ଫୁଲବାଣୀ ଅଫିସ,୨୫ା୫-ମାଓବାଦୀ ସଙ୍ଗଠନରେ ଯୋଗଦେଇ ପରେ କନ୍ଧମାଳ ପୋଲିସ ପାଖରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା କ୍ୟାଡର ମାଓବାଦୀ ସୋମବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ସିଜୁ…
ଝାରସୁଗୁଡା ଅଫିସ,୨୫ା୫- ଝାରସୁଗୁଡା ଜିଲା ପୋଲିସର ଏକ ପିସିଆର ଭ୍ୟାନରେ ରବିବାର ଜଣେ ପ୍ରବାସୀ ମହିଳା ଏକ ଶିଶୁକନ୍ୟା ପ୍ରସବ କରିବା ଘଟଣାରେ ଜିଆର୍ପିର ଅପାରଗତା ପଦାରେ…
ଦଶମନ୍ତପୁର,୨୫ା୫ (ଡି.ଏନ୍.ଏ.)-କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଚ଼ଣାବାଡ଼ ପଞ୍ଚାୟତର ଏସ୍.ଡଣ୍ଡାବାଡ଼ ଗ୍ରାମରେ ରବିବାର ଅପରାହ୍ନରେ ଅଦିନିଆ ଝଡ଼ବର୍ଷା ହୋଇଛି। ଫଳରେ ଗ୍ରାମର ୧୨ ଜଣଙ୍କ ଘର…
ପଡ଼ିଆ,୨୫ା୫(ଡି.ଏନ୍.ଏ.)-ମାଲକାନଗିରି ଜିଲାରେ କରୋନା ଦିନକୁ ଦିନ କାୟା ବିସ୍ତାର କରୁଛି। ଫଳରେ ଲୋକଙ୍କ ମନରେ ଭୟ ପ୍ରକାଶ ପାଇଛି। ବ୍ଲକ ପ୍ରଶାସନର ନିଦ ହଜାଇଦେଇଛି କରୋନା। ପଡ଼ିଆ…
ଜୁନାଗଡ,୨୫।୫(ଡି.ଏନ୍.ଏ.)-ଜୁନାଗଡ ବିଧାୟକ ତଥା ମନ୍ତ୍ରୀ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସୋମବାର କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଛୋରିଆଗଡ ମଣ୍ଡି ପରିଦର୍ଶନ କରିଥିଲେ। ସେଠାରେ ସେ ଚାଷୀଙ୍କ ସମସ୍ୟା…
ଜୁନାଗଡ,୨୫।୫(ଡି.ଏନ୍.ଏ)-କଳାହାଣ୍ଡି ଜିଲା ଭବାନୀପାଟଣା କୋଭିଡ ଡାକ୍ତରଖାନାରେ ଚିକିତ୍ସାଧୀନ ଜଣେ ୩୫ବର୍ଷୀୟ ପ୍ରବାସୀ ଓଡିଆ ଯୁବକଙ୍କ ସୋମବାର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣକ ତାମିଲନାଡୁରୁ ଫେରିଥିଲେ। ଗତ…
ଲୋଇସିଂହା, ୨୫।୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଲୋଇସିଂହାା ବ୍ଲକ ମାଗୁରବେଡା ଗାଁର ୩ପରିବାରର ୧୩ପ୍ରବାସୀ ଶ୍ରମିକ ପଞ୍ଚାୟତ ସଙ୍ଗରୋଧ କେନ୍ଦ୍ରରେ ରହିବାର ବ୍ୟବସ୍ଥା ନ ହେବାରୁ ନିକଟସ୍ଥ ଜଙ୍ଗଲରେ ରହୁଛନ୍ତି।…
ଦେଓଗାଁ, ୨୫ା୫(ଡି.ଏନ.ଏ.)-ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ମକୁନ୍ଦୁପୁର ପଞ୍ଚାୟତର ସରପଞ୍ଚ ବାଳକ ପଧାନ ପ୍ରବାସୀ ଶ୍ରମିକଙ୍କୁ ଫୋନରେ ଗାଲିଗୁଲଜ କରିବା ଭିଡିଓ ଭାଇରାଲ ହୋଇଛି। ଏହାକୁ ନେଇ…
ଭୁବନେଶ୍ୱର,୨୫।୫(ବ୍ୟୁରୋ)-ଆସନ୍ତା କାଲିଠାରୁ ଭୁବନେଶ୍ୱର ଓ କଟକରେ ଗଡ଼ିବ ମୋ ବସ। ପ୍ରଥମ ପର୍ଯ୍ୟାୟରେ ୭ଟି ରୁଟରେ ଅଣ ଶୀତତାପ ନିୟନ୍ତ୍ରିତ ବସ ଚଳାଚଳ କରିବ। ସକାଳ ୭ଟାରୁ…
କାମାକ୍ଷାନଗର,୨୫।୫(ଡି.ଏନ.ଏ.)-ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଟାଙ୍ଗରପଡା ନିକଟରୁ ସୋମବାର ବାଲିଗୋରଡ ଗ୍ରାମର ଏସ୍ବିଆଇ ଗ୍ରାହକ ସେବା ମାଲିକ ମନୋଜ କୁମାର ମହାନ୍ତିଙ୍କୁ ମାରଣାସ୍ତ୍ର ଦେଖାଇ ୨ ଦୁର୍ବୃତ୍ତ…