କଟକ ଅଫିସ,୧୧ା୪: ଏକଜୁଟ ହୋଇଛି ସାହି। ପ୍ରତ୍ୟେକ ଘର ଲୋକଙ୍କୁ କରୋନା ମୁକାବିଲାରେ ଦୃଢ଼ ପଦକ୍ଷେପ ଗ୍ରହଣ କରିବାକୁ ପରାମର୍ଶ ଦିଆଯାଉଛି। ନିୟମିତ ଭାବେ ପ୍ରତ୍ୟେକ ଘର…
ଜଟଣୀ,୧୧ା୪(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ମୁକାବିଲା ପାଇଁ ସରକାର ଲକ୍ଡାଉନ୍ ସହ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏଥିଯୋଗୁ ଚାଷୀ ପ୍ରଭାବିତ ହୋଇଛନ୍ତି। ବିଭିନ୍ନ ଫସଲ ଓ ପନିପରିବା…
ପୁରୀ ଅଫିସ,୧୧ା୪: କରୋନା ପାଇଁ ପୁରୀରେ ଆରମ୍ଭ ହୋଇଛି ବାଇକ୍ ପାଟ୍ରୋଲିଂ। କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ଲାଗି ସାମାଜିକ ଦୂରତା ଉପରେ ଗୁରୁତ୍ୱ ଦିଆଯାଉଛି।…
ପୁରୀ ଅଫିସ,୧୧ା୪: କରୋନା ବିରୋଧରେ ଲଢ଼େଇ ପାଇଁ ଏବେ ସବୁସ୍ତରରେ ଉଦ୍ୟମ ଚାଲିଛି। ତଥାପି ଆୟତ୍ତକୁ ଆସୁନାହିଁ ବିଶ୍ୱ ମହାମାରୀ କରୋନା। ଦିନକୁ ଦିନ ଭାରତରେ ଆକ୍ରାନ୍ତଙ୍କ…
କୃଷ୍ଣପ୍ରସାଦ,୧୧ା୪(ଡି.ଏନ.ଏ.): କରୋନା ମୁକାବିଲା ପାଇଁ ଗାଁ ଗାଁରେ ଲକ୍ଡାଉନ। ଗଁ। ମୁଣ୍ଡରେ ବାଉଁଶ ବତାରେ ବାଡ଼ ବାନ୍ଧି କୌଣସି ଲୋକଙ୍କୁ ଗାଁ ଭିତରକୁ ପ୍ରବେଶ କରାଇ ଦେଉନାହାନ୍ତି।…
ପୁରୀ ଅଫିସ,୧୧ା୪: ବିଶ୍ୱମହାମାରୀ କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ୨୧ଦିନିଆ ଲକ୍ଡାଉନ ଚାଲିଛି। ଗଡ଼ୁନି ଗାଡ଼ି, ଖୋଲୁନି ଦୋକାନ ବଜାର। ବାହାରକୁ ନ ବାହାରିବା…
କଟକ ଅଫିସ୍,୧୧ା୪: କରୋନା ଭୂତାଣୁ ସଂକ୍ରମଣକୁ ନେଇ ଏବେ ସାରା ବିଶ୍ୱରେ ଭୟ ଦେଖାଦେଇଛି। ଏହି ଭୟ ଦେଖାଇ ଅନ୍ଲାଇନ୍ରେ ଠକେଇ ମଧ୍ୟ ଚାଲିଛି । ବିଭିନ୍ନ…
କେନ୍ଦୁଝର, ୧୧ା୪(ଡି.ଏନ୍.ଏ.)- କରୋନା ଲାଗି ଲକ୍ ଡାଉନ୍ ଚାଲିଥିବା ବେଳେ କେନ୍ଦୁଝର ଜିଲାର ୯୦୯ କଳାକାରଙ୍କୁ ୪ମାସର ଅଗ୍ରୀମ ଭତ୍ତା ଦିଆଯାଇଛି। ସଂସ୍କୃତି ବିଭାଗ ପକ୍ଷରୁ ଜିଲାର…
ଭଦ୍ରକ ଅଫିସ, ୧୧ା୪-ଶୁକ୍ରବାର ମା’ ଭଦ୍ରକାଳୀଙ୍କ ଐତିହାସିକ ଘୋଡ଼ା ମେଳଣ ବାତିଲ ହୋଇଛି। ଆଖପାଖ ଗାଁର କୈବର୍ତ୍ତ ଲୋକମାନେ ଘୋଡ଼ାକୁ ଆଣି ପୂଜା କରନ୍ତି। ଏହି ପୂଜା…
ଆରଡି, ୧୧ା୪(ଡି.ଏନ.ଏ.)-ଲକ୍ଡାଉନ ସମୟରେ ଭଦ୍ରକ ଜିଲା ଆରଡି ଫାଣ୍ଡିର କର୍ମଚାରୀମାନେ ଆରଡି, ନାନ୍ଦପୁର, ଓଳଗ, ସୁନ୍ଦରପୁର ଆଦି ପଞ୍ଚାୟତର ୨୩ଖଣ୍ଡ ଗାଁରେ ଔଷଧ ପହଞ୍ଚାଉଛନ୍ତି। ସୂଚନା ଅନୁସାରେ…