ବରଗଡ଼ ଅଫିସ,୧୩।୧୨: ବରଗଡ଼ ବ୍ଲକ ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଗ୍ରାମର ଦୁଇଜଣ ଚାଷୀଙ୍କ ଧାନଖଳାରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ…
ପୁରୀ ଅଫିସ,୧୩।୧୨: ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅଭୟ ସିଂ ଶୁକ୍ରବାର ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି ଫେରିଛନ୍ତି। ପୋଲିସ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ…
ଗଞ୍ଜାମ,୧୩।୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ଗଙ୍ଗାଦେବୀ ପୀଠ ନିକଟସ୍ଥ ଋଷିକୂଲ୍ୟା ମୂହାଣରୁ ଶୁକ୍ରବାର ୩୦ଫୁଟ ତିମିର ମୃତଦେହ ମିଳିଛି। ଖବରପାଇ ବନବିଭାଗ ବେଳାଭୂମିରେ ପହଞ୍ଚି ଉଦ୍ଧାର…
ବରଗଡ଼ ଅଫିସ/ଅତାବିରା,୧୩।୧୨(ଡି.ଏନ୍.ଏ.): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅତାବିରା-ଟୋପ ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ କଲେଜ ଛାତ୍ରୀଙ୍କ ମୃତ୍ୟୁ ହୋଇଛି।…
ଭବାନୀପାଟଣା,୧୩।୧୨(ଡି.ଏନ୍.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ମଦ ବିରୋଧୀ ଆନ୍ଦୋଳନ ଜୋର ଧରିଛି। ମଦଦେକାନ ଉଚ୍ଛେଦ ଦାବିରେ କଳାହାଣ୍ଡି ଅବକାରୀ ନିରୀକ୍ଷକଙ୍କୁ ବାହାଦୁର ବଗିଚାପଡ଼ା ମହିଳା ସଂଗଠନ…
କଟକ ଅଫିସ,୧୩।୧୨: କଟକ ନୂଆବଜାର ଅଞ୍ଚଳରେ ବୃଦ୍ଧ ଦମ୍ପତିଙ୍କ ହତ୍ୟା ଘଟଣାରେ ଶୁକ୍ରବାର ପୋଲିସ ସାଇଣ୍ଟିଫିକ୍ ଟିମ୍ ଏବଂ ସନ୍ଧାନୀ କୁକୁର ସହ ପହଞ୍ଚି ଯାଞ୍ଚ କରିଛି।…
ସୁନ୍ଦରଗଡ଼/ସବଡେଗା,୧୩।୧୨(ଡି.ଏନ.ଏ.): ସୁନ୍ଦରଗଡ ଜିଲା ତଳସରା ଥାନା କୁହ୍ଲିଆଜରଠାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଟ୍ରକ୍ରେ ପିଟି ହୋଇ ୩ ବାଇକ ଆରୋହୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି।…
ଭଦ୍ରକ ଅଫିସ,୧୩।୧୨: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଗୁରୁବାର ବିଳମ୍ବିତ ରାତିରେ ଏଭଳି ଘଟଣା ଘଟିଛି। ନାବାଳିକାଙ୍କୁ…
ଢେଙ୍ଗାନାଳ ଅଫିସ୍, ୧୩।୧୨: ଢେଙ୍କାନାଳ ଜିଲା ଗୋଣ୍ଡିଆ ବ୍ଲକ ନିହାଲପ୍ରସାଦ ଥାନା ନିତ୍ୟାନନ୍ଦପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ପୂର୍ଣ୍ଣଚନ୍ଦ୍ର ବେହେରା ନାମକ ଜଣେ…
ହାଟଡିହି, ୧୩।୧୨(ଡି.ଏନ.ଏ.): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଛେନାପଦି ବଜାରରୁ ପ୍ରଫୁଲ୍ଲ ପଣ୍ଡାଙ୍କ ୧୨ ବର୍ଷର ପୁଅ ପଙ୍କଜ ଗୁରୁବାର ରାତିରେ ନିଖୋଜ ହୋଇଯାଇଥିଲେ। ଏନେଇ ତାଙ୍କ…