ଆମ ଜିଲା ଖବର

ହୋମ କ୍ୱାରାଣ୍ଟାଇନ୍‌ରେ ବ୍ୟାଙ୍କ କର୍ମଚାରୀ; ବିନା ଅନୁମତିରେ ବୁଲିବା ମହଙ୍ଗା ପଡ଼ିଲା

ଭଞ୍ଜନଗର,୯।୪(ଡି.ଏନ.ଏ.)-ଲକ୍‌ଡାଉନ ଲୋକେ ବିନା କାରଣରେ ବାହାରେ ବୁଲିଲେ ପ୍ରଶାସନ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ଭଞ୍ଜନଗର ସହରସ୍ଥିତ ଏକ ବ୍ୟାଙ୍କର ୨ କର୍ମଚାରୀ ବୁଧବାର ମଧ୍ୟାହ୍ନରେ କୌଣସି…

6 years ago

ମାନବିକତା ଦେଖାଇଲେ ପୂର୍ବତନ କର୍ପୋରେଟର; ପ୍ରସୂତିଙ୍କୁ ହସ୍ପିଟାଲକୁ ପଠାଇଲେ

ବ୍ରହ୍ମପୁର ଅଫିସ,୯ା୪-କରୋନା ବିପତ୍ତି ସମୟରେ ମାନବିକତା ଦେଖାଇ ଚର୍ଚ୍ଚାକୁ ଆସିଛନ୍ତି ୩୧ ନଂ. ୱାର୍ଡର ପୂର୍ବତନ କର୍ପୋରେଟର ସୁରେନ୍ଦ୍ର ମହାରଣା। ମହାରଣାଙ୍କ ସୂଚନା ପ୍ରକାରେ, ବୁଧବାର ୩୧…

6 years ago

୩୧ ବିଦେଶ ଫେରନ୍ତାଙ୍କ କ୍ୱାରାଣ୍ଟାଇନ୍‌ ଅବଧି ସରିଲା

କେନ୍ଦୁଝର,୯ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲାକୁ ୩୭ଜଣ ବ୍ୟକ୍ତି ବିଦେଶରୁ ଫେରିଛନ୍ତିି। ସେମାନଙ୍କ ମଧ୍ୟରୁ ୩୧ଜଣଙ୍କ ହୋମ କ୍ୱାରାଣ୍ଟାଇନ୍‌ ଅବଧି ଶେଷ ହୋଇଛି। ଜିଲାରେ ବର୍ତ୍ତମାନ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତ…

6 years ago

ଟ୍ରେନିଂ ନେବାକୁ ଆସି କେନ୍ଦୁଝରରେ ଫସିିଛନ୍ତି ୧୨ ଯୁବକ

କେନ୍ଦୁଝର,୯ା୪(ସ୍ବ.ପ୍ର.): ଟ୍ରେନିଂ ନେବାକୁ ଆସି ଲକ୍‌ ଡାଉନ ଯୋଗୁଁ ୧୨ ଜଣ ଯୁବକ କେନ୍ଦୁଝରରେ ଫସି ରହିଛନ୍ତି । ସେମାନଙ୍କ ଘର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ…

6 years ago

ପାହାଡ଼ ଖୋଲରେ ଲୁଚିଥିଲେ ଛତିଶଗଡ ଯୁବକ: ଧରାପଡ଼ି ସଙ୍ଗରୋଧ କେନ୍ଦ୍ରକୁ ଗଲେ

କେନ୍ଦୁଝର,୯ା୪(ସ୍ବ.ପ୍ର.)-ଛତିଶଗଡରୁ ପୁରୀ ଦେଇ କେନ୍ଦୁଝର ଜିଲାକୁ ଆସି ସଦର ବ୍ଲକ ପଳାଶପଙ୍ଗା ନିକଟ ସନ୍ଥେଭଞ୍ଜ ପାହାଡ଼ ଖୋଲରେ ଆମତ୍ଗୋପନ କରିଥିବା ଜଣେ ଯୁବକଙ୍କୁ ପୋଲିସ ଉଦ୍ଧାର କରି…

6 years ago

ଗ୍ରାମାଞ୍ଚଳରେ ୩୬୦, ସହରାଞ୍ଚଳରେ ୯ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର

ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱର ଜିଲାରେ କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସୁଦ୍ଧା ଜିଲାର ୩୬୦ଟି ପଞ୍ଚାୟତରେ ୩୬୦ଟି ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯାଇ…

6 years ago

ଘର ଘର ବୁଲି ପିଡିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତା

ବନ୍ତ,୯।୪(ସ୍ବ.ପ୍ର.)-କରୋନା ଲକ୍‌ ଡାଉନ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍‌ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି…

6 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ଠାକୁରମୁଣ୍ଡା,୯ା୪(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ଅଧୀନ ନାରୀ ଶକ୍ତି ସ୍ବୟଂ ସହାୟିକା ଗୋଷ୍ଠୀ ପକ୍ଷରୁ ବୁଧବାର କରୋନା ମୁକାବିଲା ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୧୦,୦୫୧…

6 years ago

ଫାଟକ ଭାଙ୍ଗି ଭିତରକୁ ପଶିଗଲା ଟ୍ରକ୍‌

ତାଳଚେର/କଣିହାଁ, ୯ା୪(ନି.ପ୍ର.) : କଣିହାଁସ୍ଥିତ ଏକ କମ୍ପାନୀରେ କୋଇଲା ଅନ୍‌ଲୋଡ କରି ତାଳଚେର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌ ମଙ୍ଗଳବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ କଣିହାଁ…

6 years ago

୬ଘଣ୍ଟାରେ ୨୦ ବାଇକ୍‌ ଜବତ

ବଡ଼ସାହି,୯ା୪(ସ୍ବ.ପ୍ର.)-କରୋନା ମୁକାବିଲା ପାଇଁ ସାରା ଦେଶ ଲକ୍‌ଡାଉନରେ ରହିଛି। ସରକାରଙ୍କ ନିୟମକୁ ଊଲ୍ଲଂଘନ କରି କେତେକ ଅସାମାଜିକ ଯୁବକ ବାଇକ ଯୋଗେ ଏଣେ ତେଣେ ବୁଲୁଥିବା ବେଳେ…

6 years ago