ଆମ ଜିଲା ଖବର

କରୋନା ମୁକାବିଲା ନିମନ୍ତେ ସହାୟତା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏକ ମାସର ପେନ୍‌ସନ ଦେଲେ ବରଗଡ଼ ପୂର୍ବତନ ବିଧାୟକ

ବରଗଡ଼ ଅଫିସ୍‌,୧୦।୪: କରୋନା ମୁକାବିଲାରେ ବିନିଯୋଗ ପାଇଁ ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ତାଙ୍କ ମାସକର ପେନସନ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ପ୍ରଦାନ କରିଛନ୍ତି ।…

6 years ago

କରୋନା ମୁକାବିଲା: ଓଡ଼ିଶା ପାଇଁ ଅଧିକ ଅନୁଦାନ ଦାବିକଲେ ସ୍ବାସ୍ଥ୍ୟମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୧୦ା୪: କେନ୍ଦ୍ର ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଦେଶର ବିଭିନ୍ନ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହ ଭିଡିଓ କନ୍‌ଫରେନ୍ସିଂ ଜରିଆରେ କରୋନା…

6 years ago

ବରଗଡ଼ର ୧,୫୨୩ ଜଣ କଳାକାରଙ୍କୁ ମିଳିଲା ଅଗ୍ରୀମ ଭତ୍ତା: ଜିଲା ସଂସ୍କୃତି ଅଧିକାରୀ

ବରଗଡ଼ ଅଫିସ୍‌,୧୦।୪: କରୋନା(କୋଭିଡ୍‌-୧୯) ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ ହୋଇଛି । ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ସାହିତ୍ୟ…

6 years ago

ଲକ୍‌ଡାଉନ୍‌ ବଢ଼ାଇଛି ଦାଦନ ପରିବାରର ଦୁଃଖ: କ୍ଷୀର ବଦଳରେ ଚିନି ପାଣି ପିଇ ଶିଶୁପୁତ୍ର ଅସୁସ୍ଥ, ସ୍ବେଚ୍ଛାସେବୀଙ୍କ ପ୍ରଚେଷ୍ଟା ପରେ ମାଗଣାରେ ଚିକିତ୍ସା କଲେ ଡାକ୍ତର

ବରଗଡ଼ ଅଫିସ୍‌,୧୦।୪: ଲକ୍‌ ଡାଉନ୍‌ ପରେ ଦାଦନ ଶ୍ରମିକଙ୍କ ସମସ୍ୟା ବଢ଼ି ଯାଇଛି । ସେମାନଙ୍କ ସାଙ୍ଗରେ ରହିଥିବା ପିଲାଛୁଆଙ୍କ ଅବସ୍ଥା ଆହୁରି ବିପନ୍ନ ହୋଇ ପଡ଼ିଛି…

6 years ago

ଏମକେସିଜିରେ ପୁଣି ୩ କରୋନା ସନ୍ଦିଗ୍ଧ ଭର୍ତ୍ତି

ବ୍ରହ୍ମପୁର ଅଫିସ ,୧୦।୪: କରୋନା ଭାଇରସ ଆତଙ୍କ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏଡାର ମୁକାବିଲା ଲାଗି ସରକାର ସାରା ଦେଶରେ ଲକ୍‌ ଡାଉନ ଜାରି…

6 years ago

ହାଇକୋର୍ଟଙ୍କ ପକ୍ଷରୁ ସ୍ପଷ୍ଟୀକରଣ: ବରିଷ୍ଠ ନାଗରିକ, ଭିନ୍ନକ୍ଷମ ବ୍ୟବହାର କରିବେ ଦୁଇ ଚକିଆ ଯାନ

କଟକ ଅଫିସ, ୧୦।୩: ପାଦ ଚଲା ଦୂରତାରେ ଅତ୍ୟାବଶ୍ୟକ ସାମଗ୍ରୀ ମିଳୁ ନ ଥିବା ଯୋଗୁ ବାଇକ୍‌ ବ୍ୟବହାର କଟକଣାକୁ କୋହଳ କରିବା ପାଇଁ ଗୁରୁବାର ହାଇକୋର୍ଟ…

6 years ago

ଗାଁ ଗାଁରେ ସାମାଜିକ ଦୂରତ୍ୱକୁ ଦିଆଯାଉଛି ଗୁରୁତ୍ୱ: ବଲାଙ୍ଗୀର-ବୌଦ୍ଧ ପ୍ରବେଶ ପଥକୁ ସିଲ୍‌ କଲେ ଗ୍ରାମବାସୀ

ଗୁଡଭେଲା, ୧୦ା୪(ଡି.ଏନ୍‌.ଏ.): ଦିନକୁ ଦିନ କରୋନା ସଂକ୍ରମଣ ଭୟାବହତା ବଢି ଚାଲିଥିବାରୁ ରାଜ୍ୟବାସୀ ଭୟଭୀତ ହୋଇ ପଡିଛନ୍ତି। ସଂଗରୋଧ ସହ ସାମାଜିକ ଦୂରତ୍ୱ ରକ୍ଷା କରିବା ଦ୍ୱାରା…

6 years ago

ଗଞ୍ଜାମରେ ବୁଲୁଛି ୪୪ ସ୍ବତନ୍ତ୍ର କୋଭିଡ୍‌ ଆମ୍ବୁଲାନ୍ସ: ଚିହ୍ନଟ ପରେ ସନ୍ଦିଗ୍ଧଙ୍କୁ ଅଣାଯାଉଛି ହସ୍ପିଟାଲ, ଚାଳକଙ୍କୁ ଦିଆଯାଇଛି ସ୍ବତନ୍ତ୍ର ପିପିଇ କିଟ୍‌

ଛତ୍ରପୁର,୧୦।୪(ଡି.ଏନ୍‌.ଏ.)- କରୋନା ସନ୍ଦିଗ୍ଧଙ୍କୁ ଘରୁ ହସ୍ପିଟାଲକୁ ନେବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ସାଧାରଣ ଗାଡିକୁ ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସରେ ପରିଣତ କରାଯାଇଛି। ବର୍ତମାନ ଜ଼ିଲାରେ…

6 years ago

ମିଳିଲା ଅନୁମତି: ବ୍ରହ୍ମପୁର ଏମ୍‌କେସିଜିରେ ହେବ କୋଭିଡ-୧୯ ଟେଷ୍ଟ

ଭୁବନେଶ୍ୱର,୧୦।୪(ବ୍ୟୁରୋ): ଗଞ୍ଜାମ ଜିଲା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି)ମେଡିକାଲ କଲେଜରେ କରୋନା ଟେଷ୍ଟ କରାଯିବ। ଏଥିପାଇଁ ଦିଲ୍ଲୀ ଆଇସିଏମ୍‌ଆର୍‌ ପକ୍ଷରୁ ଅନୁମତି ମିଳିଛି। ମେଡିକାଲ କଲେଜ ଭାବେ…

6 years ago

ଲକ୍‌ଡାଉନ୍‌ ବୃଦ୍ଧିକୁ ଗଜପତି ମହାରାଜାଙ୍କ ସ୍ବାଗତ

ପୁରୀ ଅଫିସ, ୧୦।୪: ବିଶ୍ୱ ମହାମାରୀ କରୋନା ସଂକ୍ରମଣକୁ ରୋକିବା ଲାଗି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ଅବଧି ଆସନ୍ତା ୧୪ ତାରିଖରେ…

6 years ago