ଆମ ଜିଲା ଖବର

ଅସହାୟ ଅବସ୍ଥାରେ ନାବାଳିକା ଉଦ୍ଧାର: ମିଳୁନି ପରିଚୟ

ବରଗଡ଼ ଅଫିସ,୨୦।୧: ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ଚୋରଗ୍ରୀଣ୍ଡୋଲା ଗ୍ରାମରେ ଅସହାୟ ଅବସ୍ଥାରେ ବୁଲୁଥିବା ଜଣେ ନାବାଳିକାଙ୍କୁ ସୋମବାର ଉଦ୍ଧାର କରାଯାଇଛି । ସ୍ବେଚ୍ଛାସେବୀ ଅନୁଷ୍ଠାନ…

6 years ago

ନରହନ୍ତା ଦନ୍ତାକୁ ଧରିବା ପାଇଁ ଚାଲିଥିବା ଅପରେଶନ ସଫଳ

ବନ୍ତଳା,୨୦।୧(ଡି.ଏନ୍‌.ଏ.):ଅନୁଗୋଳ ବନଖଣ୍ଡ ତାଳଚେର ରେଞ୍ଜ ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ନରହନ୍ତା ଦନ୍ତାକୁ ଧରିବା ପାଇଁ ୪ ଦିନ ଧରି ଚାଲିଥିବା ଅପରେଶନ ସୋମବାର ସଫଳ ହୋଇଛି।…

6 years ago

ବିପୁଳ ପରିମାଣର ଗଞ୍ଜେଇ ଜବତ: ୨ ଗିରଫ

କୋରାପୁଟ, ୨୦।୧(ସ୍ବ.ପ୍ର): କୋରାପୁଟ ଜିଲା ସେମିଳିଗୁଡା ପୋଲିସ ଦ୍ୱାରା ସୋମବାର ବିପୁଳ ପରିମାଣରେ ଗଞ୍ଜେଇ ଜବତ କରାଯାଇଛି। ଗଞ୍ଜେଇ ଭର୍ତ୍ତି ଟ୍ରକକୁ ଜବତ କରିବା ସହ ଏଥିରେ…

6 years ago

ବାଇକ୍‌ ଡିକି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବାସୁଦେବପୁର,୨୦।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବୁର ନୀଳମଣି ମାର୍କେଟ କମ୍ପ୍ଲେକ୍ସ ସମ୍ମୁଖରୁ ଏକ ବାଇକ୍‌ ଡିକି ଭାଙ୍ଗି ଦୁର୍ବୃତ୍ତ ୧ଲକ୍ଷ ୯୯ ହଜାର ଟଙ୍କା ଲୁଟି ନେଇଥିବା ଅଭିଯୋଗ…

6 years ago

୨୧ରେ ବରଗଡ ଆସିବେ ମୁଖ୍ୟମନ୍ତ୍ରୀ

ବରଗଡ ଅଫିସ,୨୦।୧: ଆସନ୍ତା ୨୧ ତାରିଖ ଅର୍ଥାତ୍‌ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବରଗଡ ଗସ୍ତ କାର୍ଯ୍ୟକ୍ରମ ରହିଛି। ମଧ୍ୟାହ୍ନ ପ୍ରାୟ ୧୨ଟା ୧୫ ମିନିଟରେ ମୁଖ୍ୟମନ୍ତ୍ରୀ…

6 years ago

ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା ପକାଇଲେ ଗ୍ରାମବାସୀ

ବାହାନଗା,୨୦।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ପାଟିମୁଣ୍ଡା ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ସୋମବାର ଛାତ୍ରୀଛାତ୍ର ଓ ଅଭିଭାବକମାନେ ବିଦ୍ୟାଳୟରେ ତାଲା ପକାଇ ଧାରଣାରେ ବସିଛନ୍ତି।…

6 years ago

ଭୁବନେଶ୍ୱର, ବାଲେଶ୍ୱରରୁ ୫ ବ୍ରାଉନସୁଗାର ଡିଲର ଗିରଫ: ୩୨୪ ଗ୍ରାମ ବ୍ରାଉନସୁଗାର, ୩.୫ ଲକ୍ଷ ଟଙ୍କା ଜବତ

ଭୁବନେଶ୍ୱର, ୨୦।୧(ବ୍ୟୁରୋ): ପୋଲିସ ଡିଜିଙ୍କ କଡା ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚର ଏସଟିଏଫ୍‌ ଟିମ୍‌ ନିଶା ମାଫିଆଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନେଇଛି। ରବିବାର ଏସଟିଏଫ୍‌ ଟିମ୍‌ ବାଲେଶ୍ୱର…

6 years ago

ଯୁବକଙ୍କୁ ହତ୍ୟା ଅଭିଯୋଗରେ ଜାତୀୟ ରାଜପଥ ଅବରୋଧ

ବଲାଙ୍ଗୀର ଅଫିସ/ତରଭା, ୨୦।୧ (ଡି.ଏନ.ଏ)- ବଲାଙ୍ଗୀର ପୁଇଁତଲା ଥାନା ଅନ୍ତର୍ଗତ ମିଛାପାଲିର ଜଣେ ଯୁବକ ଆଲୋକ ନାଏକ (୨୫)ଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ସୋମବାର ଉଦ୍ଧାର କରାଯାଇଛି…

6 years ago

ଘର ଭିତରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ପାଟଣା,୨୦।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଗାଲଫୁଲା ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ସୋମବାର ତାଙ୍କ ଘରୁ ଉଦ୍ଧାର କରାଯାଇଛି। ମୃତକ ହେଲେ ରାଧାକାନ୍ତ ନାଏକଙ୍କ…

6 years ago

ପର୍ଯ୍ୟଟକଙ୍କୁ ଚାପିଦେଲା ବସ୍‌: ଜଣେ ମୃତ, ୧ ଗୁରୁତର

ବ୍ରହ୍ମଗିରି, ୨୦।୧(ଡି.ଏନ୍‌.ଏ.): ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ କରମଳାସ୍ଥିତ ଅଭିରାମ ପରମହଂସ ଆଶ୍ରମ ନିକଟରେ ସୋମବାର ୨ ଜଣ ମହିଳା ପର୍ଯ୍ୟଟକଙ୍କୁ ବସ୍‌ ଚାପି ଦେବାରୁ…

6 years ago