ଆମ ଜିଲା ଖବର

ପୁରୀରୁ ୩ କରୋନା ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଲା

ପୁରୀ ଅଫିସ,୧୧ା୬: ପୁରୀରୁ ପୁଣି ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗୁରୁବାର ଚିହ୍ନଟ ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି।…

6 years ago

ମନ୍ଦିରରୁ ଦେବୀଙ୍କ ରୂପା ଛତର ଚୋରି

ବରଗଡ଼ ଅଫିସ,୧୧।୬: ବରଗଡ଼ ସହର ଉପକଣ୍ଠ ସରସରା ପଞ୍ଚାୟତ ଅନ୍ତର୍ଗତ କଟାଟିକ୍ରା ମେଟାକାନୀ ମନ୍ଦିରରୁ ବୁଧବାର ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ମନ୍ଦିର…

6 years ago

ସରକାରୀ ଭ୍ରାମ୍ୟମାଣ ଆମ୍ବ ଦୋକାନରେ ପାଳନ ହେଉନି ସାମାଜିକ ଦୂରତ୍ୱ

କେନ୍ଦୁଝର,୧୧।୬(ସ୍ବ.ପ୍ର.): ସରକାରଙ୍କ ଓରମାସ ସଂସ୍ଥା ପକ୍ଷରୁ ଆରମ୍ଭ ହୋଇଛି ଭ୍ରାମ୍ୟମାଣ ଆମ୍ବ ବିକ୍ରି ବ୍ୟବସ୍ଥା। ଲୋକଙ୍କୁ ସୁଲଭ ମୂଲ୍ୟରେ ବିଭିନ୍ନ ପ୍ରକାରର ଆମ୍ବ ଯୋଗାଇ ଦିଆଯାଉଛି। ଜିଲାପାଳଙ୍କ…

6 years ago

ଚୋରା ବାଲିଖାଦାନ ଉପରେ ପ୍ରଶାସନର ମିଳିତ ଚଢାଉ

ସଜନାଗଡ,୧୧।୬(ଡି.ଏନ୍‌.ଏ): ବାଲେଶର ଜିଲା ନୀଳଗିରି ତହସିଲ ଅଧିନ କାଠପାଳ ଅଞ୍ଚଳ ସ୍ଥିତ ସୋନ ନଦୀ ଘାଟରେ ବାଲି ମାଫିଆ ସକ୍ରିୟ ହୋଇଉଠିଛନ୍ତି। ବାଲି ଚୋରାଚାଲାଣ ହେଉଥିବା ନେଇ…

6 years ago

ପୁନରୁଦ୍ଧାର ହେଉନି କଣ୍ଡସରା ନାଳ: ଦୁର୍ଦ୍ଦଶାରେ ଚାଷୀ

ରସୁଲପୁର, ୧୧।୬(ଡି.ଏନ୍‌.ଏ.): କୃଷି ଓ କୃଷକର ଉନ୍ନତି ଲାଗି କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରୁଛନ୍ତି। ଏଥିଲାଗି ବିପୁଳ ଟଙ୍କା ସରକାରୀ ତହବିଲରୁ ଖର୍ଚ୍ଚ…

6 years ago

ମଉଳିଲା ରଜ ଉତ୍ସବ

କେନ୍ଦୁଝର,୧୧।୬(ସ୍ବ.ପ୍ର.): ଆଉ ଶୁଭିବ ନାହିଁ ରଜ ଗୀତ ଓ ଦୋଳିର କଟମଟ ଶବ୍ଦ। କାଂ ଭା ଦେଖିବାକୁ ମିଳିବ ଦୋଳି। କିନ୍ତୁ ପୂର୍ବଭଳି ରଜ ମହୋତ୍ସବ, ରଜ…

6 years ago

ଚିତ୍ରକୋଣ୍ଡାର ୧୮ଟି ପଞ୍ଚାୟତ ବସ୍‌ ସେବାରୁ ବଞ୍ଚିତ

ଚିତ୍ରକୋଣ୍ଡା,୧୧।୬(ଡି.ଏନ୍‌.ଏ): କରୋନା ମହାମାରୀ ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା ହେବା ପରେ ମାର୍ଚ୍ଚ ମାସ ୨୩ଠାରୁ ସମସ୍ତ ଯାତାୟାତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା। ଫଳରେ ଲୋକଙ୍କା…

6 years ago

ଫୁଲୁରି ତେଲ ଲାଗି ହେଲେ ମହାପ୍ରଭୁ

ପୁରୀ ଅଫିସ,୧୧।୬: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଶ୍ରୀବିଗ୍ରହଙ୍କ…

6 years ago

ସଡ଼କ ଦୁର୍ଘଟଣା ବୃଦ୍ଧି ନେଇ ସୁପ୍ରିମକୋର୍ଟ କମିଟି କ୍ଷୁବ୍ଧ

କଟକ ଅଫିସ,୧୧।୬: ରାଜ୍ୟରେ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ନେଇ ସଡ଼କ ସୁରକ୍ଷା ପାଇଁ ଗଠିତ ସୁପ୍ରିମ୍‌କୋର୍ଟ କମିଟି ଚିନ୍ତା ପ୍ରକାଶ କରିଛି। ଏହାକୁ ରୋକିବା ଦିଗରେ…

6 years ago

ମହାନଦୀ ଗର୍ଭରେ ମନ୍ଦିର ଦଧିନଉତି

ନୟାଗଡ଼ ଅଫିସ,୧୧ା୬: ନୟାଗଡ଼ ଜିଲା ଭାପୁର ବ୍ଲକ ପଦ୍ମାବତୀ ଗ୍ରାମ ଗୋପୀନାଥ ମନ୍ଦିର ଦଧିନଉତି ମହାନଦୀ ଗର୍ଭରେ ଠାବ ହୋଇଛି। ଭାରତୀୟ କଳା ଓ ସାଂସ୍କୃତିକ ଐତିହ୍ୟ…

6 years ago