ଆମ ଜିଲା ଖବର

ହାଇଓ୍ବା ଲୁଟ୍‌ ଘଟଣା, ୨ ଟ୍ରକ୍‌ ଡ୍ରାଇଭର କୋର୍ଟ ଚାଲାଣ

ଧର୍ମଶାଳା/ଜେନାପୁର,୧୧।୧୨(ଡି.ଏନ୍‌.ଏ.)- ଜେନାପୁର ପୋଲିସ ମଙ୍ଗଳବାର ହାଇଓ୍ବା ଲୁଟ୍‌ ଅଭିଯୋଗରେ ୨ ଜଣ ଡ୍ରାଇଭରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ପୋଲିସ ଚୋରି ହୋଇଥିବା…

6 years ago

‘ରାଜ୍ୟ ବାହାରେ କଳାପ୍ରଦର୍ଶନ କରିବାକୁ ଲକ୍ଷ୍ୟ’: କେନ୍ଦୁଝରର ଯୁବ ଶିଳ୍ପୀ ନିଶିକାନ୍ତ

କେନ୍ଦୁଝର, ୧୧।୧୨(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ା ଗ୍ରାମର ଯୁବ ଟେରାକୋଟା ଶିଳ୍ପୀ ନିଶିକାନ୍ତ ବେହେରା। ନିଜ ବାପାଙ୍କଠାରୁ ଟେରାକୋଟା ଶିଳ୍ପ କଳା ଶିଖିବା…

6 years ago

ନାଉଲ ସରକାରୀ ପ୍ରାଥମିକ ବିଦ୍ୟାଳୟ: ଭଙ୍ଗାଯାଉନି ବିପଦସଙ୍କୁଳ ଶ୍ରେଣୀଗୃହ

ତିର୍ତ୍ତୋଲ,୧୧ା୧୨(ଡି.ଏନ.ଏ.): ତିର୍ତ୍ତୋଲ ବ୍ଲକ ଅନ୍ତର୍ଗତ ତୁଳଙ୍ଗ ପଞ୍ଚାୟତ ନାଉଲ ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଶ୍ରେଣୀଗୃହ ବିପଦସଙ୍କୁଳ ଅବସ୍ଥାରେ ରହିଛି। ଏହି ଶ୍ରେଣୀଗୃହର କାନ୍ଥରେ ଫାଟ…

6 years ago

କର୍ମରେ ସାହସ ଦେଖାଏ ବାଟ

ଧାମନଗର,୧୧।୧୨(ଡି.ଏନ.ଏ.)- ସାହସ ଓ ମନୋବଳ ରଖି କାର୍ଯ୍ୟ କଲେ କାହାରି ପେଟ ଅପୋଷା ରହିବ ନାହିଁ ା କୃଷି ବ୍ୟତୀତ ଆନୁଷଙ୍ଗିକ କୃଷି କିମ୍ବା ପ୍ରାଣୀଧନ ପାଳନ…

6 years ago

ଦାଦା ବଟିକୁ ନେଇ ମଦ ଦୋକାନ ପରିଚାଳକଙ୍କୁ ହତ୍ୟା ମାମଲା ୬ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ଜଗତ୍‌ସିଂହପୁର ଅଫିସ, ୧୧ା୧୨: ଜଗତ୍‌ସିଂହପୁର ଜିଲା କୁଜଙ୍ଗସ୍ଥିତ ଏକ ବିଦେଶୀ ମଦ ଦୋକାନରେ ପରିଚାଳକଭାବେ କାର୍ଯ୍ୟ କରୁଥିବା କୁଜଙ୍ଗ ଥାନା ଜଗନ୍ନାଥପୁର ଗ୍ରାମର ପ୍ରଶାନ୍ତ ନାରାୟଣ ଦାସ…

6 years ago

ପୁଣି ଖନନ ହେବ ମହାନଦୀ ମୁହାଣ: ଉପକୃତ ହେବେ ୫୦ ହଜାର ମତ୍ସ୍ୟଜୀବୀ

ପାରାଦୀପ,୧୧ା୧୨(ସ୍ବ.ପ୍ର.): ପାରାଦୀପ ମାଛଧରା ବନ୍ଦର ଓ ମତ୍ସ୍ୟ ଶିଳ୍ପର ଦୁଃଖ ବୋଲି କୁହାଯାଉଥିବା ମହାନଦୀ ମୁହାଣ ଅଞ୍ଚଳକୁ ପୁଣି ଥରେ ଖନନ କରାଯିବ। ଏହାକୁ ପାରାଦୀପ ବନ୍ଦର…

6 years ago

ପୀଡ଼ିତାଙ୍କ ବୟାନ ରେକର୍ଡ: ବଳାତ୍କାର ପରେ ବିବାହ କରି ପ୍ରତାରଣା; ଅଭିଯୁକ୍ତ ଗିରଫ

ରାଇରଙ୍ଗପୁର,୧୧ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ଓ ଗର୍ଭନଷ୍ଟ କରିବା ଘଟଣାରେ ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ…

6 years ago

ହାତୀ ଆକ୍ରମଣରେ ଆହତ ଯୁବତୀଙ୍କ ମୃତ୍ୟୁ

ଠାକୁରମୁଣ୍ଡା,୧୧ା୧୨(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ଅନ୍ତର୍ଗତ ଚାଞ୍ଚବଣି ଗ୍ରାମରେ ଗତ ୧ ତାରିଖରେ ହାତୀ ଆକ୍ରମଣରେ ଜଣେ ଯୁବତୀ ଗୁରୁତର ଆହତ ହୋଇଥିଲେ।…

6 years ago

ଡମ୍ପର- ଭ୍ୟାନ ମୁହାଁମୁହିଁ: ୪ ଗୁରୁତର, ୨ ଗୋରୁ ମୃତ

ବଡ଼ସାହି,୧୧ା୧୨(ସ୍ବ.ପ୍ର)-ବଡ଼ସାହି-ବେତନଟୀ ରାସ୍ତାର ଘୁଷୁରିଆ ନିକଟରେ ମଙ୍ଗଳବାର ରାତି ୮ଟା ୪୫ମିନିଟ ସମୟରେ ଏକ ଦୁର୍ଘଟଣାରେ ୪ ଜଣ ଗୁରୁତର ଆହତ ହୋଇଛନ୍ତି। ଏକ ବାଲି ବୋଝେଇ ଡ଼ମ୍ପର…

6 years ago

ମଦ ବିରୋଧୀ ପଥପ୍ରାନ୍ତ ସଭା

ଯଶିପୁର,୧୧ା୧୨(ଡି.ଏନ୍‌.ଏ.)-ଅଲ୍‌ ଇଣ୍ଡିଆ ଡିଏସ୍‌ଓ ଏବଂ ଡିଓ୍ବାଇଓ ପକ୍ଷରୁ ମଙ୍ଗଳବାର ଯଶିପୁର ନୂଆ ବସ୍‌ ଷ୍ଟାଣ୍ଡଠାରେ ମଦ ବିରୋଧୀ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି। ସଂଗଠନର କର୍ମକର୍ତ୍ତା ଓ…

6 years ago