ବର୍କ ନାହିଁ: ଅପହଞ୍ଚ ଇଲାକାରେ ମୋବାଇଲ ଫୋନ ସେବା ବିଚ୍ଛିନ୍ନ

ଲେଫ୍ରିପଡା,୧୦।୧(ଡି.ଏନ.ଏ) -ସୁନ୍ଦରଗଡ ଜିଲା ଲେଫ୍ରିପଡା ବ୍ଲକ୍‌ ଅନ୍ତର୍ଗତ ରାଜବାହାଲ ପଞ୍ଚାୟତ ଏକ ଆଦିବାସୀ ଅଧ୍ୟୁଷିତ ଉପାନ୍ତ ଅଞ୍ଚଳ। ଏହା ଦୁର୍ଗମ ପାହାଡି ଅଞ୍ଚଳରେ ରହିଥିବା ବେଳେ ଅଞ୍ଚଳବାସୀ…

6 years ago

କଳା, ସଂସ୍କୃତି ସମସ୍ତଙ୍କୁ ଏକାଠି କରେ

ସୋନପୁର, ୧୦।୧(ନି.ପ୍ର.) - ସୁବର୍ଣ୍ଣପୁର ଜିଲା ସଂସ୍କୃତି ପରିଷଦ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଛି ୨୭ ତମ ସୁବର୍ଣ୍ଣ…

6 years ago

ଲକ୍ଷ୍ମୀପୂଜା ମଣ୍ଡପ ଉଦ୍‌ଘାଟିତ

ଦେବଗଡ଼, ୧୦।୧(ଡ଼ି.ଏନ୍‌.ଏ.)-ତିଲେଇବଣୀ ବ୍ଲକର ବଣିଆଁକିଲିଣ୍ଡା ପଞ୍ଚାୟତ ଅଧିନ ସୁନାମୁଣ୍ଡା ଗ୍ରାମରେ ଲକ୍ଷ୍ମୀପୂଜା ମଣ୍ଡପ ଉଦ୍‌ଘାଟିତ ହୋଇଯାଇଛି। ସମ୍ବଲପୁର ଏମ୍‌ପି ରାଜା ନିତେଶ ଗଙ୍ଗଦେବ ମୁଖ୍ୟ ଅତିଥିଭାବେ ଯୋଗଦେଇ…

6 years ago

ସର୍ବଭାରତୀୟ ନାଟକ, ନୃତ୍ୟ ପ୍ରତିଯୋଗିତା ଆଜି: ଓଡ଼ିଆ, ହିନ୍ଦି, ମଣିପୁରୀ ନାଟକ ମଞ୍ଚସ୍ଥ ହେବ

ଦେବଗଡ,୧୦।୧(ଡି.ଏନ.ଏ)-ସର୍ବଭାରତୀୟ ବହୁଭାଷୀ ନାଟକ ଓ ନୃତ୍ୟ ପ୍ରତିଯୋଗିତା ଆୟୋଜନ ପାଇଁ ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ଜାଗରଣ ଆର୍ଟ ଇଣ୍ଟରନ୍ୟାଶନାଲ’ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ସର୍ବଭାରତୀୟ ପ୍ରତିଯୋଗିତା ଜାନୁୟାରୀ…

6 years ago

ସର୍ବ ଭାରତୀୟ ପ୍ରଧାନପାଟ୍‌ କପ୍‌ ଫୁଟବଲ ଟୁର୍ନାମେଣ୍ଟ: ଦେବଗଡ଼କୁ ହରାଇଲା ହୁଗୁଳି ଫୁଟବଲ ଏକାଡେମୀ

ଦେବଗଡ଼, ୧୦।୧(ଡି.ଏନ.ଏ.)-ପ୍ରଧାନପାଟ ଫୁଟବଲ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଗତ ସୋମବାର ଠାରୁ ଆରମ୍ଭ ହୋଇଥିବା ସର୍ବଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ନାମେଣ୍ଟ ପୁଲ ‘ବି’ର…

6 years ago

ବରଗଡ଼ ଧନୁଯାତ୍ରା: ମଥୁରା ବୁଲିଲେ କୃଷ୍ଣ ବଳରାମ

ମଥୁରାନଗରୀ,୧୦।୧ - ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଦଶମ ଦିବସରେ ଅନ୍ୟ ଦିନ ଭଳି କଂସ ମହାରାଜା ମଥୁରା ନଗରୀ ପରିକ୍ରମା କରିଥିବାବେଳେ ଶ୍ରୀକୃଷ୍ଣ ଓ ବଳରାମଙ୍କ…

6 years ago

ମନ୍‌ବଲ ଥିଲେ ସବୁ ସମ୍‌ଭବ: ପର୍‌ମାନ କରି ଦେଖେଇଛନ୍‌ ଦିବ୍ୟାଙ୍ଗ ଦମ୍ପତି

କଣ୍ଟାବାଞ୍ଜି, ୧୦ା୧(ଡି.ଏନ୍‌.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଚଟୁଅନକା ପଚେଁତ୍‌ ସଦର ଗଁାର ପବିତ୍ର ପୁଟେଲ(୨୫)ଜନ୍‌ମୁ ଦିବ୍ୟାଙ୍ଗ ଆନ୍‌। ଜନମ୍‌ ବେଲେ ସେ ପୋଲିଓ ରୋଗ୍‌ରେ ଆକ୍‌ରଁାତ ହେଲାରୁ…

6 years ago

‘ସ୍କୁଲ ପିଲାଙ୍କୁ ଯୋଡିଲେ ବହିହାଟ ସଫଳ ହେବ’

ବଲାଙ୍ଗୀର ଅଫିସ, ୧୦ା୧ - ୧୫ତମ ବଲାଙ୍ଗୀର ବହିହାଟ ଗୁରୁବାର ସନ୍ଧ୍ୟାରେ ଉଦ୍‌ଘାଟିତ ହୋଇଛି ା ବଲାଙ୍ଗୀର ଜିଲାପାଳ ଅରିନ୍ଦମ ଡାକୁଆ ମୁଖ୍ୟଅତିଥିଭାବେ ଯୋଗଦେଇ ଏହି ବହିହାଟର…

6 years ago

ଶିଶୁ ଉଦ୍ୟାନ ହେଲାଣି ନିଶାଡ଼ିଙ୍କ ଆଡ୍ଡା: ଖୋଲାଖୋଲି ଚାଲିଛି ସିରପ୍‌ ନିଶା କାରବାର

ଅନୁଗୋଳ ଅଫିସ, ୧୦।୧ - ଅନୁଗୋଳ ସହରରେ ସିରପ୍‌ ନିଶା କାରବାର ବେଶ୍‌ ବଢ଼ିଯାଇଛି। ସହରରେ ଥିବା ବିଭିନ୍ନ ପାର୍କରେ ଦୈନିକ ପୁଳା ପୁଳା ସିରପ୍‌ ବୋତଲ ପଡ଼ୁଥିବା…

6 years ago