ଆମ ଜିଲା ଖବର

ବେତାରସିଙ୍ଗିର ୩ ସାହି କଣ୍ଟେନ୍‌ମେଣ୍ଟ ଜୋନ୍‌: ଆଖପାଖ ୬ ଗ୍ରାମ ବଫର ଜୋନ୍‌

ବୁଗୁଡ଼ା,୧୬ା୬(ଡି.ଏନ.ଏ.)- ବୁଗୁଡ଼ା ବ୍ଲକ ବେତାରସିଙ୍ଗି ଗ୍ରାମର ହୋମ୍‌ କ୍ବାରାଣ୍ଟାଇନରେ ଥିବା ଜଣେ ଯୁବକଙ୍କର ଶନିବାର କରୋନା ରିପୋର୍ଟ ପଜିଟିଭ ଆସିଥିଲା। ଫଳରେ ଜିଲା ପ୍ରଶାସନ ସୋମବାର ବିଳମ୍ବିତ…

6 years ago

ବିନା ଭକ୍ତରେ ହେବ ରଥଯାତ୍ରା

ବାଲିଗୁଡା,୧୬ା୬(ଡି.ଏନ୍‌.ଏ.)- ବାଲିଗୁଡାରେ ରଥଯାତ୍ରା ପାଳନ ପାଇଁ ସ୍ଥାନୀୟ ଉପଜିଲାପାଳ ଦେବେନ୍ଦ୍ର କୁମାର ନନ୍ଦଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଛି। ଏଥିରେ ବାଲିଗୁଡ଼ା ଏସ୍‌ଡିପିଓ…

6 years ago

ମଦ ରନ୍ଧାବେଳେ ପୋଲିସର ଚଢାଉ

ଶଙ୍କରାଖୋଲ,୧୬ା୬(ଡି.ଏନ୍‌.ଏ.)- ଟିକାବାଲି ଥାନା ଅଞ୍ଚଳ ବାଞ୍ଜାମାହା ଗ୍ରାମ ସଂଲଗ୍ନ ଜଙ୍ଗଲରେ ମଙ୍ଗଳବାର ଥାନା ଅଧିକାରୀ ରେବତୀ ଶବରଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଚଢାଉ କରିଥିଲା। ଜଙ୍ଗଲରେ ଥିବା…

6 years ago

ରାଉରକେଲା ଏସ୍‌ପିଙ୍କ ନାମରେ ଫେସବୁକ୍‌ରେ ଫେକ୍‌ ଆଇଡି ଖୋଲି ବନ୍ଧା ହେଲେ ନାବାଳକ

ରାଉରକେଲା ଅଫିସ,୧୬।୬: ରାଉରକେଲା ଏସ୍‌ପି କେ.ଶିବା ସୁବ୍ରମଣୀଙ୍କ ନାମରେ ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଲୋକଙ୍କୁ ବ୍ଲାକମେଲିଂ କରିବା ଜଣେ ନାବାଳକଙ୍କୁ ମହଙ୍ଗା ପଡ଼ିଛି। ଏହି ଘଟଣାରେ…

6 years ago

ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଧାନ ଉଠିଲା

ଜୁନାଗଡ,୧୬।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବାଲିଛଡା ମଣ୍ଡିରେ ଗତ ୨ଦିନ ହେଲା ମିଲର୍ସଙ୍କ ଅବହେଳା ଯୋଗୁ ଟ୍ରକ ଆସୁ ନ ଥିବାରୁ ମଣ୍ଡିରୁ ଧାନ ଉଠୁ ନ…

6 years ago

କେନ୍ଦ୍ରାପଡାରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

କେନ୍ଦ୍ରାପଡା ଅଫିସ, ୧୬।୬- କେନ୍ଦ୍ରାପଡା ଜିଲାରେ ମଙ୍ଗଳବାର ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛିା ଆକ୍ରାନ୍ତଙ୍କ…

6 years ago

ରଥଯାତ୍ରା ହେଲେ କରୋନା ଭୟ ଦୂର ହୋଇଯିବ

ପୁରୀ ଅଫିସ, ୧୬।୬: ଚଳିତ ବର୍ଷ କରୋନା ପାଇଁ ରଥଯାତ୍ରା ହେବ କି ନାହିଁ ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ। ସମସ୍ତେ ମହାପ୍ରଭୁଙ୍କ ରଥଯାତ୍ରାକୁ…

6 years ago

ନିମାପଡ଼ାକୁ ଛୁଇଁଲା କରୋନା: ୬ ପଜିଟିଭ ଚିହ୍ନଟ

ନିମାପଡ଼ା, ୧୬।୬(ଡି.ଏନ୍‌.ଏ.): ପୁରୀ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ଜିଲାରୁ ୧୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ…

6 years ago

ନାବାଳିକା ବଳାତ୍କାର ଘଟଣା: ଅଭିଯୁକ୍ତ ପଡୋଶୀ ଯୁବକ ଗିରଫ

ଚାନ୍ଦବାଲି,୧୬।୬(ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନସ୍ଥ ଚଡଦିଆ ଗ୍ରାମ ପଞ୍ଚାୟତର ଚଡଦିଆ ଗାଁର ଜଣେ ୫ ବର୍ଷର ନାବାଳିକା ବଳାତ୍କାର ଅଭିଯୋଗରେ ପଡୋଶୀ ଘରର ଜଣେ ଯୁବକକୁ…

6 years ago

ସଙ୍ଗରୋଧ କେନ୍ଦ୍ରରୁ ଚୋରି ଘଟଣା:୨ ଅଟକ, ଚୋରି ସାମଗ୍ରୀ ଜବତ

ଭଦ୍ରକ ଅଫିସ/ପଦ୍ମପୁର,୧୬।୬(ଡି.ଏନ୍‌.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଗୋରାମାଟି ପଞ୍ଚାୟତର ତୋରଣପଦା ସଙ୍ଗରୋଧ କେନ୍ଦ୍ରରୁ ଗତ ୫ ତାରିଖରେ ଚୋରି ହୋଇଥିଲା। ଏହି ଘଟଣାରେ ମଙ୍ଗଳବାର ଗ୍ରାମାଞ୍ଚଳ…

6 years ago