ଆମ ଜିଲା ଖବର

ମାଗଣା ଜମି ପଟ୍ଟା ବଣ୍ଟନ ଗୁଜବ, ଜିଲାପାଳଙ୍କ କାର୍ଯ୍ୟାଳୟରେ ମହିଳାଙ୍କ ଭିଡ଼

ଭବାନୀପାଟଣା,୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାପାଳଙ୍କ କାର୍ଯ୍ୟାଳୟରେ ମାଗଣା ଜମି ପଟ୍ଟା ପ୍ରଦାନ କରାଯାଉଛି। ଏହି ଖବର ଶୁଣି ଜିଲାର ବିଭିନ୍ନ ବ୍ଲକରୁ ସବୁଜ ପତ୍ରିକାଧାରୀ ମହିଳା ଶୁକ୍ରବାର ଜିଲାପାଳଙ୍କ…

6 years ago

ବାଉଁଶବୁଦା ପଡ଼ି ମହିଳାଙ୍କ ମୃତ୍ୟୁ ଘଟଣା: ପ୍ରଶାସନର ସହାୟତା

ଲୋଇସିଂହା,୭ା୩(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ ବର୍ଷା ହୋଇଥିଲା। ବର୍ଷାରୁ ରକ୍ଷା ପାଇବା ପାଇଁ ବୁର୍ଡା ଗ୍ରାମରେ କେତେକ ବ୍ୟକ୍ତି…

6 years ago

ଜଳ ବିଦ୍ୟୁତ୍‌ ପ୍ରକଳ୍ପ କର୍ମଚାରୀଙ୍କ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଶେଷ

କୋରୁକୋଣ୍ଡା,୭ା୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା ବାଲିମେଳାସ୍ଥିତ ଓଡ଼ିଶା ଜଳ ବିଦ୍ୟୁତ୍‌ ପ୍ରକଳ୍ପ କର୍ମଚାରୀଙ୍କ ବାର୍ଷିକ ନିର୍ବାଚନ ପ୍ରକ୍ରିୟା ଶନିବାର ଶେଷ ହୋଇଯାଇଛି। ଚଳିତ ୨୦୨୦ ଏବଂ ୨୦୨୧ ପାଇଁ…

6 years ago

ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବିପିନ ବିହାରୀ ରଥଙ୍କ ପରଲୋକ

କଟକ ଅଫିସ,୭ା୩: ସ୍ବାଧୀନତା ସଂଗ୍ରାମୀ ତଥା ବରିଷ୍ଠ ଆଇନଜୀବୀ ବିପିନ ବିହାରୀ ରଥଙ୍କ ଶନିବାର ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା। ଦୀର୍ଘଦିନ…

6 years ago

ଆତଙ୍କ ଖେଳାଉଥିବା ଭାଲୁ ପଡ଼ିଲା ଯନ୍ତାରେ: ସ୍ବାସ୍ଥ୍ୟ ପରୀକ୍ଷା ପରେ ନିଆଯିବ ପରବର୍ତ୍ତୀ ପଦକ୍ଷେପ

ନବରଙ୍ଗପୁର, ୭।୩(ବି.ପ୍ର.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଦହଣା ଗ୍ରାମରେ ଗତ କିଛିଦିନ ହେବ ଆତଙ୍କ ଖେଳାଉଥିବା ଭାଲୁକୁ କାବୁ କରାଯାଇଛି। ବନବିଭାଗ ପକ୍ଷରୁ ବସାଯାଇଥିବା ଯନ୍ତାରେ…

6 years ago

ଘରୋଇ ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା: ଭିଜିଲାନ୍ସରେ ଅଭିଯୋଗ କଲେ ଜଗନ୍ନାଥ ସେନା

ପୁରୀ ଅଫିସ,୭।୩: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୫୪୫ କୋଟି ଟଙ୍କା ଘରୋଇ ବ୍ୟାଙ୍କରେ ଜମା ରଖାଯିବାକୁ ବିରୋଧ କରିଛି ଶ୍ରୀଜଗନ୍ନାଥ ସେନା। ଶନିବାର ସେନା ପକ୍ଷରୁ ପୁରୀ ଦୁର୍ନୀତି…

6 years ago

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜିଆର୍‌ଏସ୍‌ ସାକ୍ଷୀଗୋପାଳ, ୭।୩(ଡି.ଏନ୍‌.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶୁକଳ ପଞ୍ଚାୟତ ଜିଆର୍‌ଏସ୍‌ ଛବି ନାରାୟଣ ପଣ୍ଡା ଲାଞ୍ଚ ନେବା…

6 years ago

ଚାଇନା ଫେରନ୍ତା ବ୍ୟକ୍ତି ଅସୁସ୍ଥ: ଖଇରାରେ କରୋନା ଆତଙ୍କ

ଖଇରା,୭।୩(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ଖଇରା ଥାନା ସାରକୋଣା ପଞ୍ଚାୟତ ସୋଜାଗଡ଼ ଗ୍ରାମରେ କରୋନା ଆତଙ୍କ ଦେଖାଦେଇଛି। ଚାଇନା ଫେରନ୍ତା ଯୁବକ ଜଗନ୍ନାଥ ଜେନାଙ୍କୁ କରୋନା ସଂକ୍ରମିତ ଥିବା…

6 years ago

ନିର୍ମାଣାଧୀନ ଡ୍ରେନ୍‌ରୁ ଯୁବକଙ୍କ ମୃତଦେହ ଉଦ୍ଧାର: କାରଣ ଅସ୍ପଷ୍ଟ

ପରଜଙ୍ଗ,୭ା୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ରୋଡ଼ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖ ଏକ ନିର୍ମାଣାଧୀନ ଡ୍ରେନ୍‌ରୁ ଶନିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

6 years ago

ବହୁ ମେଶିନ ଅଚଳ: ସ୍ବାସ୍ଥ୍ୟସେବା ବାଧାପ୍ରାପ୍ତ

କଟକ ଅଫିସ,୭ା୩: ଏସ୍‌ସିବି ମେଡିକାଲରେ ରୋଗୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଥିବା ଅନେକ ମେଶିନ ଅଚଳ ହୋଇପଡ଼ିଛି। ଦିନବେଳା ପରୀକ୍ଷାଗାରଗୁଡିକରେ ତାଲା ପଡିରହୁଛି। କିଛି ପରୀକ୍ଷାଗାର ଖୋଲାଥିଲେ…

6 years ago