ଆମ ଜିଲା ଖବର

ଡେକାନ ୱାରିୟର୍ସ ଚାମ୍ପିୟନ, ସି ଟାଇଗର୍ସ ରନର୍ସଅପ୍‌: ବାଲେଶ୍ୱର ପ୍ରିମିୟର ଲିଗ୍‌ ୧୧ ଉଦ୍‌ଯାପିତ

ବାଲେଶ୍ୱର ଅଫିସ,୧୧।୩- ବାଲେଶ୍ୱର ପ୍ରିମିୟର ଲିଗ୍‌-୧୧ର ଫାଇନାଲ ମ୍ୟାଚ୍‌ ଡେକାନ ୱାରିୟର୍ସ ଓ ସି ଟାଇଗର୍ସ ମଧ୍ୟରେ ସ୍ଥାନୀୟ ପରମିିଟ୍‌ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା। ନିର୍ଦ୍ଧାରିତ ୨୦…

6 years ago

ଅଟୋ-ବାଇକ୍‌ ମୁହାଁମୁହିଁ, ଯୁବକ ମୃତ

ଫିରିଙ୍ଗିଆ, ୧୧ା୩- ଫିରିଙ୍ଗିଆ ବ୍ଲକ କେଳାପଡ଼ା ପଞ୍ଚାୟତ ଉରକିଆ ଛକ ନିକଟରେ ବୁଧବାର ବାଇକ ଓ ଅଟୋରିକ୍ସା ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ ଚାଳକଙ୍କ ମୃତ୍ୟୁ…

6 years ago

ଇଟାଭାଟି ସୁପରଭାଇଜରଙ୍କୁ ଗୁଳିମାଡ଼ ଘଟଣା: ଅଭିଯୁକ୍ତ ଗଲେ ଜେଲ, ୨ ସୁପାରି କିଲର ଫେରାର

ଦିଗପହଣ୍ଡି,୧୧ା୩(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମହୁଡ଼ା ଗ୍ରାମ ଶ୍ମଶାନ ନିକଟ ଇଟାଭାଟିରେ କାମ କରୁଥିବା ସୁପରଭାଇଜର ସାଗର ପାତ୍ରଙ୍କୁ ଗୁଳି ମାରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗରେ ପୋଲିସ ବୁଧବାର…

6 years ago

ଟ୍ରକ୍‌ -ବାଇକ ମୁହାଁମୁହିଁ ଧକ୍କା: ଜଳିଗଲା ଟ୍ରକ୍‌,ବାଇକ

ବୋରିଗୁମ୍ମା,୧୧।୩(ଡି.ଏନ୍‌.ଏ.): କୋରାପୁଟ ଜିଲା ବୋରିଗୁମ୍ମା- କୋଟପାଡ଼ ୬୩ ନଂ. ଜାତୀୟ ରାଜପଥ ଶଶାହାଣ୍ଡି ନିକଟରେ ସୋମବାର ବିଳମ୍ବିତ ରାତିରେ ଟ୍ରକ୍‌ -ବାଇକ ଧକ୍କା ହୋଇ ଟ୍ରକ୍‌,ବାଇକ ଜଳିଯାଇଛି।…

6 years ago

୬ ଦଫା ଦାବି ନେଇ କେନ୍ଦୁପତ୍ର ଶ୍ରମିକଙ୍କ ରାସ୍ତାରୋକୋ

ଜମନକିରା,୧୧।୩(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ଅଞ୍ଚଳରେ କାର୍ଯ୍ୟରତ କେନ୍ଦୁପତ୍ର ଶ୍ରମିକ, ତୋଳାଳି କର୍ମଚାରୀ, ବନ୍ଧେଇ ଶ୍ରମିକମାନେ ବୁଧବାର ଜମନକିରା ବ୍ଲକ୍‌ ମୁଖ୍ୟଛକ ରାଜରାସ୍ତା ୫୩କୁ ଅବରୋଧ…

6 years ago

ନଳକୂପ ବ୍ୟବହାରକୁ ନେଇ ମହିଳାଙ୍କୁ ଅସଦାଚରଣ: ୨ ଭାଇ କୋର୍ଟଚାଲାଣ

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ନୁରୁବାଦଡ଼ା ଗ୍ରାମରେ ନଳକୂପ ବ୍ୟବହାରକୁ ନେଇ ଜଣେ ମହିଳାଙ୍କ ପ୍ରତି ଅସଦାଚରଣ ହୋଇଥିବା ରବିବାର ଥାନାରେ ଅଭିଯୋଗ…

6 years ago

ଝୁଲନ୍ତା ଅବସ୍ଥାରେ ଶ୍ରମିକଙ୍କ ମୃତଦେହ ଉଦ୍ଧାର

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଦୁବୁଲାଗୁଡ଼ା ଗ୍ରାମର ଦେବ୍ରାବେଡ଼ା ବସ୍ତିରେ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଶ୍ରମିକ…

6 years ago

ଢାବାରେ ଚଢ଼ାଉ: ୯୬ ଲିଟର ବିଦେଶୀ ମଦ ଜବତ, ମାଲିକ କୋର୍ଟଚାଲାଣ

ରାଇରଙ୍ଗପୁର,୧୧।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ସର୍କଲ ପୋଲିସ ସୋମବାର ରାତିରେ ବାଶିଙ୍ଗ ଗ୍ରାମ ନିକଟ ୨୨୦ ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଏକ ଢାବା ଉପରେ…

6 years ago

ଗଞ୍ଜାମର ନୂଆ ଏଡିଏମ୍‌ ଭାବେ ଦାୟିତ୍ୱ ଗ୍ରହଣ କଲେ ଅମିୟ କୁମାର ସାହୁ

ଛତ୍ରପୁର,୧୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ଅତିରିକ୍ତ ଜିଲାପାଳ (ରାଜସ୍ବ) ଭାବେ ଅମିୟ କୁମାର ସାହୁ ବୁଧବାର ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ଏହା ପୂର୍ବରୁ କଟକ ଜିଲା…

6 years ago

କେନ୍ଦୁପତ୍ର ତୋଳାଳି, କର୍ମଚାରୀ ସଂଘ ପକ୍ଷରୁ ରାସ୍ତାରୋକୋ

ବଡ଼ଗାଁ,୧୧।୩(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ କେନ୍ଦୁପତ୍ର ତୋଳାଳି ଓ କର୍ମଚାରୀ ସଂଘ ରାଜ୍ୟ ସଂଘର ଆହ୍ବାନକ୍ରମେ ବୁଧବାର ଗରିଆମାଲ ଗାଁ ନିକଟ ରାଜ୍ୟ ରାଜପଥ ନଂ.୧୦କୁ…

6 years ago