ଚାନ୍ଦବାଲି, ୧୮।୧(ଡି.ଏନ.ଏ.)-ଘନକୁହୁଡ଼ି କାରଣରୁ ଶୁକ୍ରବାର ସକାଳେ କେନ୍ଦ୍ରାପଡ଼ା ଜିଲାର ତାଳଚୁଆରୁ ଭଦ୍ରକ ଜିଲା ଚାନ୍ଦବାଲିକୁ ଆସୁଥିବା ଏକ ସରକାରୀ ବୋଟ୍ ଧାମରା ମୁହାଣ ନିକଟରେ ଦିଗହରା ହୋଇଯାଇଥିଲା।…
ରାଇରଙ୍ଗପୁର,୧୮ା୧(ଡି.ଏନ୍.ଏ.): ନୂଆଦିଲ୍ଲୀଠାରେ ଆସନ୍ତା ୨୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପର ଚର୍ଚ୍ଚା’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ନେଇ ସମଗ୍ର ଭାରତରୁ ୨୨ ହଜାର ଛାତ୍ରୀଛାତ୍ରଙ୍କୁ ଚୟନ…
ଚିତ୍ରଡା,୧୮ା୧(ଡି.ଏନ.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳରେ ଜନୈକା ୬୫ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ…
ଜୟପୁର,୧୮।୧(ଡି.ଏନ୍.ଏ.) ଫୌଜଦାରୀ ମାମଲାରେ କୋରାପୁଟ ଜିଲା ଶିକ୍ଷାଧିକାରୀ ଗିରଫ ଓ ନିଲମ୍ବିତ ହେବା ପରେ ମଧ୍ୟାହ୍ନଭୋଜନ ଖର୍ଚ୍ଚ ବାବଦକୁ ଟଙ୍କା ଉଠାଣ ହୋଇପାରୁ ନାହିଁ। ଫଳରେ ପ୍ରଶାସନ…
ରାୟଗଡ଼(ଗଜପତି),୧୮।୧-ଗଜପତି ଜିଲା ରାୟଗଡ଼ସ୍ଥିତ ଶତାୟୁ ‘କଣ୍ଟାସାଗର’ ପୋଖରୀ ଆଉ ଅଞ୍ଚଳବାସୀଙ୍କ କାମରେ ଲାଗୁନି। ଦିନେ ଅଞ୍ଚଳ ପାଇଁ ଆଶୀର୍ବାଦ ପାଲଟିଥିବା ଏହି ପୋଖରୀ ଏବେ ପଦ୍ମ ପଙ୍କରେ…
ବାରିପଦା ଅଫିସ,୧୮ା୧- ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା ଓ ଜିଲା ମଙ୍ଗଳ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ସରକାରଙ୍କ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟକ୍ରମଗୁଡିକ…
ଖଇରା, ୧୮।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଖଇରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାରରେ ବିଭ୍ରାଟ ଦେଖାଦେଇଛି । ଏଥିଯୋଗୁ ଅସ୍ତ୍ରୋପଚାର ପାଇଁ ଆସିଥିବା ମହିଳା…
ବିନିକା, ୧୮।୧ (ଡି.ଏନ୍.ଏ.)- ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ସିଂହିଯୁବା ପଁଚେତ୍ ଅଧୀନ ଜାମପାଲି ଗଁାର କେନାଲ ପଡ଼ା, ଟାଙ୍ଗର ପଡ଼ା ଆର ଜଙ୍ଗଲ ପଡ଼ାରେ ଅନେକ…
କଲମପୁର, ୧୮।୧ (ଡି.ଏନ୍.ଏ)- କଳାହାଣ୍ଡି ଜିଲା କଲମପୁର ବ୍ଲକ ପଣ୍ଡିଗଁା ପଁଚେତ୍ ଅଧୀନ ପାତ୍ରବସା ଗାଁର ବାସନ୍ତି ପୁଝାରୀ(୬୫)। ଅନେକ ଦିନ୍ ହେଲା ଆପ୍ନେ ଆର…
ପର୍ଲା, ୧୮।୧ (ଡି.ଏନ୍.ଏ)- କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଜୟନ୍ତପୁର ଗଁାର ଗୟାଧର ଲୋହାର(୨୫)କୁଁ ପରଶାସନ ଶୁକୁରବାର ଉଧାର କରି ଚିକିଛା ଲାଗି ଜିଲା ମୁଖିଆ ଡାକ୍ତରଖାନା…