ବାରିପଦା ଅଫିସ,୧୬ା୪- ବର୍ତ୍ତମାନ କରୋନା ସଂକ୍ରମଣକୁ ରୋକିବା ପାଇଁ ଲକ୍ ଡାଉନ କରାଯାଇଛି। ଏଥି ଯୋଗୁଁ ବିଭିନ୍ନ ସ୍ଥାନରେ ହେଉଥିବା ରକ୍ତଦାନ ଶିବିର ବନ୍ଦ ହୋଇ ଯାଇଛି।…
ବଡ଼ସାହି,୧୬।୪(ସ୍ବପ୍ର)- କରୋନା ମହାମାରୀର ମୁକାବିଲା ପାଇଁ ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ବେଲପାଳ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ପ୍ରଧାନମନ୍ତ୍ରୀ ରିଲିଫ ଫଣ୍ଡକୁ ୧୦ହଜାର…
ରେମୁଣା, ୧୬।୪(ଡି.ଏନ୍.ଏ.)-ରେମୁଣା ବ୍ଲକର ନୂଆପାଢ଼ୀ, ବଡ଼ପାଳ ଓ ହରିପୁର ପଞ୍ଚାୟତର ବିଭିନ୍ନ ଗଁାରେ ବିଜୁ ଯୁବ ଜନତା ପକ୍ଷରୁ ମାସ୍କ, ସାବୁନ ଓ ସାନିଟାଇଜର ବଣ୍ଟନ କରାଯାଇଛି।…
ସୁନ୍ଦରଗଡ, ୧୫ା୪(ଡି.ଏନ୍.ଏ.) : ସୁନ୍ଦରଗଡ ଜିଲା ବିଶ୍ରାରେ ୨ କରୋନ ପଜିଟିଭ ରୋଗୀ ଚିହ୍ନଟ ପରେ ଜିଲା ପ୍ରଶାସନ ପକ୍ଷରୁ ଗତ ୧୨ତାରିଖରୁ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ…
ସୁନ୍ଦରଗଡ଼, ୧୫ା୪(ଡି.ଏନ.ଏ.) ସୋସିଆଲ ମିଡିଆରେ କରୋନା ସଂକ୍ରମଣ ସମ୍ପର୍କିତ ମିଥ୍ୟା ତଥ୍ୟ ପ୍ରଦାନ କରିବା ଅଭିଯୋଗରେ ସୁନ୍ଦରଗଡ଼ ପୋଲିସ ୩ ଜଣଙ୍କ ନାମରେ ମାମଲା ରୁଜୁ କରିଛି।…
ଚିପିଲିମା,୧୫ା୪(ଡି.ଏନ.ଏ.): ସମ୍ବଲପୁର ଜିଲା ଧନକଉଡା ବ୍ଲକ୍ ବସନ୍ତପୁର ପଞ୍ଚାୟତରେ ସମ୍ବଲପୁର କୃଷି ବିଜ୍ଞାନ କେନ୍ଦ୍ର(କେଭିକେ) କାର୍ଯ୍ୟାଳୟ ରହିଛି। ଲକ୍ଡାଉନ ସମୟରେ କେଭିକେର ୩ଜଣ ଅଧିକାରୀ ଭୁବନେଶ୍ବରରେ ରହିଯାଇଥିଲେ।…
ଆର,ଉଦୟଗିରି,୧୫ା୪(ଡି.ଏନ୍.ଏ.)- ଗଜପତି ଜିଲାପାଳ ଅନୁପମ ସାହା ଏବଂ ଅବକାରୀ ଅଧ୍ୟକ୍ଷ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶକ୍ରମେ ଆର. ଉଦୟଗିରି ଅବକାରୀ ବିଭାଗ କର୍ମଚାରୀ ଆସିସାହି, ଖଜୁରିପଦା ଓ…
ଜହ୍ନାପଙ୍କ, ୧୫।୪ (ଡି.ଏନ.ଏ): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ନାରାୟଣନଗର ହାଟପଦାରେ ବସୁଥିବା ଦୈନିକ ବଜାରରେ ବ୍ୟବସାୟୀମାନେ ଦଳ ଦଳ ହୋଇ ପନିପରିବା ବିକ୍ରି କରୁଥିବା ଦେଖାଯାଉଛି।…
ଯାଜପୁର ଅଫିସ,୧୫ା୪: ଯାଜପୁର ଜିଲାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇସାରିଲେଣି। ଜଣେ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ମଙ୍ଗଳବାରଠାରୁ ଆଉ ଜଣେ କରୋନା ରୋଗୀ ଚିକିତ୍ସା…
ବରୀ,୧୫।୪(ସ୍ବ.ପ୍ର): ଯାଜପୁରର ଦ୍ୱିତୀୟ କରୋନା ପଜେଟିଭଙ୍କ ସହିତ ବରୀ ବ୍ଲକ ଗୋଳକୁଣ୍ଡ ଗ୍ରାମର ୪ଜଣଙ୍କର ଲିଙ୍କ ଥିବା ଜଣାପଡିଛି। ଏନେଇ ବରୀ ଅଞ୍ଚଳବାସୀ ଅଧିକ ସଚେତନ ହୋଇପଡ଼ିଛନ୍ତି।…