ଆମ ଜିଲା ଖବର

ଠାକୁରମୁଣ୍ଡା ବ୍ଲକରୁ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ, ତୀର୍ଥ ଭ୍ରମଣରେ ଯାଇ ଫେରିଥିଲେ ବୃଦ୍ଧ

ଠାକୁରମୁଣ୍ଡା, ୨୧।୫(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକରେ ପ୍ରଥମ କରି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ଜିଲାରେ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…

6 years ago

ପାଟଣା ଥାନାରେ ଥାର୍ଡ ଡିଗ୍ରୀ ଭିଡିଓ ଭାଇରାଲ ଘଟଣା: ତଦନ୍ତ ଦାବିକଲେ ଅଞ୍ଚଳବାସୀ

ପାଟଣା,୨୧ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ଆଇଆଇସି ଜଣେ ୨୨ ବର୍ଷୀୟ ମୁଦାଲାଙ୍କୁ ଥାନା ଭିତରେ ଲାଠି ଓ ଗୋଇଠା ମାରୁଥିବାର ଭିଡିଓ ସୋମବାର ଭାଇରାଲ ହେବା…

6 years ago

ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ଆରମ୍ଭ ହେଲା ବୈଠକ: ୧୦ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ

ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍‌ ୫ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିଭଳି ଭାବେ ଶୃଙ୍ଖଳିତ ଭାବେ…

6 years ago

ଓଲଟି ପଡ଼ିଲା ପ୍ରବାସୀ ଶ୍ରମିକଙ୍କ ବସ୍‌: ୪ ଗୁରୁତର

ବାଲେଶ୍ୱର ଅଫିସ,୨୧ା୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅଧିନସ୍ଥ ୫୬ ନମ୍ବର ଜାତୀୟ ରାଜପଥ ଲକ୍ଷ୍ମଣନାଥ ଗେଟ୍‌ ନିକଟରେ କେରଳରୁ ପଶ୍ଚିମବଙ୍ଗକୁ ୫୦ ପ୍ରବାସୀ ଶ୍ରମିକଙ୍କୁ ନେଇ…

6 years ago

ଅମ୍ଫନ ସମୟରେ ଜନ୍ମିତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): ବାତ୍ୟା ଅମ୍ଫନ୍‌ ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଓଡ଼ିଶାର ଅଗ୍ନିଶମ ବାହିନୀର ଉତ୍ସର୍ଗୀକୃତ ତଥା ମାନବୀୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା…

6 years ago

ଗୁଜରାଟରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଆସୁଥିବା ବସ୍‌ରେ ଜଣଙ୍କ ଜୀବନ ଗଲା

ଲଖନପୁର,୨୧ା୫(ଡି.ଏନ୍‌.ଏ.): ଗୁଜରାଟରୁ ପ୍ରବାସୀ ଓଡ଼ିଆଙ୍କୁ ଧରି ଏକ ବସ୍‌ ଆସିକା ଅଭିମୁଖେ ଆସୁଥିବାବେଳେ ଝାରସୁଗୁଡ଼ା ଜିଲା ଲଖନପୁର ୪୯ ନମ୍ବର ଜାତୀୟ ରାଜପଥରେ ବସ୍‌ ଭିତରେ ଜଣେ…

6 years ago

ଶ୍ରମିକମାନଙ୍କୁ କରୋନା ସଚେତନତା

ବଅଁରପାଳ,୨୧।୫(ଡି.ଏନ୍‌.ଏ): ହିନ୍ଦ୍‌ ମଜଦୁରୁ ସଭା ସହ ଜଡ଼ିତ ନାଲକୋ ନନ୍‌ ଏକ୍ସ୍ୟୁଟିଭ୍‌(ଏନ୍‌ଏନ୍‌ଇୟୁ) ପକ୍ଷରୁ ଗୁରୁବାର ସକାଳେ ନାଲକୋ ସିପିପି ଫାଟକ ସମ୍ମୁଖରେ ଶ୍ରମିକମାନଙ୍କୁ କରୋନା ସଚେତନତା କରାଯାଇଛି।…

6 years ago

ଅମ୍ଫନ୍‌ ବାତ୍ୟା ପ୍ରଭାବ: ବରୀ ପୋଲିସ ପ୍ରଶାସନ ପକ୍ଷରୁ ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ

ରତ୍ନଗିରି,୨୧।୫(ଡି.ଏନ୍‌.ଏ): କରୋନା ସମୟରେ ମହାଯୋଦ୍ଧା ପାଲଟିଥିବା ପୋଲିସ ପ୍ରଶାସନ ଏବେ ଅମ୍ଫନ୍‌ ବାତ୍ୟାରେ ସଫେଇ କାର୍ଯ୍ୟକ୍ରମକୁ ନିଜ ହାତକୁ ନେଇଛି। ଗୁରୁବାର ବରୀ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ…

6 years ago

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ମୃତ

ଭୁବନେଶ୍ୱର,୨୧।୫: ରାଜ୍ୟରେ ଗୁରୁବାର ସକାଳେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ୮୫ ବର୍ଷୀୟ ହୋଇଥିବା ବେଳେ ସେ ସୁରଟ ଫେରନ୍ତା ବୋଲି…

6 years ago

ଅଗ୍ନିଶମ ଗାଡ଼ିରେ ଜନ୍ମ ନେଲା ଶିଶୁକନ୍ୟା

ମହାକାଳପଡ଼ା,୨୧।୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ବାତ୍ୟା ଅମ୍ଫନ୍‌ ସମୟରେ ବୁଧବାର ଅଗ୍ନିଶମ ବିଭାଗ ଗାଡ଼ିରେ ଏକ ଶିଶୁକନ୍ୟା ଜନ୍ମ ହୋଇଛି। ବାତ୍ୟା ପବନ ଚାଲିଥିବା ସମୟରେ…

6 years ago