ନରାଜ,୯।୧(ଡି.ଏନ୍.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ଷଣ୍ଢପୁର ଉପ୍ରା ବିଦ୍ୟାଳୟର ଛାତ୍ରୀଛାତ୍ରମାନେ ଗୁରୁବାର ମଧ୍ୟାହ୍ନଭୋଜନ ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଅନୁଭବ କରୁଥିବା ୨୫ଜଣ ପିଲାଙ୍କୁ କଟକ ବଡ଼…
ଜୟପୁର,୯।୧(ନି.ପ୍ର.): କୋରାପୁଟ ଜିଲା କୋଟପାଡ଼ ପୋଲିସ ସୁର୍ଲି ଗ୍ରାମ ନିକଟରେ ଏକ କାର୍ରୁ ୧ କୁଇଣ୍ଟାଲ ୬୯ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି । ପୋଲିସ ସୂଚନାନୁଯାୟୀ,…
ବଲାଙ୍ଗୀର ଅଫିସ, ୯।୧- କଫ୍ସିରପ କାରବାରର ମାଷ୍ଟରମାଇଣ୍ଡ ସାନ ନେଗୀ ଓ ତାଙ୍କର ଦୁଇ ସହଯୋଗୀ ଅଜିତ ନନ୍ଦ ଓ ବାଦଶାହ ମାନଙ୍କୁ ଗୁରୁବାର ଭୁବନେଶ୍ୱରରୁ ଗିରଫ…
ରାସଗୋବିନ୍ଦପୁର,୯।୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀ ବାଲିଖାଦାନ ନିକଟ ବାଲି ଷ୍ଟକ୍ ଥିବା ପାର୍ଶ୍ୱରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ…
ନବରଙ୍ଗପୁର,୯।୧(ବି.ପ୍ର.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ସିନ୍ଧିଗୁଡ଼ା ଗ୍ରାମର ନିଖୋଜ ବୃଦ୍ଧା ଗୋରୀ ଅମନାତ୍ୟ(୭୦)ଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ତାଙ୍କୁ ଭାଲୁ ଆକ୍ରମଣ କରି ମାରିଦେଇଥିବା…
ଗୋପାଳପୁର,୯।୧-ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ସ୍ବାସ୍ଥ୍ୟସେବାର ଉନ୍ନତି ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଭିତ୍ତିଭୂମିର ବିକାଶ କରୁଛନ୍ତି। ରୋଗୀଙ୍କୁ ଯେଭଳି…
ନିରାକାରପୁର,୯।୧(ଡି.ଏନ୍.ଏ.): ଖୋର୍ଦ୍ଧା ରେଳ ଡିଭିଜନ ଅଧୀନ ନିରାକାରପୁର-ଭୂଷଣ୍ଡପୁର ମଝିରାସ୍ତା ରେଳଧାରଣାରେ ଗୁରୁବାର ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନ୍ରେ ନିଆଁ ଲାଗିଯାଇଛି। ତେବେ ହରିପୁର ଗେଟ୍ ଜଗୁଆଳି…
ଦିଗପହଣ୍ଡି,୯।୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ମୁଖ୍ୟରାସ୍ତା ଅନଙ୍ଗପୁର ଗ୍ରାମ ନିକଟରେ ଗୁରୁବାର ପୂର୍ବାହ୍ନରେ ଜଣେ ଦମ୍ପତିଙ୍କଠାରୁ ୩୫ହଜାର ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି।୨ଜଣ ଅଜଣା ଦୁର୍ବୃତ୍ତ…
ସମ୍ବଲପୁର,୯।୧(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ବାହାଲପଡ଼ାସ୍ଥିତ ଏକ ବନ୍ଦ କୋଠରିରୁ ମହିଳାଙ୍କ ମୃତଦେହ ଥିବା ନେଇ ଅଞ୍ଚଳରେ ଚର୍ଚ୍ଚା ହେଉଥିଲା। ଏନେଇ ପୋଲିସ ପାଖରେ ମଧ୍ୟ ଅଭିଯୋଗ…
ଜଳେଶ୍ୱର,୯।୧(ଡି.ଏନ୍.ଏ.): ଥମୁନି ଧଳା ଜହର କାରବାର। ବାଲେଶ୍ୱର ଜିଲା ଜଳେଶ୍ୱରରେ ଗୁରୁବାର ୫୦ଗ୍ରାମର ବ୍ରାଉନସୁଗାର ଜବତ କରାଯାଇଛି। ଶେଖବାଡ଼ ଅଞ୍ଚଳରେ ପୋଲିସ ଚଢ଼ାଉ କରି ବ୍ରାଉନ୍ସୁଗାର ଜବତ…