ଚିକିଟି,୨୦ା୫(ଡି.ଏନ.ଏ.)- ଚିକିଟି ବ୍ଲକ୍ ଲିଆଖାଇ ଗ୍ରାମର ଜଣେ ବ୍ୟକ୍ତି ମସ୍ତିସ୍କ କର୍କଟ ରୋଗରେ ଭୂବନେଶ୍ୱର ଏମ୍ସରେ ଚିକିସତ୍ିତ ହେଉଥିବାବେଳେ କୋଭିଡ୍-୧୯ ରିପୋର୍ଟ ପଜିଟିଭ୍ ଆସିଥିଲା। ଜିଲା ପ୍ରଶାସନର…
ଜୟପୁର,୨୦ା୫(ଡି.ଏନ୍.ଏ.): କାରୋନା ଆଣିଛି ଦୁଃଖ । ସଚେତନତା ହେଉଛି ଏଥିରୁ ବର୍ତ୍ତିବାର ଏକମାତ୍ର ଉପାୟ। କୋରାପୁଟ ଜିଲାର ଉପାନ୍ତ ଅଞ୍ଚଳର ଆଦିବାସୀଙ୍କୁ ସଚେତନ କରୁଛନ୍ତି ଜୟପୁର ରେଞ୍ଜ୍ର…
ବନ୍ତ,୨୦।୫(ଡି.ଏନ୍.ଏ.)-ବୁଧବାର ବାତ୍ୟା ‘ଅମ୍ଫନ’ର ପ୍ରଭାବ ଭଦ୍ରକ ଜିଲା ବନ୍ତ ବ୍ଲକରେ ଦେଖିବାକୁ ମିଳିଛି। ମଙ୍ଗଳବାର ଦିନ ତମାମ କୋହଲା ପାଗ ରହିବା ପରେ ସନ୍ଧ୍ୟା ଠାରୁ ଝିପ୍…
ବାଲେଶର ଅଫିସ, ୨୦ା୫-ବିଜେଡିର ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ରାଜ୍ୟ ବିଜେଡି ସଙ୍ଗଠନ ସମ୍ପାଦକ ତଥା ବିଧାୟକ ପ୍ରଣବ ପ୍ରକାଶ ଦାସ ଓ…
କେନ୍ଦୁଝର,୨୦ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରେ ଅମ୍ଫନ ବାତ୍ୟାର ପ୍ରଭାବରେ ବୁଧବାର ବର୍ଷା ହୋଇଥିଲା। ସକାଳ ୮ଟା୩୦ରୁ ସନ୍ଧ୍ୟା ୫ ଟା ପର୍ଯ୍ୟନ୍ତ ୨୮୦.୮ ମିମି ବର୍ଷା ରେକର୍ଡ ହୋଇଛି।…
ବଲାଙ୍ଗୀର ଅଫିସ, ୨୦ା୫: ବଲାଙ୍ଗୀର ରେଲୱେ ଷ୍ଟେସନ୍ରେ ବୁଧବାର ଦୁଇଟି ଶ୍ରମିକ ସ୍ପେଶାଲ ଟ୍ରେନ୍ ଆସି ପହଞ୍ଚିଛି। ମହାରାଷ୍ଟ୍ରର ମୁମ୍ବାଇ ଉପନଗର ଲୋକମାନ୍ୟ ତିଲକ ଟର୍ମିନସଠାରୁ ଆସିଥିବା…
ଅନୁଗୋଳ ଅଫିସ, ୨୦।୫: ବହୁ ବିରୋଧ ପରେ ଅନୁଗୋଳ ସହରରେ ମାଇକ୍ରୋ କମ୍ପୋଷ୍ଟିଂ ସିଷ୍ଟମ(ଏମ୍ସିସି) ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସହରର ଗୋଟିଏ ସ୍ଥାନରେ ଏମ୍ସିସି…
କେନ୍ଦ୍ରାପଡ଼ା ଅଫିସ, ୨୦ା୫: ସାମୁଦ୍ରିକ ଝଡ ଅମ୍ଫନ୍ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଇଛି। ଗତ ସନ୍ଧ୍ୟାରୁ ଆରମ୍ଭ ହୋଇଥିବା ସାମାନ୍ୟ ବର୍ଷା ପବନ ବୁଧବାର ଉଗ୍ରରୂପ ଧାରଣ…
ର୍ତିତ୍ତୋଲ,୨୦ା୫(ଡି.ଏନ.ଏ.): ବାତ୍ୟା ସମୟରେ ଆଶ୍ରୟ ନେବାକୁ ଯିବାବେଳେ ପଡ଼ିଯାଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜଗତ୍ସିଂହପୁର ଜିଲା ତିର୍ତ୍ତୋଲ ବ୍ଲକ ଅଧୀନ ମାଣତିରି ଗ୍ରାମର…
ପାରାଦୀପ,୨୦ା୫(ସ୍ବ.ପ୍ର.): ବଙ୍ଗୋପ ସାଗରରୁ ସୃଷ୍ଟ ବାତ୍ୟା ଅମ୍ଫାନ ପାରାଦୀପରେ ତାଣ୍ଡବ ରଚିଛି। ଏହାଦ୍ୱାରା ଅଞ୍ଚଳରେ ବ୍ୟାପକ କ୍ଷତି ଘଟିଛି। ଘଣ୍ଟାପ୍ରତି ୧୦୬ କି.ମି. ବେଗରେ ପବନ ବହିବା…