ଆମ ଜିଲା ଖବର

ପ୍ରାକୃତିକ ବିପର୍ଯ୍ୟୟ ମୃତ୍ୟୁଠାରୁ ଡାହାଣୀ ସନ୍ଦେହରେ ହତ୍ୟା ଅଧିକ

ଭୁବନେଶ୍ୱର, ୧୧ା୧୨(ବ୍ୟୁରୋ):ଦେଶରେ ଡାହାଣୀ ଓ ଗୁଣିଆ ସନ୍ଦେହରେ ବାର୍ଷିକ ହାରାହାରି ୫୩ଜଣଙ୍କୁ ହତ୍ୟା କରାଯାଉଛି। ୨୦୧୦ରୁ ଏ ପର୍ଯ୍ୟନ୍ତ ଡାହାଣୀ ଓ ଗୁଣିଆ ସନ୍ଦେହଜନିତ ହତ୍ୟା ସଂଖ୍ୟା…

6 years ago

ବୌଦ୍ଧ ପୁସ୍ତକମେଳା ଉଦ୍‌ଯାପିତ:ଓଡ଼ିଆ ସାହିତ୍ୟର ଅଭିବୃଦ୍ଧି ପାଇଁ ପୁସ୍ତକମେଳା ଗୁରୁତ୍ୱପୂର୍ଣ୍ଣ

ବୌଦ୍ଧ, ୧୧ା୧୨(ସ୍ବ.ପ୍ର):ବୌଦ୍ଧ ଜିଲା ସଦର ମହକୁମା କଚେରି ପଡିଆଠାରେ ଡିସେମ୍ବର ୩ ତାରିଖରୁ ଆରମ୍ଭ ହୋଇଥିବା ୭ ଦିନିଆ ‘ପଞ୍ଚଦଶ ବୌଦ୍ଧ ପୁସ୍ତକମେଳା’ ସୋମବାର ସନ୍ଧ୍ୟାରେ ଉଦ୍‌ଯାପିତ…

6 years ago

ମଣ୍ଡିରେ ନକଲି ଭାଗଚାଷୀ ଧାନ ବିକିବା ଘଟଣା: ଜିଲା ପ୍ରଶାସନ ତତ୍ପର; ବନ୍ଧା ହେବେ ନକଲି ଭାଗଚାଷୀ, ବିଭାଗୀୟ କର୍ମଚାରୀ

ମାଲକାନଗିରି,୧୦ା୧୨ (ଡି.ଏନ୍‌.ଏ.)- ମଙ୍ଗଳବାର ଧରିତ୍ରୀରେ ମଣ୍ଡିରେ ନକଲି ଭାଗଚାଷୀ ଧାନ ବିକୁଥିବା ଖବର ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ତତ୍ପର ହୋଇଉଠିଛି। ଜିଲା ପ୍ରଶାସନ ଓ…

6 years ago

ଟ୍ରକ୍‌ ଧକ୍କାରେ ଛାତ୍ରଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା, ରାସ୍ତାରୋକୋ: ପୋଲିସ ଉପସ୍ଥିତିରେ ଟ୍ରକକୁ ଜାଳିଲେ ଲୋକେ

ଲହୁଣୀପଡା, ୧୧।୧୨ (ଡି.ଏନ.ଏ)- ସୁନ୍ଦରଗଡ଼ ଜିଲା ଲହୁଣୀପଡା ଥାନା ଅନ୍ତର୍ଗତ ୧୪୩ ନମ୍ବର ଜାତୀୟ ରାଜପଥ ଦର୍ଜିଂଠାରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୪ଟାରେ ଏକ ଦୁର୍ଘଟଣା ଘଟିଛି।…

6 years ago

ସାତ୍‌ସପନ ହେଇଛେ ସରକାରୀ ଯୋଜନା: ୩ ଛୁଆକର ଭବିଷତ୍‌ ଚିନ୍‌ତାରେ ଲଛମି

ଲାଞ୍ଜିଗଡ଼, ୧୧।୧୨(ଡି.ଏନ.ଏ.)-କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ତ୍ରିଲୋଚନପୁର ପଁଚେତ୍‌ ଆମ୍ବଗୁଡ଼ା ଗଁାର ବିଧବା ମହିଲା ଲଛମି ମାଝି। ସରକାରୀ ସୁବିଧା ସୁଯୋଗ ଅଭାବୁ ସେ ନିଜର ୩…

6 years ago

ଅବହେଲିତ ଗାଁ ବାହାବଲ: ସରକାରୀ ଯୋଜନା ବାଟବନା

କଣ୍ଟାବାଞ୍ଜି, ୧୧ା୧୨(ଡି.ଏନ.ଏ.)-ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ ଢୋଲମାନ୍ଦଲ ପଁଚେତ୍‌ ଅଧୀନ ମାଓବାଦୀ ପରଭାବିତ ଗଁା ବାହାବଲ। ଇ ଗଁାରେ ବାସ କରୁଛନ୍‌ ୨୮୫ ଆଦିବାସୀ ଆର ହରିଜନ…

6 years ago

ନୟାଗଡ଼ ପୌରପାଳିକା ଅଫିସରେ ରହୁନାହାନ୍ତି ୱାର୍ଡ ଅଫିସର

ନୟାଗଡ଼ ଅଫିସ,୧୧ା୧୨: ବିଭିନ୍ନ ସହରାଞ୍ଚଳରେ ପୌର ପ୍ରଶାସନର ପ୍ରତିନିଧିମାନଙ୍କ କାର୍ଯ୍ୟକାଳ ସରିଯାଇଥିବା ବେଳେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ ଅବ୍ୟାହତ ରଖିବା ପାଇଁ ଗୃହ ନିର୍ମାଣ ଓ ନଗର…

6 years ago

ପଟ୍ଟାମୁଣ୍ଡାଇ ଆଦର୍ଶ ବିଦ୍ୟାଳୟ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଶ୍ରମମନ୍ତ୍ରୀ

ପଟ୍ଟାମୁଣ୍ଡାଇ, ୧୧।୧୨ (ସ୍ବ.ପ୍ର.):ଶିକ୍ଷାର ବିକାଶ ପାଇଁ ବିଭିନ୍ନ ବ୍ଲକ ଓ ଜିଲାରେ ଆଦର୍ଶ ବିଦ୍ୟାଳୟ ସ୍ଥାପନ କରାଯାଉଛି। ଏହି କ୍ରମରେ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନନଗର ପଞ୍ଚାୟତ ପଟ୍ଟାମୁଣ୍ଡାଇ-ରାଜନଗର…

6 years ago

ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କଲେ ସ୍ବାସ୍ଥ୍ୟ ବିଭାଗ ସ୍ବତନ୍ତ୍ର ସଚିବ: କର୍ତ୍ତୃପକ୍ଷଙ୍କ ସହ କାର୍ଯ୍ୟର ସମୀକ୍ଷା

ଅନୁଗୋଳ ଅଫିସ, ୧୧।୧୨-ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ହରପ୍ରସାଦ ପଟ୍ଟନାୟକ, ନର୍ସିଂ ନିର୍ଦ୍ଦେଶକ ଡାକ୍ତର ସୁଶୀଲ କୁମାର କର ଓ ଉପଦେଷ୍ଟା…

6 years ago

ବରୁଣା ସରପଞ୍ଚ ଅଯୋଗ୍ୟ ଘୋଷିତ

ଆଳି, ୧୧।୧୨ (ଡି.ଏନ୍‌.ଏ.):ରାଜକନିକା ବ୍ଲକ ଅଧୀନ ବରୁଣା ପଞ୍ଚାୟତ ସରପଞ୍ଚ ଉତ୍ତମ ସେନାପତିଙ୍କୁ ପଦବୀ ହରାଇବାକୁ ପଡିଛି। ୩ ସନ୍ତାନ ଥିବାରୁ ଆଳି ପ୍ରଥମ ଶ୍ରେଣୀ ବିଚାର…

6 years ago