ଯାଜପୁର ଅଫିସ/ବରୀ(ସ୍ବ.ପ୍ର.),୧୪-୧:ଯାଜପୁର ଜିଲାର ଜଳ, ଖଣିଜ ସମ୍ପଦ, ପରିବହନ, ଶିଳ୍ପ ପ୍ରଭୃତି କ୍ଷେତ୍ରରୁ ବାର୍ଷିକ କୋଟିକୋଟି ଟଙ୍କାର ରାଜସ୍ବ ଆଦାୟ ହେଉଛି। କିନ୍ତୁ ଲୋକେ ଯାହା ଆଶା…
ରତ୍ନଗିରି,୧୪-୧(ଡିଏନ୍ଏ):ମଞ୍ଚରେ ଓ ମଞ୍ଚ ପାଇଁ ବଞ୍ଚୁଥିବା ମଣିଷ ହେଉଛନ୍ତି ବରୀ ବ୍ଲକ ଅଧୀନ ବାଲିବିଲି ଗ୍ରାମର ଦୁର୍ଯ୍ୟୋଧନ ପରିଡା(୬୪)। ପିଲାଟି ଦିନରୁ ତୁଳସୀ ଦୁଇପତ୍ରରୁ ବାସିବା ଭଳି…
କାର୍ଯ୍ୟରେ ଅବହେଳା ଅଭିଯୋଗରେ ବଦଳିଛନ୍ତି ପରଜଙ୍ଗ ଥାନା ମହାବିରୋଡ଼ ଫାଣ୍ଡି ଅଧିକାରୀ ବିନୟ କୁମାର ସାହୁ। ଏସ୍ପି ଅନୁପମା ଜେମ୍ସଙ୍କ ନିର୍ଦ୍ଦେଶରେ ତାଙ୍କୁ ପରଜଙ୍ଗ ଥାନାକୁ ବଦଳି…
ଗଣିଆ,୧୪ା୧(ଡି.ଏନ୍.ଏ.): ବିକାଶର କଥା ଭାବିଲେ ମନକୁ ଆସେ ଗମନାଗମନ ସୁବିଧା। ଏହା ହେଲେ ସେହି ଅଞ୍ଚଳର ଅର୍ଥନୈତିକ ଅଭିବୃଦ୍ଧି ଘଟିବ ବୋଲି କୁହାଯାଉଛି। ଏ ନେଇ ଉଭୟ…
ରଣପୁର,୧୪ା୧(ସ୍ବ.ପ୍ର.): ସୋମବାର ନୟାଗଡ଼ ଜିଲା ରଣପୁର ବ୍ଲକରେ ଏକ ଭିନ୍ନ ଦୃଶ୍ୟ ଦେଖିବାକୁ ମିଳିଥିଲା। ବ୍ଲକ କାର୍ଯ୍ୟାଳୟରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ବାହାରେ କନ୍ଧନୟାଗଡ ପଞ୍ଚାୟତବାସୀ…
ପାରାଦୀପ,୧୪ା୧(ସ୍ବ.ପ୍ର.):ପାରାଦୀପ ଶିଳ୍ପାଞ୍ଚଳର ଅନେକ ଶିଳ୍ପସଂସ୍ଥାରେ ଏବେ ଶ୍ରମିକ ଅଶାନ୍ତି ଦେଖାଯାଇଛି। ସେହିପରି ଜମିହରା-ବିସ୍ଥାପିତ ନିଯୁକ୍ତି ପାଇଁ ଧାରଣା ଦେଉଛନ୍ତି। ୟୁନିୟନ, ସଂଘ, ପରିଷଦ, ସମିତି, ଟ୍ରଷ୍ଟ ଆଦି…
ରଘୁନାଥପୁର,୧୪ା୧(ଡି.ଏନ୍.ଏ.):ରଘୁନାଥପୁର ବ୍ଲକ କେରକେରାସ୍ଥିତ ପ୍ରଭୁ ଗୋରେଖନାଥ ପୀଠ ରୋଷଘରେ ତାଲା ପଡିବା ଓ ପ୍ରସାଦ ବ୍ୟବସ୍ଥା ବନ୍ଦ କରାଯିବା ନେଇ ପୂଜକ ଓ ମ୍ୟାନେଜିଂ ଟ୍ରଷ୍ଟିଙ୍କ ମଧ୍ୟରେ…
ପରଜଙ୍ଗ, ୧୪।୧(ଡି.ଏନ.ଏ.) ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ମହାବିରୋଡ ଫାଣ୍ଡି ଅଧୀନ ପଙ୍ଗାତୀରା ଗ୍ରାମରେ ଗତ ୬ ତାରିଖ ବିଳମ୍ବିତ ରାତିରେ ସଂଘଠିତ ଜଘନ୍ୟ ହତ୍ୟାକାଣ୍ଡ ଉପରୁ…
ବାଲିକୁଦା,୧୩ା୧(ସ୍ବ.ପ୍ର.): ବାଲିକୁଦା ଥାନା ଅଞ୍ଚଳରେ ଗତ ୩ତାରିଖରେ ଦୁଇ ଅପରାଧୀ ଗୋଷ୍ଠୀ ସାଗର ମଲ୍ଲିକ ଓ ସମୀର ଦଳେଇଙ୍କ ମଧ୍ୟରେ ହୋଇଥିବା ଗ୍ୟାଙ୍ଗୱାର ଘଟଣାରେ ପୋଲିସ ଦୁର୍ଦ୍ଦାନ୍ତ…
ଢେଙ୍କାନାଳ ଅଫିସ, ୧୪।୧ ବିଶ୍ୱପ୍ରସିଦ୍ଧ ଯୋରନ୍ଦା ମାଘମେଳା ଫେବୃୟାରୀ ୭ରୁ ୯ ଯାଏ ଅନୁଷ୍ଠିତ ହେବ। ଏହି ଉପଲକ୍ଷେ ସୋମବାର ଅପରାହ୍ନ ୩ଟାରେ ଯୋରନ୍ଦା ପଞ୍ଚାୟତ କାର୍ଯ୍ୟାଳୟରେ…