ଆମ ଜିଲା ଖବର

ଶ୍ରୀମନ୍ଦିର ହୁଣ୍ଡିରେ ଲକ୍ଷେ ଟଙ୍କା ଟପିଲାନି, ସୁନା ରୁପା ଶୂନ

ପୁରୀ ଅଫିସ, ୧୭।୩: କରୋନାର ପ୍ରଭାବ କେବଳ ଲୋକଙ୍କ ଜୀବନ ଜୀବିକା ଉପରେ ନୁହେଁ, ଶ୍ରୀମନ୍ଦିର ହୁଣ୍ଡିରେ ବି ଏହା ଦେଖିବାକୁ ମିଳିଛି। ବିଶ୍ୱବ୍ୟାପୀ ଘାତକ ସାଜିଥିବା…

6 years ago

ପୁରୀ ଛାଡ଼ିଲେ ବିଦେଶୀ ପର୍ଯ୍ୟଟକ: ଜଗନ୍ନାଥଙ୍କ କୃପା ରହିଲେ ଭଲରେ ଘରେ ପହଞ୍ଚିବୁ

ପୁରୀ ଅଫିସ, ୧୭।୩: କରୋନାକୁ ନେଇ ରାଜ୍ୟ ସରକାର ଏବଂ ଜିଲା ପ୍ରଶାସନ ପକ୍ଷରୁ ଯେଉଁସବୁ କଟକଣା ଓ ପଦକ୍ଷେପ ଗ୍ରହଣ କରାଯାଇଛି ତାହା ସ୍ବାଗତଯୋଗ୍ୟ। ଏଭଳି…

6 years ago

କରୋନା ଆକ୍ରାନ୍ତ ଯୁବକ ଚିକିତ୍ସିତ ହୋଇଥିବା ଘରୋଇ କ୍ଲିନିକ ବନ୍ଦ

କଟକ ରୋଡ,୧୭।୩(ଡି.ଏନ୍‌.ଏ.): ରାଜଧାନୀର ଜଣେ ଯୁବକଙ୍କ ରକ୍ତ ନମୁନାରେ କରୋନା ଭୂତାଣୁ ଥିବା ଜଣାପଡିବା ପରେ ଲୋକେ ଭୟଭୀତ ହୋଇପଡିଛନ୍ତି। ଯୁବକଜଣକ ଇଟାଲୀରୁ ଭୁବନେଶ୍ୱର ଫେରିବା ପରେ…

6 years ago

ବିଦେଶ ଫେରନ୍ତା ୩ ଜଣଙ୍କୁ ଠାବ କଲା ମେଡିକାଲ ଟିମ୍‌

ରଘୁନାଥପୁର,୧୭।୩(ଡି.ଏନ୍‌.ଏ.): ବିଦେଶ ଫେରନ୍ତା ୩ ଜଣଙ୍କୁ ସୋମବାର ମେଡିକାଲ ଟିମ ଠାବ କରିଛି। ରଘୁନାଥପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡା. ପ୍ରଭାସ ଚନ୍ଦ୍ର ସ୍ବାଇଁଙ୍କ ନେତୃତ୍ୱରେ ଏକ ଟିମ୍‌…

6 years ago

ଭିଡିଓ କନ୍‌ଫରେନ୍ସିଂରେ ଶୁଣାଣିକୁ ଗୁରୁତ୍ୱ

କଟକ ଅଫିସ, ୧୭।୩: କରୋନା ଭୂତାଣୁକୁ ନେଇ ହାଇକୋର୍ଟ ପକ୍ଷରୁ ସୋମବାର ଏହା ଅଧୀନସ୍ଥ ତଳକୋର୍ଟଗୁଡ଼ିକ ପାଇଁ ସ୍ବତନ୍ତ୍ର ଆଡ୍‌ଭାଇଜରି ଜାରି କରାଯାଇଛି। କେଉଁ ପଦକ୍ଷେପ ନିଆଗଲେ…

6 years ago

ଭିତରକନିକା ୩୧ ଯାଏ ବନ୍ଦ

ରାଜନଗର, ୧୭।୩(ଡି.ଏନ.ଏ.): କରୋନା ସତର୍କତାକୁ ଦୃଷ୍ଟିରେ ରଖି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ କେନ୍ଦ୍ରାପଡା ଜିଲାର ଭିତରକନିକା ଜାତୀୟ ଉଦ୍ୟାନକୁ ମଙ୍ଗଳବାର ଠାରୁ ବନ୍ଦ ରଖାଯିବ।…

6 years ago

ଯୁବ ପିଢିିଙ୍କୁ ଦିଅନ୍ତି ପରିବତ୍ତର୍ର୍ନର ବାର୍ତ୍ତା : ନୃତ୍ୟ ଓ ଅଭିନୟ କଳାରେ ପ୍ରବୀଣ ଗୁରୁ ଦାସ

  କେନ୍ଦୁଝର, ୧୭ା୩ (ସ୍ବ.ପ୍ର.)-ଦୀର୍ଘ ୨୦ ବର୍ଷର କଳା ସାଧନା ଭିତରେ ଅନେକ ଘାତ ପ୍ରତିଘାତ ମଧ୍ୟରେ ଆଗକୁ ବଢିଛନ୍ତି । ଜଣେ କଳାକାର ହେବା ଲାଗି…

6 years ago

ଖଲିପତ୍ର ଦେଲା ନୂଆ ଆଶାଭରସା

କେନ୍ଦୁଝର, ୧୭ା୩(ଡି.ଏନ.ଏ.)-ପ୍ଲାଷ୍ଟିକର ବ୍ୟବହାର ବନ୍ଦ ଲାଗି ସରକାରୀ କଟକଣା ପରେ ଶାଳପତ୍ରରୁ ପ୍ରସ୍ତୁତ ହେଉଥିବା ଖଲି ଚଉତିର ବ୍ୟବହାର ବଢ଼ିଛି। ବିଭିନ୍ନ ସରକାରୀ ବୈଠକ ଓ କର୍ମଶାଳାରେ…

6 years ago

ନିଆରା ‘ବୁଢ଼ା ସାର୍‌’ : ବିନା ପାରିଶ୍ରମିକରେ ୪୨ ବର୍ଷ ଶିକ୍ଷାଦାନ

ପଦ୍ମପୁର,୧୭।୩(ଡି.ଏନ.ଏ.)- ଭଦ୍ରକ ଜିଲା ସଦର ବ୍ଲକ ଅଧୀନ ଗୋରାମାଟି ଗଁ। ର ଜଣେ ନିଆରା ମଣିଷ ଗୋଲକ ପ୍ରସାଦ ପାଢ଼ୀ। ସ୍ଥାନୀୟ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘ…

6 years ago

ଅତୀତକୁ ଝୁରୁଛି ଶିବମାହାରା

ଆରଡ଼ି,୧୭।୩(ଡି.ଏନ.ଏ.)-ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ିରେ ବାବା ଆଖଣ୍ଡଳମଣି ମନ୍ଦିରର ମାହାତ୍ମ୍ୟ ସର୍ବଜନବିଦିତ। ମନ୍ଦିର ବେଢ଼ାକୁ ଲାଗି ରହିଥିବା ପୁଷ୍କରିଣୀ ପୀଠର ଶୋଭାବର୍ଦ୍ଧନ କରୁଛି। ଭକ୍ତମାନେ ଏହାର…

6 years ago